୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ: ମନ୍ତ୍ରୀ
ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ୧୨ ତାରିଖ ପର୍ଯ୍ୟନ୍ତ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି। ସୂର୍ଯ୍ୟବଂଶୀ…
















