ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକମାନଙ୍କୁ ସିଧାସଳଖ ଭେଟି କରୁଛନ୍ତି ଆଲୋଚନା । ରାଜ୍ୟର ବିଭିନ୍ନ ସ୍ଥାନରୁ ୧ ହଜାର ଲୋକ କରିଛନ୍ତି ପଞ୍ଜୀକରଣ । ନିଜ ନିଜର ସମସ୍ୟାକୁ ନେଇ ବିଭିନ୍ନ…



