ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସକୁ ଅଣାଗଲା ଗର୍ଭବତୀ ମହିଳା
ଦେବଗଡ଼ :କାଦୁଅ ପଚ୍ପଚ୍ ରାସ୍ତା ଯୋଗୁଁ ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ। ଶେଷରେ ପ୍ରାୟ ଏକ କିଲୋମିଟର ରାସ୍ତା ଷ୍ଟ୍ରେଚରରେ ବୁହାହୋଇ ଆମ୍ବୁଲାନ୍ସ ନିକଟରେ ପହଞ୍ଚିଲେ ଜଣେ ଗର୍ଭବତୀ ମହିଳା । ଏଭଳି ଏକ ଦୁର୍ଦ୍ଦଶାର ଚିତ୍ର ସାମ୍ନାକୁ ଆସିଛି ଦେବଗଡ଼…
















