କେନ୍ଦ୍ରୀୟ ଜଳ ଶକ୍ତି ସମିଟ୍: ଓଡ଼ିଶାର ଜଳ ଭିତ୍ତିଭୂମି ଓ ଜଳସେଚନ ସଫଳତା ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ ଭୁବନେଶ୍ୱର : ଓଡ଼ିଶାର ଅର୍ଥନୀତି କୃଷି ପ୍ରଧାନ ହୋଇଥିବାରୁ ଜଳ ସୁରକ୍ଷା ଓ ସିଞ୍ଚନର ବିକାଶକୁ ଆମ ସରକାର ସବୁଠାରୁ ଅଧିକ ପ୍ରାଥମିକତା ଦେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗତ ଦୁଇ ବର୍ଷ ମଧ୍ୟରେ ରାଜ୍ୟରେ ୫୪,୦୦୦ କୋଟି ଟଙ୍କାର ଜଳ…














