ଭାରସାମ୍ୟ ହରାଇ ଓଲଟି ପଡିଲା ଟ୍ରକ

ଦେବଗଡ଼:ଦେବଗଡ ଜିଲ୍ଲାର ବାରକୋଟର ୪୯ ନମ୍ବର ଜାତୀୟ ରାଜପଥର ବ୍ଲକ ଛକ ନିକଟରେ ଆଜି ଏକ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଦୁର୍ଘଟଣାରେ ଟ୍ରକର ଚାଳକ ଓ ହେଲପର ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ସୂଚନା ଅନୁଯାୟୀ, ବରଗଡରୁ ଏକ…

Continue reading
ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ପା‌ଥୋ ଲ୍ୟାବର ଯାଞ୍ଚ

ଦେବଗଡ଼:ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ପା‌ଥୋ ଲ୍ୟାବର ଯାଞ୍ଚ କରାଯାଇଛି। ସିଡିଏମଓ ଡା. ସଂଘମିତ୍ରା ପଣ୍ଡାଙ୍କ ନେତୃତ୍ବରେ ଏକ ଟିମ ରିଆମାଳ ବ୍ଲକର ବୁଢାପାଳ ଗ୍ରାମରେ ଥିବା କଳିଙ୍ଗ ପାଥୋ ଲ୍ୟା‌ବ ଏବଂ ପ୍ରଧାନ ପାଥୋ ଲ୍ୟା‌ବରେ ସ୍ବାସ୍ଥ୍ୟ ବିଭାଗ…

Continue reading
ରତ୍ନଭଣ୍ଡାର ଗଣତି-ମଣତି: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର,: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ ମିଳିଥିବା ମହାପ୍ରଭୁଙ୍କ ସୁନା, ରୂପା ଓ ମୂଲ୍ୟବାନ ରତ୍ନର ଗଣତି କାର୍ଯ୍ୟ ଶେଷ ହେବା…

Continue reading
୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ

କଟକ: ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ ମୁଖ୍ୟ ବିଚାରପତି ହରୀଶ ଟଣ୍ଡନ ଓ ବିଚାରପତି ଚିତ୍ତରଞ୍ଜନ ଦାଶଙ୍କୁ ନେଇ ଗଠିତ ଖଣ୍ଡପୀଠ…

Continue reading
ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ

ଭୁବନେଶ୍ୱର: ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍‌କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍‌ ରୁଟ୍‌ରେ ବିମାନ ଉଡ଼ିବ। ସପ୍ତାହକୁ ଦୁଇଥର ଏହି ବିମାନ ସେବା ଉପଲବ୍ଧ ହେବ। ଫଳରେ ଓଡ଼ିଶାରୁ…

Continue reading
ଲଘୁଚାପ ; ଦକ୍ଷିଣ-ପଶ୍ଚିମରେ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ…

Continue reading
ଆଜି ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ : ସାରା ଦେଶର ରାଷ୍ଟ୍ରାୟତ୍ତ ବ୍ୟାଙ୍କ କର୍ମଚାରୀ ଶୁକ୍ରବାର ଧର୍ମଘଟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିଯୋଗୁଁ ବ୍ୟାଙ୍କ ବନ୍ଦ ରହିବ। ଦୀର୍ଘ ଦିନର ଦାବି ସରକାର ପୂରଣ କରୁ ନଥିବାରୁ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ (ୟୁଏଫବିୟୁ)ଏହି ପଦକ୍ଷେପ…

Continue reading
ଭିଜିଲାନ୍ସ ଜାଲରେ କୋର୍ଟ କିରାଣୀ

ମାଲକାନଗିରି: ୫୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ମାଥିଲି ଜେଏମ୍‌ଏଫ୍‌ସି କୋର୍ଟର କିରାଣୀ ଅଚ୍ୟୁତ ପ୍ରଧାନ। ଏକ ମାମଲା ରଫାଦଫା କରିଦେବା ପାଇଁ ସେ ଅଭିଯୋଗକାରୀଙ୍କୁ ଲାଞ୍ଚ ମାଗିଥିବା ଜଣାପଡ଼ିଛି।ସୂଚନା ଅନୁଯାୟୀ, ଅଚ୍ୟୁତ ପ୍ରଧାନ ନିଜ ଘରକୁ…

Continue reading
ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ

ଦୁବାଇ /ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ, ଦୁବାଇରେ ୟୁଏଇ ନେତୃତ୍ୱ, ବିଶ୍ୱସ୍ତରୀୟ ନିବେଶକ, ଶିଳ୍ପ ପ୍ରତିନିଧି ଏବଂ ବାଣିଜ୍ୟିକ ପ୍ରତିଷ୍ଠାନଗୁଡ଼ିକ ସହିତ ଏକାଧିକ ଉଚ୍ଚସ୍ତରୀୟ ବୈଠକ ମାଧ୍ୟମରେ ଓଡ଼ିଶା ଏହାର ନିବେଶ ସମ୍ପର୍କକୁ…

Continue reading
ଘାଟିକିଆ ମୌଜା ଜମି ରେକର୍ଡର ଅସଙ୍ଗତି ଦୂର

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଘାଟିକିଆ ମୌଜାର କେ-୭ ଅଞ୍ଚଳର ବନ୍ଦୋବସ୍ତ ରେକର୍ଡରେ ଥିବା ଅସଙ୍ଗତିକୁ ଦୂର କରିବା ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରିଛନ୍ତି । ଯାହାଫଳରେ ଆବଣ୍ଟନ ସମ୍ପର୍କିତ ଅନାବଶ୍ୟକ ଅସୁବିଧା ଭୋଗୁଥିବା ପ୍ରକୃତ ଆବଣ୍ଟନଗ୍ରହୀତାମାନେ ସହଜରେ…

Continue reading