ବାଲିଯାତ୍ରା ଖାଦ୍ୟ ଷ୍ଟଲ୍ ଉପରେ ଚଢଉ
କଟକ: କଟକ ବାଲିଯାତ୍ରା ପଡ଼ିଆରେ ରେଡ୍। କଟକ ମହାନଗର ନିଗମର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭିନ୍ନ ଖାଦ୍ୟ ଷ୍ଟଲ୍ ମାନଙ୍କରେ ଚଢାଉ କରାଯାଇଛି। ବିଶେଷ କରି ବାସୀ ଖାଦ୍ୟ ରାସାୟନିକ ରଙ୍ଗ, ଅସ୍ୱାସ୍ଥ୍ୟକର ପରିବେଶ ଓ ନିମ୍ନ ମାନର ତେଲକୁ…
କଟକ: କଟକ ବାଲିଯାତ୍ରା ପଡ଼ିଆରେ ରେଡ୍। କଟକ ମହାନଗର ନିଗମର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭିନ୍ନ ଖାଦ୍ୟ ଷ୍ଟଲ୍ ମାନଙ୍କରେ ଚଢାଉ କରାଯାଇଛି। ବିଶେଷ କରି ବାସୀ ଖାଦ୍ୟ ରାସାୟନିକ ରଙ୍ଗ, ଅସ୍ୱାସ୍ଥ୍ୟକର ପରିବେଶ ଓ ନିମ୍ନ ମାନର ତେଲକୁ…
ଭୁବନେଶ୍ୱର: ରାସ୍ତା ନିର୍ମାଣରେ ନୂଆ ନୀତି ଆସିବ। ଏନେଇ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଗାମୀ ୫୦ ବର୍ଷକୁ ଦୃଷ୍ଟିରେ ରଖି ନୀତି ପ୍ରଣୟନ ପାଇଁ ଗୁରୁତ୍ୱ ଦିଆଯାଉଛି। ପୁରୁଣା ରାସ୍ତା ମରାମତି…
ଭୁବନେଶ୍ୱର: ‘ଜାତୀୟ ସାମ୍ବାଦିକ କଲ୍ୟାଣ ବୋର୍ଡ’ ପକ୍ଷରୁ ପାଳିତ ହୋଇଛି ଜାତୀୟ ପ୍ରେସ୍ ଦିବସ-୨୦୨୪ । ଜୟଦେବ ଭବନରେ ଆୟୋଜିତ ଏହି କାର୍ୟ୍ୟକ୍ରମରେ ଚଳିତବର୍ଷ ରାଜ୍ୟର ୩୩ ଜଣ ବରିଷ୍ଠ ସାମ୍ବାଦିକଙ୍କୁ ରାଜ୍ୟ ସରକାର ପେନ୍ସନ୍ ପ୍ରଦାନ କରିଛନ୍ତି । ସେହିପରି…
ଭୁବନେଶ୍ଵର : ଶ୍ରୀଜଗନ୍ନାଥଙ୍କ ଜମିକୁ ବେଆଇନ ବିକ୍ରି ପ୍ରସଙ୍ଗ। ପ୍ରତିକ୍ରିୟା ରଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ଶ୍ରୀଜଗନ୍ନାଥଙ୍କ ଜମିକୁ ବେଆଇନ ବିକ୍ରି ହୋଇଥିଲେ କଠୋର କାର୍ୟ୍ୟାନୁଷ୍ଠାନ ହେବ। କ୍ରେତା ବିକ୍ରେତା ଓ ସମ୍ପୃକ୍ତ ସବ୍-ରେଜିଷ୍ଟାରଙ୍କ ବିରୁଦ୍ଧରେ…
ଭୁବନେଶ୍ୱର: ଗତ ୨ଦିନ ହେବ ପାରଦ ତଳମୁହାଁ ହୋଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇଛି। ଶନିବାର ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୧.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ପ୍ରାୟ ୩୦ ସ୍ଥାନରେ ପାରଦ ୨୦…
ଭୁବନେଶ୍ବର : ରାଜ୍ୟର ୪୮ଟି ବନଖଣ୍ଡରେ ହାତୀ ଗଣନା ସରିଲା। ଏହାର ରିପୋର୍ଟ ଚଳିତ ମାସ ଶେଷ ସପ୍ତାହରେ ପ୍ରକାଶ କରିବାକୁ ବନ୍ୟପ୍ରାଣୀ ବିଭାଗ ଲକ୍ଷ୍ୟ ରଖିଛି।ନଭେମ୍ବର ୧୪ରୁ ୧୬ତାରିଖ ପର୍ୟ୍ୟନ୍ତ ତିନିଦିନ ଧରି ହାତୀ ଗଣନା କରାଯାଇଛି। ରାଜ୍ୟରେ କେତେ…
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଈ ଥାନା ଅଧୀନ ଟିକର ପଙ୍ଗା ଛକ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ସ୍ଥାନୀୟ ଥାନ ଅଞ୍ଚଳ ଯଦୁପୁରର ମନୋରଞ୍ଜନ…
ଭୁବନେଶ୍ୱର: ଜମୁଛି ଛାଡ଼ଖାଇ ବଜାର। କାର୍ତ୍ତିକ ପୂର୍ଣ୍ଣିମା ପରେ ଗତକାଲି ସଂକ୍ରାନ୍ତି ଯୋଗୁଁ ଫିକା ପଡ଼ିଥିଲା ଆମିଷ ବଜାର। ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି। ଗ୍ରାହକଙ୍କ…
ହିଂସା ପ୍ରଭାବିତ ମଣିପୁରରେ ପୁଣି ଜାରି ହେଲା କର୍ଫ୍ୟୁ। ଇମ୍ଫାଲ ୱେଷ୍ଟ ଏବଂ ଇମ୍ଫାଲ ଇଷ୍ଟରେ କର୍ଫ୍ୟୁ ଲାଗୁ କରାଯିବା ସହିତ ସାତଟି ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ କରିଦିଆଯାଇଛି। ମେତେଇ ସମ୍ପ୍ରଦାୟର ୬ ଜଣଙ୍କୁ ଅପହରଣ ଓ ପରେ ସେମାନଙ୍କ…
ପ୍ୟାଣ୍ଟସାର୍ଟ ପିନ୍ଧି ଏକ ଚୌକିରେ ବସିଥିବା ବାଳକକୁ ଦିଆଯାଉଛି ଭଗବାନ ଅନନ୍ତ ମାଧବଙ୍କ ଆଖ୍ୟା। ଏଥପାଇଁ ତାଙ୍କ ପାଦ ତଳେ ତୁଳସୀ ଓ ଫୁଲମାଳ ଲାଗି କରାଯାଉଛି। ଏଭଳି କିଛି ଫଟୋ ଏବେ ସୋଶାଲ୍ ମିଡିଆରେ ବେଶ୍ ଭାଇରାଲ୍ ହେଉଛି। ଏପରି…