ଆସନ୍ତାକାଲି ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା

ଭୁବନେଶ୍ୱର: ଆସନ୍ତା ୨୯ରେ ଓଡ଼ିଶାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା। ଭିଡିଓ କନଫରେନସିଂ ମାଧ୍ୟମରେ ଯୋଡି ହୋଇ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ନିକଟରେ ସରକାର ୭୦ ବର୍ଷରୁ…

Continue reading
ଶିମିଳିପାଳରେ ଛଡ଼ାଯାଇଛି ମହାରାଷ୍ଟ୍ର ମହାବଳ

ଭୁବନେଶ୍ୱର: ରାଜ୍ୟରେ ବାଘର ବଂଶ ବିସ୍ତାର ପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ସରକାର। ଏଥିପାଇଁ ମହାରାଷ୍ଟ୍ରରୁ ଏକ ମହାବଳ ବାଘ ଆଣି ମୟୁରଭଞ୍ଜର ଶିମିଳିପାଳରେ ଛଡ଼ାଯାଇଛି। ମହାରାଷ୍ଟ୍ର ତଡ଼ବା ଅନ୍ଧାରୀ ବ୍ୟାଘ୍ର ଅଭୟାରଣ୍ୟରୁ ଏହି ବାଘ ଅଣାଯାଇଛି। ଏକ ସ୍ବତନ୍ତ୍ର ଟିମ୍…

Continue reading
ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ୱର: ଖୁବଶୀଘ୍ର ମିଳିବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ବାକି ଥିବା ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ ।ପୂର୍ବରୁ ମୁଖ୍ୟମନ୍ତ୍ରୀ…

Continue reading
ନଭେମ୍ବର ୨ ସୁଦ୍ଧା କ୍ଷୟକ୍ଷତି ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ୟ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇ…

Continue reading
ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ବର : ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀ ଙ୍କ ଜନ ଅଭିଯୋଗ ଶୁଣାଣି । ବାତ୍ୟା ଦାନା ଓ ପରବର୍ତ୍ତୀ  ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ୟ୍ୟ କୁ ଦୃଷ୍ଟିରେ ରଖି ଆଜି  ଭୁବନେଶ୍ବର ୟୁନିଟ୍ -୫ ସ୍ଥିତ ମୁଖ୍ୟମନ୍ତ୍ରୀ ଙ୍କ ଅଭିଯୋଗ…

Continue reading
୨ ଗ୍ରାମବାସୀଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ସୁକୁମା ଜିଲ୍ଲାରେ ପୁଲିସ୍ ଇନଫର୍ମର ସନ୍ଦେହରେ ଦୁଇ ଗ୍ରାମବାସୀଙ୍କୁ ହତ୍ୟା କରିଛନ୍ତି ମାଓବାଦୀ। ସୁକୁମା ଜିଲ୍ଲା କୋଣ୍ଟା ଥାନା ଅଞ୍ଚଳର ଗଙ୍ଗରାଜପଦର ଗାଁରେ ମାଓବାଦୀମାନେ ଜଣଙ୍କୁ ଗଳା କାଟି ହତ୍ୟା କରି ମୃତଦେହ…

Continue reading
ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ

ଭୁବନେଶ୍ୱର:  ନଭେମ୍ବର ୧ରେ ଠପ୍ ହେବ ୧୦୮ ଆମ୍ବୁଲାନ୍ସ ସେବା । ରାଜରାସ୍ତାରେ ଗଡ଼ିବନି ୧୩ଶହ ଆମ୍ବୁଲାନ୍ସ। କାରଣ ରାଜ୍ୟବ୍ୟାପୀ କାର୍ୟ୍ୟବନ୍ଦ ରଖିବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ଆନ୍ଦୋଳନରେ ବସିବେ ୬ ହଜାରରୁ ଉର୍ଦ୍ଧ୍ୱ ଆମ୍ବୁଲାନ୍ସ କର୍ମଚାରୀ । ନୂତନ ଠିକା…

Continue reading
ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ ୯୫ ହଜାର ଲୋକ ସମ୍ପୂର୍ଣ୍ଣ ପ୍ରଭାବିତ: ରାଜସ୍ଵ ମନ୍ତ୍ରୀ

ଭୁବନେଶ୍ଵର: ବାତ୍ୟା ଦାନା ପ୍ରଭାବରେ ୧୪ ଜିଲ୍ଲା ର ପ୍ରାୟ ୧୦୮ ବ୍ଲକ ଅନ୍ତର୍ଗତ ୧୬୭୧ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ୩୧ଟି ସହରାଞ୍ଚଳର ୪୨୬ ଓ୍ବାର୍ଡ ବାସୀନ୍ଦା ମଧ୍ୟ ବାତ୍ୟା ଯୋଗୁଁ ପ୍ରଭାବିତ ହୋଇଛନ୍ତି। ବାତ୍ୟା ଯୋଗୁଁ ମୋଟ୍ ୩୫ ଲକ୍ଷ…

Continue reading
ଆଉ ୨ ଦିନ ଭିତରକନିକା ବନ୍ଦ

ରାଜନଗର: ବାତ୍ୟା  ‘ଦାନା’ ପ୍ରଭାବରେ ଭିତରକନିକା  ଜାତୀୟ ଉଦ୍ୟାନ କେତେକାଂଶରେ ପ୍ରଭାବିତ ହୋଇଛି । ଲଘୁଚାପ ଜନିତ ଲଗାଣ ବର୍ଷା ୪ ଦିନ ହେବ  ଲାଗି ରହିଛି । ବନ ବିଭାଗ ପକ୍ଷରୁ ବାତ୍ୟା ପାଇଁ ୨୩, ୨୪ ଓ ୨୫…

Continue reading
ଆତଙ୍କ ସୃଷ୍ଟି କରିଛି ସ୍କ୍ରବ୍‌ ଟାଇଫସ୍‌, ନେଲା ଆଉ ଜଣକ ଜୀବନ

ବରଗଡ଼: ବରଗଡ଼ ଜିଲ୍ଲାରେ ଆତଙ୍କ ସୃଷ୍ଟି କରିଛି ସ୍କ୍ରବ୍‌ ଟାଇଫସ୍‌ । ଜଙ୍ଗଲୀ ପୋକ ପୁଣି ଜଣକ ଜୀବନ ନେଇଛି । ଆକ୍ରାନ୍ତଙ୍କ ସଂଖ୍ୟା ଥମିବାର ନାଁ ନେଉନାହିଁ। ଦୁଇ ମାସରୁ ଊର୍ଦ୍ଧ୍ୱ ହେବ ଜିଲ୍ଲାର ସମସ୍ତ ୧୨ ବ୍ଲକରେ ଏହି…

Continue reading