ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ
ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର ୨ ପାଇଲଟ୍, ଜଣେ ଡାକ୍ତର ଏବଂ ଜଣେ କର୍ମଚାରୀ ଅଛନ୍ତି। ହେଲିକପ୍ଟରଟି ଉଡ଼ାଣ ଆରମ୍ଭ…









