ନନ୍ଦନକାନନ:ପର୍ୟ୍ୟଟକଙ୍କ ଆକର୍ଷଣ ସାଜିବେ ଦେଶ ବିଦେଶର ବିଭିନ୍ନ ପ୍ରଜାତିର ମାଙ୍କଡ଼

ଭୁବନେଶ୍ବର: ନନ୍ଦନକାନନରେ ସ୍ବତନ୍ତ୍ର ଭାବରେ କରାଯାଇଛି ‘ବାନରଙ୍କ ଦୁନିଆ’ । ପର୍ୟ୍ୟଟକଙ୍କ ଆକର୍ଷଣ ସାଜିବେ ଦେଶ ବିଦେଶର ବିଭିନ୍ନ ପ୍ରଜାତିର ମାଙ୍କଡ଼ । ଗୋଟିଏ ସ୍ଥାନରେ ପର୍ୟ୍ୟଟକମାନେ ବିଭିନ୍ନ ପ୍ରଜାତିର ମାଙ୍କଡ଼ଙ୍କୁ ଦେଖିବାକୁ ପାଇବେ । ପର୍ୟ୍ୟଟକଙ୍କ ପାଇଁ ଏଭଳି ନିଆରା…

Continue reading
ପାଗଳ ଷଣ୍ଢ ଆକ୍ରମଣରେ ବୃଦ୍ଧ ମୃତ

କଟକ : କଟକ ବିଡ଼ାନାସୀ ଥାନା ଭୁଆସୁଣୀ ପଠାରେ ଷଣ୍ଢଙ୍କ ଉତ୍ପାତ। ପାଗଳ ଷଣ୍ଢ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ବିଡାନାସୀ ଅଞ୍ଚଳର ହୋଇଥିବା ସୂଚନା ମିଳିଛି। ସିଏମ୍‌ସି ପକ୍ଷରୁ ଷଣ୍ଢକୁ କାବୁ କରାଯାଇଛି। ସୂଚନାନୁଯାୟୀ, ସୋମବାର…

Continue reading
ହ୍ରାସ ପାଇଛି ରାତି ତାପମାତ୍ରା

ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଅଞ୍ଚଳରେ ରାତି ତାପମାତ୍ରା ହ୍ରାସ ପାଇଛି। ୧୧ ସ୍ଥାନରେ ପାରଦ ୨୦ଡିଗ୍ରୀ ତଳେ ରେକର୍ଡ ହୋଇଛି। ପାହାଡିଆ ଅଞ୍ଚଳ ମଧ୍ୟରେ ସେମିଳିଗୁଡାରେ ସର୍ବନିମ୍ନ ତାପମାତ୍ରା ୧୩.୫ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ସମତଳ ଅଞ୍ଚଳ ମଧ୍ୟରେ…

Continue reading
ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ଆଠଗଡ: ଆଜି କାର୍ତ୍ତିକ ମାସର ଶେଷ ସୋମବାର। ଆଶୁତୋଷ ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର।ଏଥିପାଇଁ କଟକ ଆଠଗଡସ୍ଥିତ ବାବା ଧବଳେଶ୍ୱର ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଶୃଙ୍ଖଳିତ ଦର୍ଶନ ଲାଗି ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଆଜି ଠାରୁ…

Continue reading
ବଦଳିଲା ନର୍ସଙ୍କ ୟୁନିଫର୍ମ

ଭୁବନେଶ୍ବର : ରାଜ୍ୟରେ କାର୍ୟ୍ୟରତ ନର୍ସଙ୍କ ଡ୍ରେସ୍‌ କୋଡ୍‌ ପରିବର୍ତ୍ତନ କରାଯାଇଛି। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି।ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଅଧୀନରେ କାର୍ୟ୍ୟରତ ନର୍ସଙ୍କ ୟୁନିଫର୍ମ କରିବର୍ତ୍ତନ ହୋଇଛି। ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ସହ ଆଲୋଚନା ପରେ…

Continue reading
‘ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ’

ଭୁବନେଶ୍ୱର: ମାର୍ଗଶିର ମାସ ମାଣବସା ଗୁରୁବାରରେ ମାଆ ଲକ୍ଷ୍ମୀଙ୍କୁ ଲାଗି ହେଉ ମାଣ୍ଡିଆ ଭୋଗ। ମା’ ଲକ୍ଷ୍ମୀଙ୍କୁ ମାଣ୍ଡିଆ ପ୍ରସାଦ ଅର୍ପଣ କରି ସମସ୍ତଙ୍କୁ ପରଷିବା ପାଇଁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।  ମାଣ୍ଡିଆ ଦିବସ ଅବସରରେ ଲୋକସେବା…

Continue reading
ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ଆଜି ଝାଡ଼ଖଣ୍ଡ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଝାଡ଼ଖଣ୍ଡରେ ହେବାକୁ ନିର୍ବାଚନ ଲାଗି ପ୍ରଚାର କରିବେ। ଦଳୀୟ ପ୍ରଚାରର ମଙ୍ଗ ଧରିବା ସହ ବିଜେପି ପ୍ରାର୍ଥୀଙ୍କ ଲାଗି ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ। ଝାଡ଼ଖଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ମାରାଥନ୍ ସଭା ଓ ରୋଡ୍…

Continue reading
ପୁଣି ମାତିଲେ ଲୁଟେରା:ନେଇଗଲେ ୨୦ ଭରି ସୁନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ମାତିଲେ ଲୁଟେରା। ଘରର ଝରକା ତାଡ଼ି ଘରେ ପଶି କଳାକନା ବୁଲାଇଦେଲେ। ୨୦ଭରି ସୁନାଗହଣା ସହ ଟଙ୍କା ଲୁଟି ନେଇଯାଇଥିବା ଇନଫୋସିଟି ଥାନାରେ ଅଭିଯୋଗ ହୋଇଛି।ଗତକାଲି ରାତିରେ ଲୁଟେରାମାନେ ଇନଫୋସିଟି ଥାନା ଅନ୍ତର୍ଗତ ଶ୍ରୀ ଗଣେଶ…

Continue reading
୨୪ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୨୪ ତାରିଖରେ ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଆସନ୍ତା ୨୪ ତାରିଖ ଦିନ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ…

Continue reading
ଶିକ୍ଷାନୁଷ୍ଠାନଗୁଡିକରେ ହେବ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର: ଛାତ୍ରୀଛାତ୍ର, ଅଭିଭାବକ ତଥା ଶୈକ୍ଷିକ ସମାଜର ଆଗ୍ରହକ୍ରମେ ତଥା ଉଚ୍ଚଶିକ୍ଷା ବିଭାଗ ଅଧୀନ ଶିକ୍ଷାନୁଷ୍ଠାନଗୁଡିକରେ ଖାଲିଥିବା ୭୮,୦୬୦ ସିଟ୍‌ରେ ସ୍ପଟ୍‌ ଆଡ୍‌ମିଶନ ହେବ। ସ୍ନାତକ (ୟୁଜି), ସ୍ନାତକୋତ୍ତର (ପିଜି) ଏବଂ ଦୁଇ ବର୍ଷିଆ ବି.ଏଡ୍‌/ ଏମ୍‌.ଏଡ୍‌ ପାଠ୍ୟକ୍ରମ ନିମନ୍ତେ ସାମ୍ସ…

Continue reading