ଓଡ଼ିଶାରେ ୨ ଦିନିଆ ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ

ଭୁବନେଶ୍ୱର,29।08: ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ…

Continue reading
ହେଲେ ସୁପ୍ରିମକୋର୍ଟରେ ୨ନୂତନ ବିଚାରପତିଙ୍କୁ ନିଯୁକ୍ତିଦେଲେ ରାଷ୍ଟ୍ରପତି

ନୂଆଦିଲ୍ଳୀ,28।08: ସୁପ୍ରିମକୋର୍ଟରେ ଦୁଇ ନୂଆ ବିଚାରପତିଙ୍କୁ ବୁଧବାର ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ପଦୋନ୍ନତି ପୂର୍ବକ ସୁପ୍ରିମକୋର୍ଟରେ ନିଯୁକ୍ତି ପାଇଥିବା ଦୁଇ ବିଚାରପତି ହେଲେ ବମ୍ବେ ହାଇକୋର୍ଟର ମୁଖ୍ୟ ବିଚାରପତି ଆଲୋକ ଆରାଧେ ଓ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ବିପୁଲ ଏମ୍…

Continue reading
ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ ହୋଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ୧୧ଜଣ ବରିଷ୍ଠ ଅଧିକାରୀ ଏବଂ ପଞ୍ଜାୟତିରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ୫ଜଣ ବିଡିଓଙ୍କର ବଦଳି ହୋଇଛି। ଗୃହନିର୍ମାଣ ଓ ନଗର ଉନ୍ନୟନ…

Continue reading
ଧାମନଗରର ୧୨ଟି ପଞ୍ଚାୟତରେ ବନ୍ୟା ବିଭୀଷିକା ଜାରି

ଦୋବଲ,୨୫/୦୮: ଭଦ୍ରକ ଜିଲ୍ଲା ଧାମନଗରରେ ବନ୍ୟା ବିଭୀଷିକା ଜାରି ରହିଛି। ବୈତରଣୀ ଓ ଏହାର ଶାଖା ନଦୀ ଗେଙ୍ଗୁଟି, କୋଚିଳାରେ ବନ୍ୟା ଯୋଗୁଁ ବ୍ଲକର ୧୨ଟି ପଞ୍ଚାୟତ ପ୍ରଭାବିତ ହୋଇଛି। ଆନନ୍ଦପୁର, ଖଡ଼ିପଦା, ସୋହଡ଼ା, କରଦା, ଦଳାଙ୍ଗ, ପଧାନି, ଅର୍ଜୁନପୁର, ଭଟ୍ଟସାହି,…

Continue reading
ଦାଦନ ଶ୍ରମିକ ହ୍ରାସ ନେଇ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ତୃତୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର, ୨୫/୦୮:ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଆଜି ଲୋକସେବା ଭବନରେ ଦାଦନ ଶ୍ରମିକ ହ୍ରାସ ନେଇ ଗଠିତ ଉଚ୍ଚସ୍ତରୀୟ ଟାସ୍କଫୋର୍ସର ତୃତୀୟ ବୈଠକ ଅନୁଷ୍ଠିତ ହୋଇଛି । ପୂର୍ବ…

Continue reading
ଏମବିବିଏସ ପାଠ୍ୟକ୍ରମ ଫି ବୃଦ୍ଧି ନେଇ ଡିଏମ୍ଇଟିଙ୍କୁ ହାଇକୋର୍ଟ ନୋଟିସ୍

କଟକ,24/08: ରାଜ୍ୟର ଏକ ଘରୋଇ ମେଡିକାଲ କଲେଜରେ ଏମବିବିଏସ ପାଠ୍ୟକ୍ରମ ଫି ବୃଦ୍ଧି ନେଇ ଓଡ଼ିଶା ହାଇକୋର୍ଟ ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା (SDTE) ବିଭାଗର OJEE ସେଲ୍ ଏବଂ ଡାକ୍ତରୀ ଶିକ୍ଷା ଏବଂ ତାଲିମ (DMET) ନିର୍ଦ୍ଦେଶକଙ୍କୁ ନୋଟିସ୍…

Continue reading
କୃଷି ବଜେଟ ଅର୍ଥ ଖର୍ଚ୍ଚରେ ଦେଶରେ ନମ୍ବର ୧ ଓଡ଼ିଶା: କୃଷି ମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା କୃଷି ଓ ବୈଜ୍ଞାନିକ ବିଶ୍ୱବିଦ୍ୟାଳୟର ୬୪ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଯାଇଛି । ପ୍ରତିଷ୍ଠା ଦିବସରେ ଯୋଗଦେଇ କୃଷି ମନ୍ତ୍ରୀ କହିଛନ୍ତି ଯେ, କୃଷି ବଜେଟ ଅର୍ଥ ଖର୍ଚ୍ଚରେ ଦେଶରେ ନମ୍ବର ୧ ପାଲଟିଛି ଓଡ଼ିଶା । ଗତ…

Continue reading
ନିଜସ୍ଵ ଖର୍ଚ୍ଚରେ ରାସ୍ତା ମରାମତି କଲେ ଗ୍ରାମବାସୀ

ବୈପାରିଗୁଡ଼ା,24/08:କୋରାପୁଟଜିଲ୍ଲା ବୈପାରିଗୁଡା ବ୍ଲକର କୋଲାର ପଞ୍ଚାୟତରେ ଗ୍ରାମବାସୀ ନିଜସ୍ଵ ଖର୍ଚ୍ଚରେ ରାସ୍ତା ମରାମତି କରିଛନ୍ତି। ପ୍ରାୟ ଏକ କିଲୋମିଟର ରାସ୍ତା ଶୋଚନୀୟ ଅବସ୍ଥାରେ ଥିବାରୁ ଯାତାୟତ ସମୟରେ ୩ ଖଣ୍ଡ ଗ୍ରାମର ଗ୍ରାମବାସୀ ହଇରାଣ ହୋଇଥିଲେ। ରାସ୍ତା ମରାମତି ପାଇଁ ବହୁବାର…

Continue reading
ଜନଜାତି ପାଇଁ ଉଦ୍ଦିଷ୍ଟ ଯୋଜନାର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ: ରାଜ୍ୟପାଳ

ଭୁବନେଶ୍ୱର,୨୩/୦୮:ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ଯୋଜନାଗୁଡିକର କାର୍ଯ୍ୟକାରିତା ସମୟରେ ଅଧିକାରୀମାନେ ମାନବିକ ଓ ସହାନୁଭୂତିଶୀଳ ଆଭିମୁଖ୍ୟ ଗ୍ରହଣ କରନ୍ତୁ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ନିର୍ଦ୍ଦେଶ ଦେଇଛନ୍ତି I ଚଳିତ ଅଗଷ୍ଟ ୨୩ ତାରିଖ ଦିନ ରାଜଭବନର ନ୍ୟୁ ଅଭିଷେକ…

Continue reading
ଶ୍ରୀମନ୍ଦିର ପରିସରରେ ସ୍ତନ୍ୟପାନ ଗୃହ ଖୋଲିବ

ଭୁବନେଶ୍ୱର,23।08:ଖୁବଶୀଘ୍ର ଶ୍ରୀମନ୍ଦିର ପରିସରରେ ଖୋଲିବ ସ୍ତନ୍ୟପାନ ଗୃହ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ନିଷ୍ପତ୍ତି ହେବା ସହିତ ଯୋଜନା ପ୍ରସ୍ତୁତ କରାଯାଇଛି। ଏ ଦିଗରେ ତ୍ଵରିତ ପଦକ୍ଷେପ ନେବାକୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ…

Continue reading