ନୂଆବର୍ଷ :ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କାର୍ୟ୍ୟାନୁଷ୍ଠାନ

ଭୁବନେଶ୍ଵର: ନୂଆବର୍ଷ ପାଇଁ କଠୋର ହେଲା ଅବକାରୀ ବିଭାଗ । ଅବକାରୀ ପଲିସି ନ ମାନିଲେ କାର୍ୟ୍ୟାନୁଷ୍ଠାନ ହେବ। ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କାର୍ୟ୍ୟାନୁଷ୍ଠାନ ନିଆଯିବ । ଏହା ସହିତ ବେଆଇନ ମଦ ବିକ୍ରି ଉପରେ ମଧ୍ୟ ଅଙ୍କୁଶ…

Continue reading
ବଣ୍ଡାଘାଟିବାସୀଙ୍କୁ ଆବାସ ପାଇଁ ଅଧିକ ୫୦ ହଜାର

ଭୁବନେଶ୍ୱର : ବଣ୍ଡାଘାଟିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସ୍ଥିତି ପରଖିଛନ୍ତି । । ‘ସୁଭଦ୍ରା’ ଓ ‘ଆବାସ ଯୋଜନା’ ବାବଦରେ ଲୋକଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ । ‘ସୁଭଦ୍ରା’ରେ ୨୯୩୨ ରିଜେକ୍ଟ ଆବେଦନର ସାନି ବିଚାର ହେବ ବୋଲି ସେ କହିଛନ୍ତି ।…

Continue reading
ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେବ ଲଘୁଚାପ। ଆଗାମୀ ୧୨ ଘଣ୍ଟାରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲିର ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସାମାନ୍ୟ ଉତ୍ତର ଆଡ଼କୁ…

Continue reading
ଭିଜିଲାନ୍ସ ଜାଲରେ ଦୁଇ ବୟନ ଶିଳ୍ପ ଇନ୍‌ସପେକ୍ଟ

ବୌଦ୍ଧ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ବୟନ ଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଅଫିସର ଦୁଇ ଜଣ ବୟନ ଶିଳ୍ପ ଇନ୍‌ସପେକ୍ଟର। ସେମାନେ ହେଉଛନ୍ତି- କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସ। ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଅଞ୍ଚଳର ଏକ…

Continue reading
ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଇଡି ପକ୍ଷରୁ ଚଢ଼ାଉ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନରେ ଚଢ଼ାଉ କରାଯାଇଛି। କେଉଁ କାରଣ ଯୋଗୁ ଇଡି ନିରଞ୍ଜନଙ୍କ ଘରେ ରେଡ୍…

Continue reading
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା କୋଡ଼ିଙ୍ଗା ତହସିଲଦାର ସୁବ୍ରତ କୁମାର ବେହେରାଙ୍କୁ ଆଜି ୩ ବର୍ଷ ଜେଲ୍ ଦଣ୍ଡାଦେଶ ଦେଇଛନ୍ତି ବଲାଙ୍ଗିର ଭିଜିଲାନ୍ସ କୋର୍ଟ। ତା’ସହିତ ତାଙ୍କୁ ୩୦ ହଜାର ଟଙ୍କା ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ୨୦୧୮ ମସିହାରେ ସୁବର୍ଣ୍ଣପୁର…

Continue reading
‘ରାଜ୍ୟର ଶିକ୍ଷା ପରିବେଶକୁ ସୁଦୃଢ଼ କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି’

ଭୁବନେଶ୍ବର: ଜ୍ଞାନ ହିଁ ଶକ୍ତି। ଜ୍ଞାନରୁ ଆମକୁ ଶକ୍ତି ମିଳିଥାଏ। ରାଜ୍ୟରେ ଶିକ୍ଷା ପରିବେଶକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି ବୋଲି କେନ୍ଦୁଝର ଜିଲ୍ଲା ଚମ୍ପୁଆ ମହତାବ ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ…

Continue reading
ରାଜ୍ୟ ରାଜଧାନୀରେ ବିଜେପି-କଂଗ୍ରେସର ଗର୍ଜନ

ଭୁବନେଶ୍ୱର: ସଂସଦରେ ବାଲେଶ୍ୱର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଉପରେ ହୋଇଥିବା ଆକ୍ରମଣକୁ ନେଇ ଦେଶର ରାଜଧାନୀ ନୂଆଦିଲ୍ଲୀରେ ହୋଇଛି ହଙ୍ଗାମା। ମୁହାଁମୁହିଁ ହୋଇଛନ୍ତି କଂଗ୍ରେସ ଓ ବିଜେପି ସାଂସଦ। ବିରୋଧୀ ଦଳ ନେତା ରାହୁଲ ଗାନ୍ଧିଙ୍କ ନାଁରେ ଥାନାରେ ହୋଇଛି ଏତଲା।…

Continue reading
ବାଇକ୍‌କୁ ପିଟିଲା ଟ୍ରକ୍‌; ମା’ପୁଅ ମୃତ, ବାପା ଗୁରୁତର

ଅନୁଗୋଳ : ଅନୁଗୋଳ ଜିଲ୍ଲା ବଅଁରପାଳ ଥାନା ଅନ୍ତର୍ଗତ ବୁଢ଼ାପଙ୍କ ନିକଟରେ ୫୫ ନମ୍ବର ଜାତୀୟ ରାଜପଥରେ ଏକ ବାଇକ୍‌କୁ ଟ୍ରକ୍ ଧକ୍କା ଦେବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି,…

Continue reading
ଅମିତ ଶାହା ଇସ୍ତଫା ଦିଅ ଏବଂ ଦେଶବାସୀଙ୍କୁ କ୍ଷମା ମାଗ: କଂଗ୍ରେସ

ଭୁବନେଶ୍ୱର : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଡଃ ଭିମ ରାଓ ଆମ୍ବେଦକରଙ୍କ ପ୍ରତି ଅସମ୍ମାନଜନକ ମନ୍ତବ୍ୟ ଦେଇଥିବାରୁ କଂଗ୍ରେସ ଏହାର ଦୃଢ଼ ନିନ୍ଦା କରିବା ସହିତ କ୍ଷୋଭ ପ୍ରକାଶ କରିଛି। ଅଖିଳ ଭାରତ କଂଗ୍ରେସ କମିଟି ନିର୍ଦ୍ଦେଶକ୍ରମେ ଅନୁସୂଚିତ ଜାତି,…

Continue reading