ମର୍ମନ୍ତୁଦ ସଡ଼କ ଦୁର୍ଘଟଣା :୨ ମୃତ
ବାଲେଶ୍ୱର : ବାଲେଶ୍ୱର ସଦର ଥାନା ଗୁଜୁରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର…
ବାଲେଶ୍ୱର : ବାଲେଶ୍ୱର ସଦର ଥାନା ଗୁଜୁରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ଟି ଭାରସାମ୍ୟ ହରାଇ କଲଭର୍ଟରେ ପିଟି ହେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର…
ସୁବର୍ଣ୍ଣପୁର: ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ୟ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି…
ଭୁବନେଶ୍ୱର:ରାଜ୍ୟରେ ଆଜିଠୁ ଖୋଲିଲା ଧାନମଣ୍ଡି । ଆଜିଠାରୁ ଖରିଫ ଧାନ ମଣ୍ଡି ଖୋଲିଛନ୍ତି ରାଜ୍ୟ ସରକାର। ତେବେ ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ…
ଜଗତସିଂହପୁର: ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ ଶିରସ୍ତା ଗାଁରେ ୨ଜଣ ବ୍ୟକ୍ତିଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଖାଦ୍ୟ କିମ୍ବା ପାନୀୟରେ ବିଷକ୍ରିୟା ଯୋଗୁ ଉଭୟଙ୍କ ମୃତ୍ୟୁ ହୋଇଥିବା ସନ୍ଦେହ କରାଯାଉଛି। ମୃତକ ଦ୍ୱୟ ହେଲେ ସିରସ୍ତା ଗାଁର ବିଭୂତି ସାମଲ…
ଭୁବନେଶ୍ୱର: ୨୦୧୩ ବ୍ୟାଚ୍ ଓଡ଼ିଶା କ୍ୟାଡ଼ରର ଆଇପିଏସ୍ ଅନୁପମା ଜେମସଙ୍କୁ କେନ୍ଦ୍ରରେ ନିଯୁକ୍ତି ମିଳିଛି । ସେ ଏନଆଇଏ(ନ୍ୟାସନାଲ ଇନଭେଷ୍ଟିଗେସନ୍ ଏଜେନ୍ସୀ)ର ଏସପି ଭାବେ ୫ବର୍ଷ ପାଇଁ କାର୍ୟ୍ୟ କରିବେ । ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…
ଭୁବନେଶ୍ୱର: କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍। ଖୁବଶୀଘ୍ର ୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ଅଧ୍ୟକ୍ଷା ତଥା ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏବେ କ୍ୟାପିଟାଲ…
ଭୁବନେଶ୍ୱର: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। କ୍ରମେ ଘନୀଭୂତ ହୋଇ ୨୩ ତାରିଖରେ ଲଘୁଚାପ ରୂପ ନେବ। ପରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି…
ଭୁବନେଶ୍ୱର : ଡିସେମ୍ବର ପହିଲାରୁ ସାମୁଦ୍ରିକ ବେଳାଭୂମି ଏବଂ ଜଙ୍ଗଲ ପରିବେଶପୂର୍ଣ୍ଣ ପ୍ରାକୃତିକ ସୌନ୍ଦର୍ୟ୍ୟସ୍ଥଳରେ ଜମିବ ଇକୋରିଟ୍ରିଟ। ଚଳିତ ବର୍ଷ ମଧ୍ୟବିତ୍ତ ପର୍ୟ୍ୟଟକଙ୍କୁ ସୁହାଇବା ଭଳି ଏବର୍ଷ ଇକୋରିଟ୍ରିଟ୍ରେ ବୁକିଂ ଶୁଳ୍କରେ ପରିବର୍ତ୍ତନ କରାଯାଇଛି। କୋଣାର୍କ ଇକୋରିଟ୍ରିଟ୍ରେ ୭୦ଟି ବିଳାସପୂର୍ଣ୍ଣ ଟେଣ୍ଟ…
ଭୁବନେଶ୍ୱର : ହୋଟେଲରୁ ଜଣେ ୧୧ ବର୍ଷର ଶିଶୁ ଶ୍ରମିକକୁ ଚନ୍ଦ୍ରଶେଖରପୁର ଥାନା ପୁଲିସ ସହଯୋଗରେ ଉଦ୍ଧାର କରିଛି ରୁଚିକା ଚାଇଲ୍ଡ ଲାଇନ ଟିମ୍ । ପରେ ଶିଶୁ କଲ୍ୟାଣ ସମିତି ନିକଟରେ ଉପସ୍ଥିତ କରାଯାଇଥିଲା । ଶିଶୁ କଲ୍ୟାଣ ସମିତିର…
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଚାଲିଛି ୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୪। ଏହି ମେଳାରେ ଓଡ଼ିଶାର ମିଶନ ଶକ୍ତି ମହିଳାମାନଙ୍କ ହାତ ତିଆରି ବିଭିନ୍ନ ଉତ୍ପାଦର ବିଶେଷ ଚାହିଦା ରହିଛି। କନ୍ଧମାଳ ହଳଦୀ ସହିତ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟରୁ…