୧୭ରେ ଚିଲିକାରେ ପକ୍ଷୀ ଗଣନା
ବାଲୁଗାଁ : ଚିଲିକାରେ ଜାନୁଆରୀ ୧୭ରେ ପକ୍ଷୀ ଗଣନା ହେବ ବୋଲି ବାଲୁଗାଁ ବନ୍ୟପ୍ରାଣୀ ବନଖଣ୍ଡ ବିଭାଗୀୟ ଅଧିକାରୀ ଅମ୍ଳାନ କୁମାର ନାୟକ ସୂଚନା ଦେଇଛନ୍ତି। ପକ୍ଷୀଙ୍କ ବିଚରଣରେ ଯେପରି ବାଧା ନ ଉପୁଜିବ, ସେଥିଲାଗି ଗଣନାର ୧୫ ଦିନ ପୂର୍ବରୁ…
ବାଲୁଗାଁ : ଚିଲିକାରେ ଜାନୁଆରୀ ୧୭ରେ ପକ୍ଷୀ ଗଣନା ହେବ ବୋଲି ବାଲୁଗାଁ ବନ୍ୟପ୍ରାଣୀ ବନଖଣ୍ଡ ବିଭାଗୀୟ ଅଧିକାରୀ ଅମ୍ଳାନ କୁମାର ନାୟକ ସୂଚନା ଦେଇଛନ୍ତି। ପକ୍ଷୀଙ୍କ ବିଚରଣରେ ଯେପରି ବାଧା ନ ଉପୁଜିବ, ସେଥିଲାଗି ଗଣନାର ୧୫ ଦିନ ପୂର୍ବରୁ…
ଭୁବନେଶ୍ବର: ରାଜ୍ୟରେ ପିକ୍ନିକ୍ ସ୍ପଟଗୁଡ଼ିକୁ ଜଗିବ ପୁଲିସ। ପର୍ୟ୍ୟଟନସ୍ଥଳ ଓ ପିକ୍ନିକ୍ ସ୍ପଟରେ ଅଘଟଣ ଘଟିବା ନଜିର ରହିଛି। ଏଥିପ୍ରତି ସଜାଗ ରହିବା ପାଇଁ ପୁଲିସ ମହାନିର୍ଦେଶକ (ଡିଜିପି) ୱାଇବି ଖୁରାନିଆ ସବୁ ଏସ୍ପିଙ୍କ ସହିତ କଥା ହୋଇଛନ୍ତି। ପିକ୍ନିକ୍ ସ୍ପଟରେ…
ଭୁବନେଶ୍ୱର: ନୂଆବର୍ଷରୁ ବଢ଼ିବ ଶୀତ । ଉପକୂଳ ଓଡିଶା ସମେତ ଆଭ୍ୟନ୍ତରୀଣ ଓଡିଶାରେ ଶୀତ ବଢିବ ବୋଲି ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ କେନ୍ଦ୍ର । ଆସନ୍ତା ଦୁଇ ଦିନ ପର୍ୟ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା…
ଭୁବନେଶ୍ୱର: ଐତିହାସିକ ବରଗଡ଼ ଧନୁଯାତ୍ରା-୨୦୨୫ ହେବ ଆହୁରି ଲୋକପ୍ରିୟ। ଏହି ପାରମ୍ପରିକ ମହାକୁମ୍ଭର ପ୍ରଚାର ପ୍ରସାର, କଳାକାରମାନଙ୍କ ସମ୍ମାନ ସହ ଏହାକୁ ଆହୁରି ଭବ୍ୟ କରିବା ପାଇଁ ରାଜ୍ୟ ସରକାର ଅନୁଦାନ ରାଶି ବଢ଼ାଇଛନ୍ତି। ଏହି ରାଶି ୧୦ ଲକ୍ଷରୁ ବଢ଼ାଇ…
ଭୁବନେଶ୍ୱର ଜାଭିଅର ବିଶ୍ୱବିଦ୍ୟାଳୟ ସମ୍ମୁଖରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟି ହେଲା କାର୍-ଭ୍ୟାନ୍-ଅଟୋ। ପ୍ରଥମେ ସ୍କୁଲ ଭ୍ୟାନ୍କୁ ପିଟିଲା କାର। ତା’ପରେ ସ୍କୁଲ ଭ୍ୟାନ୍ ପିଟିହେଲା ଅଟୋରେ। ଅଟୋଟି ଦୁଇଟି ବାଇକ୍ରେ ପିଟି ହୋଇଯାଇଥିଲା। ଏଥିରେ ୭ ଜଣ ଗୁରୁତର…
ପୁରୀ: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିବା ବେଳେ ଆଖି ବୁଜିଛନ୍ତି ଦୁଇ ଜଣ ଭକ୍ତ। ସେମାନଙ୍କ ମଧ୍ୟରୁ ଜଣେ କଟକର ହୋଇଥିବା ବେଳେ ଅନ୍ୟ ଜଣେ ପଶ୍ଚିମବଙ୍ଗର ମେଦିନପୁର ବୋଲି ସୂଚନା ମିଳିଛି। ସୂଚନା ଅନୁଯାୟୀ, ସମ୍ମିଳନୀ ଚାଲିଥିବା ବେଳେ ଏହି…
ବରଗଡ଼: ଆଉ ମାତ୍ର ୫ ଦିନ ପରେ ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଆରମ୍ଭ ହୋଇଯିବ। ଆସନ୍ତା ୩ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ଏହି ୧୧ ଦିବସୀୟ ଯାତ୍ରା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ମୁକ୍ତାକାଶ ରଂଗମଞ୍ଚ ପୁଣି ଥରେ…
ଭୁବନେଶ୍ବର: ମଣ୍ଡିରେ ଅବ୍ଯବସ୍ଥା ଓ ଚାଷୀ ଶୋଷଣକୁ ନେଇ ଗଦା ଗଦା ଅଭିଯୋଗ । ଏହାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ । ସମସ୍ୟାର ସମାଧାନ ପାଇଁ ମୁଖ୍ଯମନ୍ତ୍ରୀ ସର୍ବଦଳୀୟ ବୈଠକ…
ଭୁବନେଶ୍ବର: ଅଦିନିଆ ବର୍ଷାରେ ଉଜୁଡି ଯାଇଛି ଚାଷ । ସାରା ରାଜ୍ୟରେ ଚାଷୀକୂଳ ହତାଶାରେ ଦିନ କାଟୁଛନ୍ତି । ଗୋଟିଏ ପଟେ ପରିବାର ପେଟକୁ ଦାନା ଦେବାର ଚିନ୍ତା । ଅନ୍ୟପଟେ ଚାଷ ପାଇଁ କରିଥିବା ଧାରକରଜ ଓ ଋଣ ଶୁଝିବା…
ଭୁବନେଶ୍ବର: ରାଜ୍ୟରେ ଗତ ୨୦ ତାରିଖ ଠାରୁ ୨୮ ତାରିଖ ମଧ୍ୟରେ ବର୍ଷା ଯୋଗୁଁ ଫସଲ କ୍ଷୟକ୍ଷତି ହୋଇଛି। ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଯୋଗୁଁ ଚାଷୀକୁଳ ଚିନ୍ତାରେ ପଡ଼ିଛନ୍ତି। ରାଜ୍ୟ ସରକାର ଚାଷୀମାନଙ୍କୁ କ୍ଷତିପୂରଣ ଦେବାକୁ ଘୋଷଣା କରିଛନ୍ତି। ଏହା…