୩୦ରେ ଲଘୁଚାପ, ପୁଣି ଫୁଲିବ ମହାନଦୀ

ଭୁବନେଶ୍ୱର,: ଆସନ୍ତା ୨୮ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଉତ୍ତର ଓଡ଼ିଶା ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୩୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହୋଇପାରେ । ୨୮ ତାରିଖ ବେଳକୁ ବର୍ଷା…

Continue reading
cm mohan majhi ୨୭ରେ ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ

ଛତ୍ରପୁର/ଗୋପାଳପୁର : ଗଞ୍ଜାମ ଜିଲ୍ଲା ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୨୭ ତାରିଖରେ ଗୋପାଳପୁର ନିର୍ବାଚନମଣ୍ଡଳୀ ଧବଳେଶ୍ୱର ପୀଠକୁ ଆସିବେ । ବିସ୍ଥାପିତଙ୍କୁ ପଟ୍ଟା ବଣ୍ଟନ ସହ ସାଧାରଣ ସଭାରେ ଜନସାଧାରଣଙ୍କୁ ସମ୍ବୋଧିତ କରିବେ ।…

Continue reading
Resettlement and Rehabilitation Policy ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି ୨୦୦୬ର ଦଶମ ଦ୍ୱିବାର୍ଷିକ ସଂଶୋଧନ, ସହାୟତା ବୃଦ୍ଧି କଲେ ସରକାର

ଭୁବନେଶ୍ବର: ଓଡ଼ିଶା ପୁନର୍ବାସ ଓ ଥଇଥାନ ନୀତି, ୨୦୦୬ର ଧାରା ୧୩ ଅନୁଯାୟୀ ରାଜ୍ୟ ସରକାର ପୁନର୍ବାସ ଅନୁଦାନର ବିଭିନ୍ନ ଆର୍ଥିକ ହାରରେ ୧୦ମ ଦ୍ୱିବାର୍ଷିକ ସଂଶୋଧନ କରିଛନ୍ତି । ଏହି ସଂଶୋଧିତ ହାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ…

Continue reading
odisha high court ପତ୍ନୀ ହତ୍ୟା ଓ ଝିଅକୁ ହତ୍ୟା ଉଦ୍ୟମ ମାମଲା: ମୃତ୍ୟୁଦଣ୍ଡକୁ 35 ବର୍ଷ ଆଜୀବନ କାରାଦଣ୍ଡରେ ପରିବର୍ତ୍ତନ

କଟକ: ସ୍ତ୍ରୀଙ୍କୁ ହତ୍ୟା କରିବା ଏବଂ ନାବାଳିକା ଝିଅକୁ ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ସଞ୍ଜିତ କୁମାର ଦାସଙ୍କୁ ମୃତ୍ୟୁଦଣ୍ଡ ଆଦେଶକୁ ପରିବର୍ତ୍ତନ କରି 35 ବର୍ଷ ପାଇଁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଓଡ଼ିଶା ହାଇକୋର୍ଟ ।…

Continue reading
NBW against iic ଶରଣକୁଳ ପୂର୍ବତନ IIC ସୁଜିତ ଦାସଙ୍କ ନାଁରେ NBW

ଭୁବନେଶ୍ବର: ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ମାମଲାରେ ନିଲମ୍ବିତ ହୋଇଥିବା ନୟାଗଡ଼ ଜିଲା ଶରଣକୁଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସଙ୍କ ପାଇଁ ଅଡୁଆ ବଢ଼ିଛି । ହାଇକୋର୍ଟ ଅନ୍ତରୀଣ ସୁରକ୍ଷା ଉଠାଇବା ପରେ ନୟାଗଡ଼ ଜିଲ୍ଲା ଓଡ଼ଗାଁ କୋର୍ଟ…

Continue reading
IAS RESHUFFLE ODISHA ଆଇଏଏସ୍ ସ୍ତରରେ ଅଦଳବଦଳ

ଓଡ଼ିଶା ସରକାର ମଙ୍ଗଳବାର ଆଇଏଏସ ସ୍ତରରେ ଏକ ଅଦଳବଦଳ କରିଛନ୍ତି । ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ସଚିବ ଥିବା ସଂଜୟ ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ମାଧ୍ୟମିକ ଶିକ୍ଷା…

Continue reading
sanjaya biswal ସଞ୍ଜୟ ବିଶ୍ୱାଳ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟ ସରକାର ଆଇଏଏସ୍‌ ଅଧିକାରୀ ସ୍ତରରେ ମଙ୍ଗଳବାର ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି। ବାଣିଜ୍ୟ ଓ ପରିବହନ ବିଭାଗ ଅତିରିକ୍ତ ସଚିବ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର ସଞ୍ଜୟ କୁମାର ବିଶ୍ୱାଳଙ୍କୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

Continue reading
assembly odisha ୨୨ରୁ ବିଧାନସଭା ଅଧିବେଶନ: ୯ ଦିନ ଚାଲିବ ଗୃହ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସପ୍ତଦଶ ବିଧାନସଭାର ୭ମ ଅଧିବେଶନ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୩ ଯାଏ ଚାଲିବ। ଏନେଇ ବିଧାନସଭା ପକ୍ଷରୁ ସମସ୍ତ ସଦସ୍ୟ ଓ ବିଭାଗୀୟ ଅଧିକାରୀଙ୍କୁ ଅବଗତ କରାଯାଇଛି। ବିଧାନସଭା ସଚିବ ସତ୍ୟବ୍ରତ ରାଉତ ସଂସଦୀୟ…

Continue reading
osstet exam ୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ ୩୦ ତାରିଖ ମଧ୍ୟରାତ୍ରି ଯାଏ ବଢ଼ାଇ ଦିଆଯାଇଛି। ଇଚ୍ଛୁକ ପ୍ରାର୍ଥୀମାନେ ନିର୍ଦ୍ଧାରିତ ସମୟ ମଧ୍ୟରେ…

Continue reading
snake bite ସାପ କାମୁଡ଼ାରେ ଭାଇ-ଭଉଣୀଙ୍କ ମୃତ୍ୟୁ

ରାଉରକେଲା: ସାପ କାମୁଡ଼ାରେ ଦୁଇ ନାବାଳକ ଭାଇ-ଭଉଣୀଙ୍କ ମୃତ୍ୟୁ ଘଟିଛି। ରାଉରକେଲା ଚାନ୍ଦିପୋଷ ଥାନା ଅନ୍ତର୍ଗତ ଗୀର୍ଜାଟୋଲିରେ ଏହି ଅଭାବନୀୟ ଘଟଣା ଘଟିଛି।ମୃତକମାନେ ହେଲେ ୧୦ ବର୍ଷୀୟ ସମୀର ହରୋ ଓ ତାଙ୍କ ୮ ବର୍ଷୀୟ ଭଉଣୀ ସାଇରନ୍ ହରୋ। ସୂଚନା…

Continue reading