ଭୁବନେଶ୍ୱରରେ ଲାଗିବ ଡପଲର ରାଡାର: ଆଏମଡି ଡିଜି
ଭୁବନେଶ୍ୱର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ । ଏନେଇ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ପାରାଦୀପ ଓ ଗୋପାଳପୁରରେ ଡପଲର ରାଡାର ରହିଛି । ଖୁବଶୀଘ୍ର ଭୁବନେଶ୍ୱର, ସମ୍ବଲପୁର…
ଭୁବନେଶ୍ୱର: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ । ଏନେଇ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୋମବାର ସୂଚନା ଦେଇଛନ୍ତି । ସେ କହିଛନ୍ତି ପାରାଦୀପ ଓ ଗୋପାଳପୁରରେ ଡପଲର ରାଡାର ରହିଛି । ଖୁବଶୀଘ୍ର ଭୁବନେଶ୍ୱର, ସମ୍ବଲପୁର…
ଭୁବନେଶ୍ୱର: ଅଦିନିଆ ବର୍ଷା ଚାଷୀଙ୍କ ଅଣ୍ଟା ଭାଙ୍ଗି ଦେଇଛି । ବର୍ଷା ପାଣିରେ ଚାଷୀଙ୍କ କଷ୍ଟ ଉପାର୍ଜିତ ଫସଲ ଏବେ ବିଲରେ ଭାସୁଛି । ତେବେ ଆସନ୍ତା ୩ ଦିନ ଭିତରେ ବର୍ଷା କ୍ଷୟକ୍ଷତି ଆକଳନ ଶେଷ ହେବ । ଏନେଇ…
ଭୁବନେଶ୍ୱର: ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ନୋଏଡ଼ାର ଏକ ଘରୋଇ ହସ୍ପିଟାଲକୁ ତାଙ୍କୁ ସ୍ଥାନାନ୍ତର କରାଯାଇଛି । ଦିଲ୍ଲରା ଆରଏମଏଲ ହସ୍ପିଟାଲରେ ସେ ପୂର୍ବରୁ ଚିକିତ୍ସିତ ହେଉଥିଲେ । ତେବେ ଅଧିକ ଚିକିତ୍ସା ପାଇଁ…
ବାରିପଦା : ଶିମିଳିପାଳ ମୁହାଁଉନି ବାଘୁଣୀ ଜିନତ। ତେଣୁ ତାକୁ ଟ୍ରାଙ୍କୁଲାଇଜ୍ କରି ଶୀଘ୍ର ଶିମିଳିପାଳ ଫେରାଇ ଆଣିବାକୁ ଯୋଜନା ହୋଇଛି। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଭାରପ୍ରାପ୍ତ ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନସଂରକ୍ଷକ(ଆରସିସିଏଫ) ଡ. ପ୍ରକାଶ ଚାନ୍ଦ ଗୋଗିନାନୀ…
ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ଥିବାବେଳେ ଏହାର ପ୍ରଭାବରେ ଆଗାମୀ ୨୪ ତାରିଖରୁ ରାଜ୍ୟରେ ପୁଣି ବର୍ଷା ହେବ। ଏହି ସମୟରେ ଅନେକ ସ୍ଥାନରେ ଘନ କୁହୁଡ଼ି ହେବା ସହ ଦୃଶ୍ୟମାନ ଦୂରତା…
ଭୁବନେଶ୍ୱର : ଡବଲ ଇଞ୍ଜିନ ସରକାରରେ ଓଡ଼ିଆ ଅସ୍ମିତାକୁ ଦିଲ୍ଲୀ ଦରବାରରେ ଶକ୍ତ ଧକ୍କା ଲାଗିଛି। ଗତବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍ରେ ଓଡ଼ିଶାର ପ୍ରଜ୍ଞାପନ ମେଢ଼କୁ ଶ୍ରେଷ୍ଠ ପୁରସ୍କାର ମିଳିଥିବା ବେଳେ ଏଥର ଆଶ୍ଚର୍ୟ୍ୟଜନକ ଭାବେ ଓଡ଼ିଶାକୁ ସ୍ଥାନ ମିଳିନାହିଁ। ଆସନ୍ତା…
ଭୁବନେଶ୍ୱର: ସିଆର୍ପିଏଫ୍ ଓଡିଶା ସେକ୍ଟର ପାଇଁ ୪୦୦ ଜଣ ଯବାନଙ୍କୁ ଚୟନ କରାଯାଇଛି । ସୋମବାର ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସେମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ । ସୋମବାର ଆଚାର୍ୟ୍ୟବିହାରସ୍ଥିତ କାଉନ୍ସିଲ୍ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ (ସିଏସ୍ଆଇଆର୍) ଅଡିଟୋରିୟମରେ…
ଭୁବନେଶ୍ୱର: ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା “ଭାରତ ପର୍ବ-୨୦୨୫’ରେ ଓଡ଼ିଶାର ବର୍ଣ୍ଣାଢ଼୍ୟ ପ୍ରଜ୍ଞାପନ ମେଢ଼ ସାମିଲ ହେବ । ଏନେଇ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଏକ୍ସ’ରେ ସୂଚନା ଦିଆଯାଇଛି । “ସ୍ୱର୍ଣ୍ଣିମ ଭାରତରେ ହସ୍ତତନ୍ତ ଓ…
ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ଆସନ୍ତା ଜାନୁଆରୀ ୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରାଯିବ। ଗଞ୍ଜାମ ଜିଲ୍ଲାପାଳ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ସଚିବଙ୍କୁ ଏକ ପତ୍ର ଲେଖି ଏକଥା ଜଣାଇଛନ୍ତି।ଗଞ୍ଜାମ ଜିଲ୍ଲାପାଳ ତାଙ୍କ ଚିଠିରେ ଲେଖିଛନ୍ତି…
ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ନେତୃତ୍ୱରେ ଅନୁଷ୍ଠିତ ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାର ଭିତ୍ତିଭୂମିକୁ ସୁଦୃଢ଼ ପାଇଁ ଅଧିକ ଅର୍ଥର ଆବଶ୍ୟକତା ପାଇଁ ମୁଖ୍ୟମନ୍ତ୍ରୀ ପ୍ରସ୍ତାବ ଦେଇଥିବା କହିଛନ୍ତି।…