ଚାଷୀଙ୍କ କୋହ ଶୁଣିଲେ ନବୀନ; ସରକାର ତୁରନ୍ତ କ୍ଷତିପୂରଣ ଯୋଗାଇଦେବାକୁ କଲେ ଦାବି

ଜଗତସିଂହପୁର: ଅଦିନିଆ ବର୍ଷାରେ ଚାଷୀଙ୍କର ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ଆଲୋଚନା କରିବାକୁ ଆଜି ୪ ଜିଲ୍ଲା ଗସ୍ତରେ ବାହାରିଛନ୍ତି ବିରୋଧୀ ଦଳ ନେତା ନବୀନ ଟ୍ଟନାୟକ। ପ୍ରଥମେ ପୁରୀ ଜିଲ୍ଲାର ସତ୍ୟବାଦୀ ଯାଇ ଚାଷୀଙ୍କ ସହ ଆଲୋଚନା କରିଥିଲେ ନବୀନ ।…

Continue reading
ନୂଆବର୍ଷ ପାଳିବେନି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ମନମୋହନ ସିଂହଙ୍କ ବିୟୋଗରେ ଚାଲିଥିବା ରାଷ୍ଟ୍ରୀୟ ଶୋକ ଓ ଅଦିନିଆ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଆସନ୍ତକାଲି ନୂଆ ବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ। ତେଣୁ…

Continue reading
ମଧ୍ୟରାତ୍ରୀରେ ଶିମିଳିପାଳ ପହଞ୍ଚିବ ବାଘୁଣୀ ‘ଜୀନତ୍‌’

ବାରିପଦା: ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ପରେ ବାଘୁଣୀ ଜୀନତ ଓଡ଼ିଶାମୁହାଁ ହୋଇଛି। ସେଠାରେ ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ଶିମିଳିପାଳ ଅଣାଯାଉଛି। ବନ ବିଭାଗ ପକ୍ଷରୁ ମିଳିଥିବା…

Continue reading
ନୂଆବର୍ଷ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ

ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ନିଜର ପ୍ରଥମ ଇଂରାଜୀ ନୂଆବର୍ଷକୁ ପାଳନ କରିବେ ନାହିଁ। ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉଭୟ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଆଜି ଏସମ୍ପର୍କରେ…

Continue reading
ପ୍ରତୀକ୍ଷାର ଅନ୍ତ ଘଟିଲା, ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି

ଦୀର୍ଘ ବର୍ଷର ପରିଶ୍ରମର ଅନ୍ତ ହେବାକୁ ଯାଉଛି। ନୂଆ ସରକାର ନେଇଛନ୍ତି ନୂଆ ନିଷ୍ପତ୍ତି। ଦୀର୍ଘ ବର୍ଷ ହେଲା ଲୋକସେବା ଭବନ ସାମ୍ବାଦିକଙ୍କ ପାଇଁ ନୋ ଏଣ୍ଟ୍ରି ଥିବା ବେଳେ ଏବେ ତାହା ପୁଣି ଥରେ ଉନ୍ମୁକ୍ତ ହେବାକୁ ଯାଉଛି। ଅର୍ଥାତ…

Continue reading
ବିଦାୟୀ ବର୍ଷରେ ଭିଜିଲାନ୍ସ ଜାଲରେ ୧୮୧ ବାବୁ, ୨୫ ଚାକିରିରୁ ବହିଷ୍କୃତ

ବିଦାୟୀ ବର୍ଷରେ ୧୮୧ ଜଣ ଦୁର୍ନୀତିଗ୍ରସ୍ତ ସରକାରୀ ବାବୁଙ୍କୁ ବାନ୍ଧିଛି ଭିଜିଲାନ୍ସ । କେବଳ ସରକାରୀ ବାବୁ ନୁହନ୍ତି ସେମାନଙ୍କ ସହଯୋଗୀଙ୍କୁ ବାନ୍ଧିବା ସହ ସେମାନଙ୍କ ନାଁରେ ରୁଜୁ ହୋଇଛି ୨ଶହରୁ ଅଧିକ ମାମଲା । ୧୮୧ ଜଣ ସରକାରୀ ଅଫିସରଙ୍କ…

Continue reading
୮ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି

ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ…

Continue reading
ନୂଆବର୍ଷରେ ଶୀଘ୍ର ଦର୍ଶନ ଦେବେ ଶ୍ରୀଜୀଉ

ନୂଆବର୍ଷରେ ସଅଳ ଦର୍ଶନ ଦେବେ ଶ୍ରୀଜୀଉ। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଆଜି ରାତି ସାଢ଼େ ୧୨ ସୁଦ୍ଧା ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ ହେବ। ଏନେଇ ଆଶାବାଦୀ ଅଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।…

Continue reading
ରାସ୍ତା ମଝିରେ ଦୁଇ ବାଇକ୍‌ ମୁହାଁମୁହିଁ; ୨ ଯୁବକଙ୍କ ମୃତ୍ୟୁ

ନବରଙ୍ଗପୁର : ମଝି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଯାଇଛି ୨ ଯୁବକଙ୍କ ଜୀବନ। ଅନ୍ୟ ଜଣେ ମେଡ଼ିକାଲ୍‌ ବେଡ୍‌ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନବରଙ୍ଗପୁରରେ ଘଟିଛି। ତେନ୍ତୁଳିଖୁଣ୍ଟି…

Continue reading
ପ୍ରାୟ ୭ ହଜାର ପ୍ରବାସୀ ଆସିବେ, ବର୍ତ୍ତମାନ ସୁଦ୍ଧା ୨୭୪୮ ଜଣ ଅତିଥିଙ୍କ ପଞ୍ଜିକରଣ

ଭୁବନେଶ୍ୱର:ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଭୁବନେଶ୍ୱରରେ ଆସନ୍ତା ଜାନୁଆରୀ ମାସ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଅନୁଷ୍ଠିତ ହେବାକୁ ଯାଉଛି । ସ୍ଥାନୀୟ ଜନତା ମଇଦାନଠାରେ ମହାସମାରୋହରେ ଏହା ପାଳନ ହେବାକୁ ଯାଉଛି । ଏଥିପାଇଁ…

Continue reading