ଆସୁଛି ଗାଇଡଲାଇନ୍:ଯାତ୍ରା ପେଣ୍ଡାଲରେ ଅଶ୍ଳୀଳତାକୁ ନା
ଭୁବନେଶ୍ୱର ଯାତ୍ରା ମଞ୍ଚରେ ମନୋରଞ୍ଜନ ଆଳରେ ଆଉ ହୋଇପାରିବନି ଅଶ୍ଳୀଳତା ପ୍ରଦର୍ଶନ । ଖୁବଶୀଘ୍ର ଆସିବାକୁ ଯାଉଛି ଏହା ସମ୍ପର୍କିତ ଏକ ଗାଇଡଲାଇନ୍ । ସରକାର ଏହି ପ୍ରସଙ୍ଗରେ ଚିନ୍ତା କରୁଛନ୍ତି ଓ ଖୁବଶୀଘ୍ର ଏକ ନିର୍ଦ୍ଦେଶାବଳୀ ଆଣିବାକୁ ଯାଉଛନ୍ତି ।…















