ଆହୁରି ଖୋଲିବା ୨୮ଟି ଓମଫେଡ

ରାଜ୍ୟର ପ୍ରତି ପଞ୍ଚାୟତରେ ଖୋଲିବ କ୍ଷୀର ଧାରା କେନ୍ଦ୍ର। ଚାଷୀମାନେ ସେଠାରେ କ୍ଷୀର ବିକ୍ରି କରିପାରିବେ। ଓମ୍‌ଫେଡ୍ ସମୀକ୍ଷା ବୈଠକ ପରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ସୂଚନା ଦେଇଛନ୍ତି। ଶ୍ରୀ ମଲ୍ଲିକ କହିଛନ୍ତି, ଲୋକଙ୍କ…

Continue reading
ଓଡ଼ିଶାର ଦୁଗ୍ଧ ଚାଷୀଙ୍କ ଆକାଉଣ୍ଟକୁ ପଠାଯିବ ଟଙ୍କା

ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାର୍ ଦୁଗ୍ଧ ଚାଷୀଙ୍କ ପାଇଁ ଡିବିଟି ଲାଗୁ କରାଯିବ । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅନ୍ୟ ରାଜ୍ୟ ଭଳି ଓଡ଼ିଶାର ଦୁଗ୍ଧ…

Continue reading
ଖୋଲିବ ଓମଫେଡର ୩ ନୂଆ ଡାଏରୀ ପ୍ଲାଣ୍ଟ

ଭୁବନେଶ୍ୱର: ଖୁବଶୀଘ୍ର ମାର୍କେଟକୁ ଆସିବ ଓମଫେଡ ପାଣି ଓ ଚକଲେଟ । ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି । ଏହାଛଡ଼ା ଖୋଲିବ ଓମଫେଡର ୩ ନୂଆ ଡାଏରୀ ପ୍ଲାଣ୍ଟ । ସମ୍ବଲପୁର,…

Continue reading
ଭୁବନେଶ୍ଵରରେ ଶିଶୁକୁ ଦୁଷ୍କର୍ମ

ଭୁବନେଶ୍ଵର: ରାଜଧାନୀର ଲିଙ୍ଗରାଜ ଥାନା ଅଞ୍ଚଳରେ ଜଣେ ୭ ବର୍ଷୀୟା ଶିଶୁକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସକାଳେ ସ୍ଥାନୀୟ ଏକ ହନୁମାନ ମନ୍ଦିର ନିକଟରୁ ଶିଶୁକୁ କ୍ଷତାକ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ପାରିପାର୍ଶ୍ବିକ ପରିସ୍ଥିତିରୁ ଶିଶୁଟିକୁ ଦୁଷ୍କର୍ମ କରାଯାଇଥିବା…

Continue reading
ଖତ ଗଦାରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

ଭୋଗରାଇ: ହାଇଦ୍ରାବାଦର ଏକ କମ୍ପାନୀରୁ ଚୋରି ହୋଇଥିଲା ୨୧ ଲକ୍ଷ ଟଙ୍କା । ଚୋରି କରି ଶଳା ହାତରେ ଟଙ୍କା ପଠାଇଥିଲା ଭିଣୋଇ । ଟଙ୍କାକୁ ଖତଗଦାରେ ଲୁଚାଇ ରଖିଥିଲା ଶଳା । ଛାନଭିନ କରି କମର୍ଦ୍ଦା ଥାନା ବଡ଼ମଣ୍ଡାରୁଣି ଗାଁରେ…

Continue reading
ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’

ଶିମିଳିପାଳ: ଶିମିଳିପାଳର ସଫ୍ଟ ଏନକ୍ଲୋଜରରେ ପ୍ରଥମ ଶିକାର କଲା ବାଘୁଣୀ ‘ଜିନତ୍’। ଗତକାଲି ରାତି ପ୍ରାୟ ୧୦ଟା ସମୟରେ ଏନକ୍ଲୋଜରରେ ଏକ ଘୁଷୁରିକୁ ଶିକାର କରି ଖାଇଛି। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ‘ଜିନତ୍ ‘ର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ସୂଚନା ମିଳିଛି।…

Continue reading
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ

ପାରାଦୀପର:ପାରାଦୀପର ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଲେ ଯୁବକ। ତେବେ ଯୁବକ ଜଣଙ୍କ କିଏ ତାହା ଜଣାପଡ଼ି ନାହିଁ। ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକେ ଯୁବକ ଜଣଙ୍କ ଭାସୁଥିବା ଦେଖି…

Continue reading
ଭୁବନେଶ୍ୱରରୁ ଆଉ ୫ ସହରକୁ ସିଧାସଳଖ ବିମାନ ସେବା

ଭୁବନେଶ୍ୱର: ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନବନ୍ଦରରୁ ଦେଶର ଅଧିକ ସହରକୁ ସିଧାସଳଖ ବିମାନ ସେବା ଉପଲବ୍ଧ ହେବ । ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଆଉ ୫ଟି ସହରକୁ ଓ ଝାରସୁଗୁଡ଼ାସ୍ଥିତ ବୀରସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆଉ…

Continue reading
୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ୬ ଦିନିଆ ସିଙ୍ଗାପୁର ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ଓ ବରିଷ୍ଠ ପ୍ରତିନିଧି ମଣ୍ଡଳୀ ।ସିଙ୍ଗାପୁର ଯିବା ଆଗରୁ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହାପ୍ରଭୁଙ୍କ ଜଗନ୍ନାଥଙ୍କ ଆର୍ଶୀବାଦରେ ଓ ପ୍ରଧାନମନ୍ତ୍ରୀଙ୍କ ମାର୍ଗ ଦର୍ଶନରେ ବରିଷ୍ଠ ପ୍ରତିନିଧି ମଣ୍ଡଳି ସହିତ…

Continue reading
ଆଜିଠୁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭିଡ଼ କମିଥିବାରୁ ଆଜିଠୁ ପୁଣି ଭକ୍ତଙ୍କ ପାଇଁ ଖୋଲିଛି ଶ୍ରୀମନ୍ଦିର ୪ଦ୍ୱାର। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ…

Continue reading