shiv temple kaudia ଶ୍ରାବଣ ମାସର ଶେଷ ସୋମବାର, ଚଳଚଞ୍ଚଳ ସମସ୍ତ ଶୈବପୀଠ
ଭୁବନେଶ୍ବର: ଆଜି ଶ୍ରାବଣ ମାସର ଶେଷ ସୋମବାର। ଚଳଚଞ୍ଚଳ ହୋଇ ଉଠିଛି ରାଜ୍ୟର ସମସ୍ତ ଶୈବପୀଠ। ଶିବାଳୟରେ ଭକ୍ତଙ୍କ ନାହିଁନଥିବା ଭିଡ ଦେଖିବାକୁ ମିଳିଛି। ସକାଳୁ ସକାଳୁ କାଉଡିଆମାନେ ମହାଦେବଙ୍କ ନିକଟରେ ଜଳଲାଗି କରୁଛନ୍ତି। ଭୁବନେଶ୍ବରର ଲିଙ୍ଗରାଜ, ପୁରୀର ଲୋକନାଥ, ନୟାଗଡର…
















