vigilance ଜୁବା ପାକ୍ସର ପୂର୍ବତନ ସମ୍ପାଦକ ଗିରଫ: ୧୪.୨୨ ଲକ୍ଷରୁ ଅଧିକ ଟଙ୍କା ହେରଫେର ଅଭିଯୋଗ

ବଲାଙ୍ଗୀର: ସମବାୟ ସମିତିରେ ଆର୍ଥିକ ଅନିୟମିତତା ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣପୂର୍ବକ ଓଡ଼ିଶା ଭିଜିଲାନ୍ସ ଆଜି ବଲାଙ୍ଗୀର ଜିଲ୍ଲା ବେଳପଡ଼ା ବ୍ଲକାନ୍ତର୍ଗତ ଜୁବା ପ୍ରାଥମିକ କୃଷି ସମବାୟ ସମିତି (ପାକ୍ସ) ଲିମିଟେଡ଼ର ପୂର୍ବତନ ସମ୍ପାଦକ ଚିନ୍ତାମଣି ମଲ୍ଲିକଙ୍କୁ ଗିରଫ କରିଛି।…

Continue reading
ଲଘୁଚାପ: ମୟୂରଭଞ୍ଜକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାରେ ଆସନ୍ତା କିଛି ଦିନ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ବିଶେଷକରି ଦକ୍ଷିଣ ଓଡ଼ିଶା ଓ ଏହାର…

Continue reading
ଖୁବ୍‌ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର

ଭୁବନେଶ୍ୱର: ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା…

Continue reading
ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ

ଭୁବନେଶ୍ୱର: ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ହେଲ୍‌ଥକେୟାର ଏବଂ ଆପାରେଲ୍ସକୁ ନୂଆ…

Continue reading
ଖଡ଼ଗପୁର-ଝାରସୁଗୁଡ଼ା (ବାଗଡିହି) ଚତୁର୍ଥ ଲାଇନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ୫ ରାଜ୍ୟର ୧୪ଟି ଜିଲ୍ଲା ଦେଇ ଯାଇଥିବା ୩ଟି ରେଳ ଲାଇନ୍ ପ୍ରଶସ୍ତିକରଣ ପ୍ରକଳ୍ପକୁ ଅନୁମୋଦନ କରିଛି । ଏସବୁ ପ୍ରକଳ୍ପ ନିର୍ମାଣ ଲାଗି ମୋଟ୍ ୧୦,୭୮୩ କୋଟି…

Continue reading
ଜିଲ୍ଲାସ୍ତରୀୟ ଡିଏନସି କମିଟିର ବୈଠକ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ଆଜି ଜିଲ୍ଲାସ୍ତରୀୟ ଡିଏନସି କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଅଙ୍ଗନବାଡି ସେବା ଅଧିନରେ ପୁଷ୍ଟିକର ସୂଚକ,ପରିପୂରକ ପୁଷ୍ଟିକରର ଗୁଣବତ୍ତା,ଜିଲ୍ଲାର ପୁଷ୍ଟିକର ଯୋଜନା ଓ…

Continue reading
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ତିଲେଇବଣି ବ୍ଲକର କଳାମାଟିସ୍ଥିତ ଏକଲବ୍ୟ ଆଦର୍ଶ ବିଦ୍ୟାଳୟ‌ରେ ଆଜି ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସୋସିଆଲ ମିଡିଆର ସୁରକ୍ଷା ଓ ସାଇବର ଆଇନ ସଂପର୍କରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚିବ ସୃଜନ…

Continue reading
ଟେଲିକମ ଉପଭୋକ୍ତା ସଚେତନତା କାର୍ଯ୍ୟକ୍ରମ

ଦେବଗଡ଼:ବାରକୋଟ ପଂଚାୟତ ସମିତି ସ୍ନାତକ କଲେଜର ସମ୍ମିଳନୀ କକ୍ଷରେ ଆଜି ଟ୍ରାଇ ସହଯୋଗରେ ଟେଲିକମଉପଭୋକ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଟ୍ରାଇର ସୁଧାଂଶୁ ମୋହନ ଦାଶ,ପରିବର୍ତ୍ତନ ସଂସ୍ଥାର ସମ୍ପାଦକ ଶୁଭ୍ରାଂଶୁ ଭୂଷଣ ସ୍ଵାଇଁ, କଲେଜର ଅଧ୍ୟକ୍ଷ ଜିତେନ୍ଦ୍ର ସାହୁ,ବିଏସଏନଏଲର ମୁକେଶ…

Continue reading
ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି: ମୟୂରଭଞ୍ଜରେ ସ୍କୁଲ ଛୁଟି

ଭୁବନେଶ୍ବର: ଲଘୁଚାପର ରୂପ ନେଲା ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆଜି ଠାରୁ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ ଜିଲ୍ଲାରେ ଅତି ପ୍ରବଳ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କରିଲା…

Continue reading
୨.୧୦ ଲକ୍ଷ କୋଟି ନିବେଶ ସହ ୮.୬୮ ଲକ୍ଷ ନିଯୁକ୍ତି ସମ୍ଭାବନା

ଆବୁଧାବି (ୟୁଏଇ): ଓଡ଼ିଶାକୁ ବିଶ୍ୱସ୍ତରୀୟ ନିବେଶ ଆଣିବା ଦିଗରେ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡିଶା ସରକାରଙ୍କୁ ବଡ଼ ସଫଳତା ମିଳିଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଚାଲିଥିବା ଉଚ୍ଚସ୍ତରୀୟ ନିବେଶ ଆଲୋଚନାରେ ଇଣ୍ଟରନ୍ୟାସନାଲ ହୋଲ୍ଡିଂ କମ୍ପାନୀ ବା…

Continue reading