କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ:୬ ଗିରଫ

କଟକ: ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରଯାଇଥିବା ଅଭିଯୋଗ ହୋଇଛି।  ଛାତ୍ରୀଙ୍କ ବୟଫ୍ରେଣ୍ଡ୍ ଓ ତା’ସାଙ୍ଗ ମାନେ ମିଶି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଛାତ୍ରୀଙ୍କ ଆପତ୍ତିଜନକ ଭିଡିଓ ଉଠାଇ ବ୍ଲାକମେଲ କରିବା ସହ ବାରମ୍ବାର ଦୁଷ୍କର୍ମ କରିଥିବା ଥାନାରେ ଅଭିଯୋଗ…

Continue reading
ରାସନ କାର୍ଡ ହିତାଧିକାରୀଙ୍କୁ ଏବେ ମିଳିବନି ଗହମ

ଭୁବନେଶ୍ୱର:  ରାସନ କାର୍ଡ ହିତାଧିକାରୀଙ୍କୁ ଏବେ  ମିଳିବନି ଗହମ । ନୂଆବର୍ଷ ପୂର୍ବରୁ  ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ଗହମ  ମିଳିବାର ସମ୍ଭାବନା ନାହିଁ । ଆସନ୍ତା  ଡିସେମ୍ବର ପର୍ୟ୍ୟନ୍ତ ହିତାଧିକାରୀଙ୍କୁ  କେବଳ ଚାଉଳ ଦେବାକୁ ସରକାର ଘୋଷଣା କରିଛନ୍ତି । ଅର୍ଥାତ୍‌…

Continue reading
ଅଙ୍ଗନବାଡ଼ି କର୍ମୀଙ୍କୁ ବୀଭତ୍ସ ହତ୍ୟା

ସୁନ୍ଦରଗଡ଼: ବିବାହ କରିବାକୁ ରାଜି ନ ହେବାରୁ ରାସ୍ତାରେ ଏକାକି ଦେଖି ଫାର୍ସାରେ ହାଣି ମାରିଦେଲା । ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଅନ୍ତର୍ଗତ ପୂର୍ଣ୍ଣା ଗ୍ରାମର ଅଙ୍ଗନବାଡ଼ି  କର୍ମୀ ଦିବ୍ୟାଭାରତୀ ଅଢ଼ା (୨୩)ଙ୍କୁ ବୁଧବାର ମଧ୍ୟାହ୍ନରେ  ବୀଭତ୍ସ ଭାବେ ହତ୍ୟା…

Continue reading
କଳାଧନର କୁବେର ଇଡକୋର ଜୁନିୟର  ମ୍ୟାନେଜର

ଭୁବନେଶ୍ୱର : ଇଡକୋର ଜୁନିୟର  ମ୍ୟାନେଜର ବିଜୟ କୁମାର ଉଦୟସିଂହ  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  କଳାଧନର କୁବେର ବାବୁ ବିଜୟ ବୁଧବାର  ଭିଜିଲାନ୍ସ ପଞ୍ଝାରେ ପଡ଼ିଛନ୍ତି । ତାଙ୍କ ଅଫିସ୍‌,  ଖୋର୍ଦ୍ଧା ଜଙ୍କିଆରେ ଥିବା ପୈତୃକ ଘର,  ପୁରୀରେ…

Continue reading
ହାଇୱା ଧକ୍କାରେ ବାପା ମୃତ, ଝିଅ ଗୁରୁତର

ସୁନ୍ଦରଗଡ: ଝିଅକୁ ସ୍କୁଲ ଛାଡିବାକୁ ଯାଉଥିବା ବେଳେ ଅଘଟଣ । ବାଇକ୍‌କୁ ଧକ୍କା ଦେଲା ହାଇୱା । ଦୁର୍ଘଟଣାରେ ବାପା ପ୍ରାଣ ହରାଇ ଥିବା ବେଳେ ଝିଅ ଗୁରୁତର ହୋଇଛି । ସୁନ୍ଦରଗଡ ପାରିଜାତ ଛକରେ ଏଭଳି ଦୁର୍ଘଟଣା ଘଟିଛି ।…

Continue reading
ଜିଲ୍ଲାକୁ ଗଲା ୪୨୩ କୋଟି ଟଙ୍କାର ବାତ୍ୟା ସହାୟତା ରାଶି

ଭୁବନେଶ୍ବର: ସାମୁଦ୍ରିକ ବାତ୍ୟା ‘ଦାନା’ ଯୋଗୁଁ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ମିଳିବ। ରାଜ୍ୟ ସରକାର ଏଥି ପାଇଁ ଜିଲ୍ଲାମାନଙ୍କୁ କ୍ଷତିପୂରଣ ସହାୟତା ପଠାଇଛନ୍ତି। ପ୍ରାଥମିକ ପର୍ୟ୍ୟାୟରେ ମୋଟ ୪୨୩ କୋଟି ଟଙ୍କାର ସହାୟତା ରାଶି ପଠାଇଛନ୍ତି। ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା…

Continue reading
‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ ଖୁବ୍‌ ଶୀଘ୍ର କାର୍ୟ୍ୟକାରୀ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ଲୋକସେବା ଭବନରେ ପ୍ରାଥମିକ ଶିକ୍ଷାର ଉନ୍ନତିକରଣ ପାଇଁ ବିଭିନ୍ନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରିଛନ୍ତି। ବୈଠକରୁ ଜଣାଯାଇଛି ଯେ, ରାଜ୍ୟରେ ଖୁବ୍ ଶୀଘ୍ର ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା’ର ଶୁଭାରମ୍ଭ କରାଯିବ।…

Continue reading
୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍‌। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍‌ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ। ମେଟ୍ରୋ ରେଳ…

Continue reading
ଡିସେମ୍ବର ୧୫ରେ ଓଏଏସ୍ ପ୍ରିଲିମ

ଭୁବନେଶ୍ୱର:  ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ  ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା । ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ…

Continue reading
ମୋ’ ବସ୍‌ର ସ୍ପିଡ୍‌ ଲିମିଟ୍‌ ୪୦ରୁ ଅଧିକ ରହିବ ନାହିଁ

ଭୁବନେଶ୍ୱର:  ସହର ଭିତରେ ବୁଲୁଥିବା ମୋ’ ବସ୍‌ର ସ୍ପିଡ୍‌ ଲିମିଟ୍‌ ୪୦ରୁ ଅଧିକ ରହିବ ନାହିଁ। ଯେଉଁ ବସ୍‌ ଗୁଡ଼ିକ ବାହାରକୁ ଯାଉଛି, ତାହାର ସ୍ପିଡ୍‌ ୫୦ ରହିବ। ଏହି ନିର୍ଦ୍ଦେଶକୁ ଯଥାଶୀଘ୍ର ଲାଗୁ କରିବା ପାଇଁ କୁହାଯାଇଛି। ଏନେଇ ସୂଚନା…

Continue reading