ଯାଜପୁରରେ ପୁଣି ବ୍ୟାପିଲା ଡାଇରିଆ ୧୦ ଆକ୍ରାନ୍ତ ୧ମୃତ

ଯାଜପୁର,03।09:ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକରେ ଡାଇରିଆ ବ୍ୟାପିବାରେ ଲାଗିଛି । ଏଥିରେ ୧୦ ଜଣ ଆକ୍ରାନ୍ତ ହୋଇଥିଲେ । ସମେସ୍ତ ସୁସ୍ଥ ଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକ ଜଣକ ହେଉଛନ୍ତି ବଡଚଣା ବ୍ଲକ ସାଉଡିଆ…

Continue reading
ଟିକସ ସ୍ଲାବର ସଂଶୋଧନ ପାଇଁ ଆଜିଠାରୁ ଦୁଇ ଦିନିଆ ଜିଏସଟି ପରିଷଦ ବୈଠକ

ନୂଆଦିଲ୍ଲୀ,03/09: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ଜିଏସଟି ପରିଷଦ ଟିକସ ସ୍ଲାବର ସଂଶୋଧନ ଉପରେ ଆଲୋଚନା କରିବା ପାଇଁ ଆଜିଠାରୁ ଦୁଇ ଦିନିଆ ବୈଠକ ଆରମ୍ଭ ହେବ। କେନ୍ଦ୍ର ସରକାର ଅକ୍ଟୋବର ଆରମ୍ଭ ସୁଦ୍ଧା ସାମଗ୍ରୀ ଏବଂ ସେବା ଟିକସ…

Continue reading
ବାତିଲ୍‌ ହୋଇଥିବା ଆର୍‌ଆଇ ଓ ଆଇସିଡିଏସ୍‌ ସୁପରଭାଇଜର୍‌ ନିଯୁକ୍ତି ପାଇଁ ଅକ୍ଟୋବର ୮ରୁ ପ୍ରିଲିମିନାରୀ ପରୀକ୍ଷା

ଭୁବନେଶ୍ୱର,03/09: ବାତିଲ୍‌ ହୋଇଥିବା ଆର୍‌ଆଇ, ଏଆର୍‌ଆଇ, ଅମିନ ଓ ଆଇସିଡିଏସ୍‌ ସୁପରଭାଇଜର୍‌ ନିଯୁକ୍ତି ପାଇଁ ପ୍ରିଲିମିନାରୀ ପରୀକ୍ଷା ପୁଣିଥରେ ଅକ୍ଟୋବର ୮ ତାରିଖରୁ ଆରମ୍ଭ ହେବ। କମ୍ପ୍ୟୁଟର୍‌ ବେସଡ୍‌ ନିଯୁକ୍ତି ପରୀକ୍ଷା(ସିବିଆର୍‌ଇ) ମାଧ୍ୟମରେ ଆଶାୟୀମାନେ ପରୀକ୍ଷା ଦେବେ। ନଭେମ୍ବେର ତୃତୀୟ ସପ୍ତାହ…

Continue reading
ସାର୍ବଜନୀନ ଅଧିକାରର ସୁନିଶ୍ଚିତତା ଓ ଅନ୍ତର୍ଭୁକ୍ତୀକରଣ ସମାଜ ପାଇଁ ଓଡ଼ିଶା ସରକାରଙ୍କ ସହ ଟାଟା ଷ୍ଟିଲ ଫାଉଣ୍ଡେସନର ଏମଓୟୁ

ଭୁବନେଶ୍ୱର,01।09: ଭୁବନେଶ୍ୱରର ରେଳ ଅଡିଟୋରିଅମରେ ସ୍ୱାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଆୟୋଜିତ ରାଜ୍ୟସ୍ତରୀୟ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଟାଟା ଷ୍ଟିଲ ଫାଉଣ୍ଡେସନ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ (ଏଚଆଣ୍ଡୟୁଡିଡି) ସହିତ ଏକ…

Continue reading
୨୦୨୬ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, 31 August 2025: ୨୦୨୬ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ (Pothole-free) ଏବଂ ମୁକୁଳା ଡ୍ରେନ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଆଜି ସ୍ଥାନୀୟ ରେଲ୍ ଅଡିଟୋରିଅମ ରେ…

Continue reading
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଖରିଫ ୨୦୨୫ରେ ସାର ଯୋଗାଣ ସ୍ଥିତି ତ୍ୱରାନ୍ୱିତ

ଭୁବନେଶ୍ୱର- ୩୧/୦୮/୨୦୨୫: ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟକୁ ସାର ଯୋଗାଣସ୍ଥିତି ତ୍ୱରାନ୍ୱିତ କରାଯାଇଛି । ସରକାରୀ ତଥ୍ୟ ଅନୁଯାୟୀ ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ମହଜୁଦ ଅଛି । କିନ୍ତୁ ରାଜ୍ୟରେ ସାରର କୃତ୍ରିମ ଅଭାବ ଦର୍ଶାଇ ଚାଷୀ ଭାଇ…

Continue reading
ଦିବ୍ୟାଙ୍ଗ ହିତାଧିକାରୀମାନଙ୍କ ପାଇଁଁ ୨ ଲକ୍ଷ ୫୦ ହଜାର ଟଙ୍କା ବିବାହ ପ୍ରୋତ୍ସାହନ ରାଶି

ଭୁବନେଶ୍ୱର, ୩୧ ଅଗଷ୍ଟ, ୨୦୨୫: ଆଜି ଅପରାହ୍ଣ 5 ଘଟିକା ସମୟରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି ଅନୁସୂଚିତ ଜାତି ଉନ୍ନୟନ,ସଂଖ୍ୟା ଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ…

Continue reading
ପୌର ଦୁର୍ନୀତି ମାମଲା; ପୂର୍ବତନ ନିର୍ବାହୀ ଅଧିକାରୀ ନିଲମ୍ବିତ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ପୌର ପରିଷଦରେ ଆର୍ଥିକ ଅନିୟମିତତା ଘଟଣାରେ ପୂର୍ବତନ ନିର୍ବାହୀ ଅଧିକାରୀ (ଇଓ) ମଧୁସ୍ମିତା ସିଂ ନିଲମ୍ବିତ ହୋଇଛନ୍ତି । ଶନିବାର ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଛି ।…

Continue reading
ସଂସଦୀୟ କମିଟି ଲୋକତନ୍ତ୍ରର ଅନ୍ୟତମ ସ୍ତମ୍ଭ: ଓମ ବିର୍ଲା

ଭୁବନେଶ୍ୱର,୩୦/୦୮:ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭାର ବାଚସ୍ପତି ଶ୍ରୀ ଓମ ବିର୍ଲା ଭୁବନେଶର ଗସ୍ତ ରେ ଆସିଥିବା ବେଳେ…

Continue reading
ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷ ମାନଙ୍କ ଜାତୀୟ ସମ୍ମିଳନୀ ଉଦଯାପିତ

ଭୁବନେଶ୍ଵର,30/08:ଦେଶର ପ୍ରକୃତ ସମୃଦ୍ଧି ସଂଖ୍ୟା କିମ୍ବା ଭିତ୍ତିଭୂମିରେ ମପାଯାଏ ନାହିଁ ବରଂ ଏହାର ସବୁଠାରୁ ଅବହେଳିତ ସମ୍ପ୍ରଦାୟକୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦା ଏବଂ ସୁଯୋଗ ଦ୍ଵାରା ମପାଯାଏ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ଅଗଷ୍ଟ 30…

Continue reading