fine for late service ସେବା ବିଳମ୍ବ କଲେ ତଣ୍ଡ ଗଣିବେ ବାବୁ

ଭୁବନେଶ୍ବର : ଜନସାଧାରଣଙ୍କୁ ସେବା ପ୍ରଦାନରେ ଅବହେଳା କରୁଥିବା ସରକାରୀ କର୍ମଚାରୀଙ୍କୁ ବରଦାସ୍ତ କରାଯିବନି। ଓଡ଼ିଶା ଜନସେବା ଅଧିକାର ଆଇନ ୨୦୧୨ ଅନ୍ତର୍ଗତ ପ୍ରତ୍ୟେକ ସରକାରୀ ସେବା ସମ୍ପର୍କିତ ଅଭିଯୋଗର ସମାଧାନ ନ ହେଲେ ସ୍ବୟଂକୃତ ଭାବେ ତାହା ଉପରିସ୍ଥ ଅଧିକାରୀଙ୍କ…

Continue reading
hirakud dam ହୀରାକୁଦ ଡ୍ୟାମ: ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ ଜଳଭଣ୍ଡାରର ଜଳସ୍ତର ୬୨୩ ଫୁଟ ଟପିଛି । ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟା…

Continue reading
arrested ବିନା ଲାଇସେନ୍ସରେ ର ମଦ ବିକ୍ରି, ୩ ଗିରଫ

ଦିଗପହଣ୍ଡି: ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ ଗୌତମ ସାହୁ, ହାବିଲଦାର କିଶୋର ନାୟକ, କନଷ୍ଟେବଳ ବାବୁଲା ସାହୁ, ସତୀଶ କୁମାର ସ୍ବାଇଁ, ବାବୁଲା ନାୟକ ସଦଳବଳ…

Continue reading
mv ocean winner ship ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକ ନିଖୋଜ

ପାରାଦୀପ: ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ ୨୩୦ ନଟିକାଲ ମାଇଲ (୩୯୬ କି.ମି.) ଦୂରରେ ଏହି ଦୁର୍ଘଟଣା ଘଟିଛି। ଜାହାଜରେ ଥିବା…

Continue reading
land slide ବାରବାଙ୍କ ଘାଟିରେ ଭୂସ୍ଖଳନ

କେନ୍ଦୁଝର: କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା ଅବରୋଧ ହେବା ସହ ଯାତାୟାତ ବ୍ୟାହତ ହେଉଛି। କେନ୍ଦୁଝରରୁ ଭଦ୍ରାସାହି ଦେଇ କୋଇଡା, ରାଉରକେଲା (ସୁନ୍ଦରଗଡ଼…

Continue reading
puri temple ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ଝୁଲଣ ଯାତ୍ରା

ପୁରୀ : ଆଜିଠୁ ମହାପ୍ରଭୁଙ୍କ ଝୁଲଣ ଯାତ । ଶ୍ରୀମନ୍ଦିର ସହିତ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ମଠ ବାଡ଼ିରେ ଆଜିଠାରୁ ଆରମ୍ଭ ହୋଇଛି ଝୁଲଣ ଯାତ୍ରାର ମାହୋଲ । ଏହି ଯାତ୍ରା ସାତଦିନ ଧରି ଚାଲିବ। ଶ୍ରାବଣ ଶୁକ୍ଳ ଦଶମୀରୁ ଭାଦ୍ରବ…

Continue reading
ପାରିବାରିକ କଳହ, ବିଷ ପିଇଲେ ଦମ୍ପତି: ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର : ବିଷ ପିଇଦେଲେ ଦମ୍ପତି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର । ଭୁବନେଶ୍ବର ଖଣ୍ଡଗିରି ଥାନା ବାରଭୁଜା ବସ୍ତିରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ଗଞ୍ଜାମ କେନ୍ଦୁପଲ୍ଲି ଅଞ୍ଚଳର ସ୍ବପ୍ନା ପାତ୍ର । ଗୁରୁତର ଜିତେନ୍ଦ୍ର ପାତ୍ର…

Continue reading
iic will be arrested ବନ୍ଧାହେବେ ଦୁଷ୍କର୍ମ ମାମଲାରେ ଫେରାର ପୂର୍ବତନ ଶରଣକୁଳ ଥାନା ଆଇଆଇସି

ଭୁବନେଶ୍ୱର : ବାନ୍ଧାହେବେ ପୂର୍ବତନ ଶରଣକୁଳ ଥାନା ଆଇଆଇସି ସୁଜିତ କୁମାର ଦାସ । ଦୁଷ୍କର୍ମ ମାମଲାରେ ଅଭିଯୁକ୍ତ ହେବା ପରେ ଫେରାର ଅଛନ୍ତି ସୁଜିତ କୁମାର । ସୁଜିତଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି…

Continue reading
flood water ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା: କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ ମଧ୍ୟ ଭାଗରେ ପ୍ରବାହିତ ହେଉଥିବା ହାତୀ ନଦୀ ରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।…

Continue reading
2 dead body found ବ୍ଲୁ ଲେକରେ ନିଖୋଜ ଥିଲେ:୨୪ ଘଣ୍ଟା ପରେ ୨ ମୃତଦେହ ଉଦ୍ଧାର

ନୀଳଗିରି:  ରିଲ୍ସ ବନାଇବା ହେଲା କାଳ। ବ୍ଲୁ ଲେକରେ ବୁଡି ଚାଲିଗଲା ୨ ସାଙ୍ଗଙ୍କ ଜୀବନ । ୨୪ ଘଣ୍ଟା ପରେ ୨ ମୃତଦେହ ଉଦ୍ଧାର କରାଯାଇଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ମିତ୍ରପୁର ନିକଟ ପରିତ୍ୟକ୍ତ ଖାଦାନ ପାଣି ବ୍ଲୁଲେକ…

Continue reading