୨୩ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି ବନ୍ଦ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୨୩ ତାରିଖ (ସୋମବାର)ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ୟ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ସରକାରୀ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟଥିବାରୁ ଡିସେମ୍ବର୨୩ରେ ଭୁବନେଶ୍ୱର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନ ଶୁଣାଣି ବନ୍ଦ ରହିବ। ପରବର୍ତ୍ତୀ ଅଭିଯୋଗ…

Continue reading
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ‘ଜିନତ୍‌‌’

ବାରିପଦା: ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନତ୍ ଶିମିପାଳ ଫେରିବା ପରିବର୍ତ୍ତେ ଝାଡଖଣ୍ଡରୁ ପଶ୍ଚିମବଙ୍ଗ ପଳାଇଛି । ଶୁକ୍ରବାର ସକାଳେ ଝାଡଗ୍ରାମର ବେଲପାହାଡି ରେଞ୍ଜରେ ଜିନତକୁ ଦେଖିବାକୁ ମିଳିଥିବାବେଳେ ସନ୍ଧ୍ୟାରେ ପଶ୍ଚିମବଙ୍ଗର ଶିମୁଲପାଲ ଜଙ୍ଗଲରେ ସେ ରହିଥିବା ବିଶ୍ବସ୍ଥ ସୁତ୍ରରୁ ଜଣାପଡିଛି। ଏହାକୁ…

Continue reading
୧,୭୭,୦୬୮ଜଣ ପ୍ରବାସୀ ଓଡ଼ିଆଙ୍କୁ ରେସନକାର୍ଡ଼ ଯୋଗାଇ ଦିଆଯିବାକୁ ନିଷ୍ପତ୍ତି

ଭୁବନେଶ୍ବର: ପୂର୍ବ ସରକାର ବହୁ ଅଯୋଗ୍ୟ ହିତାଧିକାରୀଙ୍କୁ ରେସନକାର୍ଡ଼ ପ୍ରଦାନ କରିଥିଲେ। ବିଜେପି ରାଜ୍ୟରେ ସରକାର ଗଠନ କରିବା ପରେ ଜାଲ୍‌ ରେସନକାର୍ଡ଼ଧାରୀଙ୍କ ଚିହ୍ନଟ ପ୍ରକ୍ରିୟାକୁ ଜୋରଦାର କରିଛି। ଇ-କେୱାଇସି ଯାଞ୍ଚ ଆରମ୍ଭ ହେବାଠାରୁ ଏ ପର‌୍ୟ୍ୟନ୍ତ ୪ମାସ ମଧ୍ୟରେ ୧,୭୭,୦୬୮ଜଣ…

Continue reading
ଲାଗି ରହିଛି ତୁହାକୁ ତୁହା ବର୍ଷା ସହ କୋହଲା ପାଗ

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲାରେ ଲାଗି ରହିଛି ତୁହାକୁ ତୁହା ବର୍ଷା ସହ କୋହଲା ପାଗ। ଅଧିକାଂଶ ଜିଲା ଓ ଟ୍ୱିନ୍‌ ସିଟିରେ ଶୁକ୍ରବାର ସକାଳୁ ବର୍ଷା ଲାଗି ରହିଥିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି। ଦକ୍ଷିଣ ବଙ୍ଗୋପସାଗରରେ…

Continue reading
ଓଡ଼ିଶାରେ ପୁଣି ବଢ଼ିପାରେ ବିଜୁଳି ବିଲ୍‌

୨୦୨୫-୨୬ ବର୍ଷରେ ବଢିବ ବିଦ୍ୟୁତ୍ ବିଲ୍‌। ପଇସା କି ଦୁଇ ପଇସା ନୁହେଁ, ଏକା ଥରକେ ୟୁନିଟ୍ ପିଛା ୩ ଟଙ୍କା ୮୨ ପଇସାକୁ ବୃଦ୍ଧି ଲାଗି ଚାଲିଛି ଯୋଜନା। ଏକଥା ଆମେ କହୁନାହୁଁ, ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ନିକଟରେ…

Continue reading
ବିକଶିତ ହୋଇ ହସିବ ବଣ୍ଡାଘାଟି; ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ରାଜ୍ୟ ସରକାର ମାଲକାନଗିରି ଜିଲ୍ଲାର ବଣ୍ଡାଘାଟିକୁ ବିକଶିତ କରିବେ। ଏଠାରେ ବସବାସ କରୁଥିବା ଆଦିମ ଜନଜାତିଙ୍କୁ ମୌଳିକ ସୁବିଧା ମିଳିବ। ସରକାରୀ ଯୋଜନାରୁ ବଣ୍ଡା ଜନଜାତିର ଲୋକେ ବଞ୍ଚିତ ହେବେ ନାହିଁ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ବଣ୍ଡାଘାଟିକୁ ଗସ୍ତ…

Continue reading
୧୫ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ, ୩ ଗିରଫ

ରାଉରକେଲା: ରାଉରକେଲା ସହରରେ ପୁଣି ଲଜ୍ଜା। ଜଣେ ୧୫ ବର୍ଷୀୟା ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି। ୩ ଜଣ ଗଣଦୁଷ୍କର୍ମ କରିଥିବା ନେଇ ଉଦିତନଗର ଥାନାରେ ଅଭିଯୋଗ ହୋଇଛି। ଥାନାରେ ଅଭିଯୋଗ ପରେ ତିନି ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଥାନାରେ ଅଟକ…

Continue reading
ଆଳୁ ସଙ୍କଟ: ମନଇଚ୍ଛା ଦର ପାଇଁ ପଶ୍ଚିମବଙ୍ଗରୁ ଆଳୁ ନ ଆଣିବାକୁ ଓଡ଼ିଶା ବ୍ୟବସାୟୀ ମହାସଂଘର ନିଷ୍ପତ୍ତି

ଭୁବନଶ୍ବର: ରାଜ୍ୟରେ ପୁଣିଥରେ ଉତ୍କଟ ହେଲା ଆଳୁ ସଙ୍କଟ। ପଶ୍ଚିମବଙ୍ଗରୁ ଓଡିଶାକୁ ଚୋରା ବାଟରେ ଆସୁଥିବା ଆଳୁ ବି ଏବେ ବନ୍ଦ ହୋଇଯାଇଛି। ପଶ୍ଚିମବଙ୍ଗ ବ୍ୟବସାୟୀ ଆଳୁ ଟ୍ରକ ପିଛା ମନଇଚ୍ଛା ଦର ନେବାରୁ ଓଡ଼ିଶାର ବ୍ୟବସାୟୀ ପଶ୍ଚିମବଙ୍ଗରୁ ଆଳୁ ନ…

Continue reading
ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ବର: ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରେ ଲାଗିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କୋହଲା ପାଗକୁ ଝିପିଝିପି ବର୍ଷା ହେଇଛି । ଆଗାମୀ ୧୨ ଘଣ୍ଟାରେ ଅବପାତର ରୂପ ପରିଣତ ହେବାର ସମ୍ଭାବନା ରହିଥିବା ବେଳେ…

Continue reading
ବଦଳିବ ପରିକ୍ରମା ପ୍ରକଳ୍ପ ଡିଜାଇନ୍: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ଵର : ବଦଳିବ ପରିକ୍ରମା ପ୍ରକଳ୍ପ ଡିଜାଇନ୍। ନୂଆ ଡିଜାଇନ ନେଇ ଆଲୋଚନା ଚାଲିଥିବା କହିଲେ ଆଇନ ମନ୍ତ୍ରୀ । ଲୋକଙ୍କ ଧର୍ମୀୟ ଭାବନାକୁ ଦେଖି ନିଷ୍ପତ୍ତି ନିଆଯିବ। ଗୃତ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନ ଯଜ୍ଞ ମଣ୍ଡପ ତିଆରି ହେବ।…

Continue reading