ପ୍ରଧାନଶିକ୍ଷକଙ୍କୁ ୪ ବର୍ଷ ଜେଲ୍
ବାଲିଗୁଡ଼ା : କନ୍ଧମାଳ ଜିଲା ଫୁଲବାଣୀ ଭିଜିଲାନ୍ସ ଜଜ୍ ଏକ ଦୁର୍ନୀତି ଓ ଅର୍ଥ ଆତ୍ମସାତ ମାମଲାର ସାକ୍ଷ୍ୟ ପ୍ରମାଣକୁ ଭିତ୍ତିକରି ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ଡୁକୁଲାମିଲା ନୂତନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଭୂନନ୍ଦନ କେଶରୀ ନାୟକଙ୍କୁ ୪ ବର୍ଷ…














