ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରାବାସ ୱାର୍ଡେନଙ୍କ ନିମନ୍ତେ ଦକ୍ଷତା ବିକାଶ କର୍ମଶାଳାର ଆୟୋଜନ

ଭୁବନେଶ୍ୱର, ଅଗଷ୍ଟ ୧୯: ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଛାତ୍ରାବାସର ୱାର୍ଡେନଙ୍କ ନିମନ୍ତେ ଦକ୍ଷତା କର୍ମଶାଳାର ଆୟୋଜନ କରିଛି ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ବିଭାଗ ଅଧିନସ୍ଥ ଓଡ଼ିଶା ମଡେଲ୍ ଟ୍ରାଇବାଲ୍…

Continue reading
ଛଅ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର ବାଇପାସ୍‌କୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ଭୁବନେଶ୍ବର,19/08: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କେନ୍ଦ୍ର କ୍ୟାବିନେଟ୍‌ କମିଟି ବୈଠକରେ ଆଜି ୬ ଲେନ୍‌ ବିଶିଷ୍ଟ ଭୁବନେଶ୍ୱର ବାଇପାସ୍‌ ସଡ଼କ ପ୍ରକଳ୍ପକୁ ମଞ୍ଜୁର କରାଯାଇଛି । ୮୩୦୭.୭୪ କୋଟି ଟଙ୍କା ବ୍ୟୟରେ ୧୧୦.୮୭୫ କିଲୋମିଟର…

Continue reading
ଆୟବହିର୍ଭୂତ ସମ୍ପତ୍ତି ମାମଲା, ମୃତ ଅଧିକାରୀଙ୍କ ସ୍ତ୍ରୀଙ୍କ ସମ୍ପତ୍ତି ବାଜ୍ୟାପ୍ତ କରିବ ଭିଜିଲାନ୍ସ

ଭୁବନେଶ୍ବର,19/08: ଆୟବହିର୍ଭୂତ ସମ୍ପତ୍ତି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବନ ବିଭାଗର ପୂର୍ବତନ ଉପ ନିର୍ଦେଶକ ତଥା ମୃତ ବସନ୍ତ କୁମାର ପ୍ରଧାନଙ୍କ ପତ୍ନୀ ସ୍ବର୍ଣ୍ଣଲତା ପ୍ରଧାନଙ୍କ ନାଁରେ ଥିବା ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଭିଜିଲାନ୍ସ ପକ୍ଷରୁ…

Continue reading
ମୁଖ୍ୟମନ୍ତ୍ରୀଙ୍କୁ ଅନ୍ତରୀଣ ରିପୋର୍ଟ ପ୍ରଦାନ କଲେ ଷଷ୍ଠ ରାଜ୍ୟ ଅର୍ଥ କମିଶନ

ଭୁବନେଶ୍ୱର,19।08 : ଲୋକସେବା ଭବନରେ ଷଷ୍ଠ ରାଜ୍ୟ ଅର୍ଥ କମିସନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର ଅନ୍ତରୀଣ ରିପୋର୍ଟ ପ୍ରଦାନ କରିଛନ୍ତି । କମିିସନର ଅଧ୍ୟକ୍ଷ ଡ. ଅରୁଣ କୁମାର ପଣ୍ଡାଙ୍କ ନେତୃତ୍ବରେ କମିସନର ଅନ୍ୟ ସଦସ୍ୟଗଣ ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

Continue reading
ଇଣ୍ଡିଆନ ପୋର୍ଟସ୍ ବିଲ୍‌ ୨୦୨୫ ଗୃହୀତ

ନୂଆଦିଲ୍ଲୀ,19।08: ସୋମବାର ସଂସଦର ଅଧିବେଶନ ଆରମ୍ଭ ହୋଇଛି। ଅଧିବେଶନ ଆରମ୍ଭରେ ପୂର୍ବ ଦିନଗୁଡିକ ପରି ବିରୋଧୀ ସଦସ୍ୟମାନେ ବିହାର ଏସ୍‌ଆଇଆର ଓ ଭୋଟ ଚୋରି ଅଭିଯୋଗକୁ ନେଇ ଉଭୟ ଗୃହରେ ହୋହଲ୍ଲା କରିଥିଲେ। ରାଜ୍ୟସଭାରେ କଂଗ୍ରେସ ସଦସ୍ୟ ସୟଦ ନାସିର ହୁସେନ,…

Continue reading
ଟ୍ରମ୍ପ ଓ ଜେଲେନସ୍କିଙ୍କ ମଧ୍ୟରେ ଆଲୋଚନା, ରୁଷ୍ ଓ ୟୁକ୍ରେନ ଯୁଦ୍ଧ ବନ୍ଦ ଆଶା ବଢିଲା

ୱାଶିଂଟନ, 19/08:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ୟୁକ୍ରେନ ରାଷ୍ଟ୍ରପତି ଭୋଲଡୋମିର ଜେଲେନସ୍କିଙ୍କ ମଧ୍ୟରେ ସୋମବାର ରାତିରେ ହ୍ବାଇଟ ହାଉସ୍‌ର ଓଭାଲ ଅଫିସରେ ଉଚ୍ଚସ୍ତରୀୟ ଆଲୋଚନା ହୋଇଛି। ଆଲାସ୍କାରେ ଟ୍ରମ୍ପ ଓ ପୁଟିନଙ୍କ ମଧ୍ୟରେ ଆଲୋଚନା ହେବାର ଦୁଇଦିନ ପରେ ଟ୍ରମ୍ପ…

Continue reading
ସମ୍ବଲପୁରରେ ହେବ କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୮/୦୮: ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ କୃଷି ବିଶ୍ୱ ବିଦ୍ୟାଳୟ ପ୍ରସ୍ତାବ ସମ୍ବନ୍ଧୀୟ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ର କୃଷି…

Continue reading
ସହରାଞ୍ଚଳରେ ନାଗରିକ ସେବାରେ ପରିବର୍ତ୍ତନ ପାଇଁ ଆର.ଟି.ପି.ଏସ୍. ଅଧିନିୟମ ସମ୍ପର୍କରେ ବୈଠକ

ଭୁବନେଶ୍ବର, ୧୭।୮: “ନାଗରିକ-ପ୍ରଥମ” ଶାସନ ପ୍ରତି ପ୍ରତିବଦ୍ଧତାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଗୁରୁତ୍ଵ l ସହରାଞ୍ଚଳ ଶାସନ ଏବଂ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସୁଦୃଢ଼ କରିବା ଉପରେ ଧ୍ୟାନ ଦେଇ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ…

Continue reading
ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲାରେ ଅପେରସନ”ଗରୁଡ଼” ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୭/୦୮:- ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଅଗଷ୍ଟ ୧ ତାରିଖରୁ ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼” ଅଭିଯାନ ଆରମ୍ଭ ହୋଇଥିଲା । ଏହି ଅଭିଯାନର ଦ୍ଵିତୀୟ ସପ୍ତାହ ଅର୍ଥାତ…

Continue reading
ବଳଙ୍ଗା ପୀଡ଼ିତାଙ୍କ ବୟାନ ଭିଡିଓ ଭାଇରାଲ ଘଟଣାରେ ପ୍ରଭାତୀ ପରିଡାଙ୍କ ଇସ୍ତଫା ଦାବୀ କଲା ବିଜେଡି

ଭୁବନେଶ୍ୱର, ୧୭/୦୮/୨୦୨୫: ବଳଙ୍ଗା ପୀଡିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ରହିଛି ବୋଲି ପୀଡିତାଙ୍କ ବୟାନର ଭିଡିଓ ଆଜି ସାମାଜିକ ଗଣମାଧ୍ୟମରେ ଭାଇରାଲ ହେବା ପରେ ବିଜୁ ଜନତା ଦଳ ତୀବ୍ର ପ୍ରତିକ୍ରିୟା ଦେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି…

Continue reading