ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର,୦୮/୦୮ (ଗର୍ବିିତ ଓଡିଆ ବ୍ୟୁରୋ):ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ମାନ୍ୟବର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର , ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର…

Continue reading
୫ଟି ଜିଲ୍ଲା ବୁଲିବେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଶୁକ୍ରବାର ଠାରୁ ପାଞ୍ଚଦିନ ଯାଏଁ ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ୫ଟି ଜିଲ୍ଲା – କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର ଗସ୍ତ କରିବେ। ଏହି ଗସ୍ତ କାର୍ୟ୍ୟକ୍ରମରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା କୋଟିଆ ଗସ୍ତ କରି…

Continue reading
ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ: ସେପ୍ଟେମ୍ବର ୯ରେ ହେବାକୁଥିବା ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିର୍ବାଚନ କମିସନଙ୍କ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ବିଜ୍ଞପ୍ତି ଜାରି ହେବାପରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାର୍ଥିପତ୍ର ଦାଖଲ ଶେଷ ତାରିଖ ଅଗଷ୍ଟ ୨୧କୁ ଧାର୍ଯ୍ୟ…

Continue reading
ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ

ଭୁବନେଶ୍ବର : ଖୁବ୍‌ଶୀଘ୍ର ପୂରଣ ହେବ ୨୨ ହଜାର ୮୯୬ ପଦବୀ । ୧୦ ବିଭାଗର ଗ୍ରୁପ୍‌ ସିର ୨୨ ହଜାର ୮୯୬ ପଦବୀ ପୂରଣ ପାଇଁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି । ଅଗଷ୍ଟ ୩୧…

Continue reading
ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ

ଭୁବନେଶ୍ଵର : ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ…

Continue reading
ବିହାରରେ ୬୫ ଲକ୍ଷ ଭୋଟର ବାଦ୍‌ ପ୍ରସଙ୍ଗରେ ନିର୍ବାଚନ କମିସନ୍‌ଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଜି ସୁପ୍ରିମକୋର୍ଟ ବିହାରରେ ଏସ୍‌ଆଇଆର୍‌ (ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ) ନିର୍ବାଚନ କମିସନ୍‌ (ଇସି)ଙ୍କୁ ଗୁରୁତ୍ବପୂର୍ଣ୍ଣ ପ୍ରଶ୍ନ କରିଛନ୍ତି। ଚିଠା ଭୋଟର ତାଲିକାରୁ ୬୫ ଲକ୍ଷ ଭୋଟର ବାଦ୍‌ ପଡ଼ିବା ପ୍ରସଙ୍ଗରେ କୋର୍ଟ ଇସିଙ୍କୁ ପ୍ରଶ୍ନ କରିଛନ୍ତି। କେଉଁ କାରଣ…

Continue reading
ବୋର୍ଡ ନିଗମ ପଦବୀ ପୂରଣ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନୂଆଦିଲ୍ଲୀ ଗସ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ଓ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଏହି ଅବସରରେ ବିଜେପିର କେନ୍ଦ୍ରୀୟ ନେତୃତ୍ବଙ୍କ…

Continue reading
ଦୁର୍ନୀତିରୁ ଦୂରରେ ରହିବାକୁ ଅଧିକାରୀ ମାନଙ୍କୁ ସତର୍କ କରାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବୃକ୍ଷରୋପଣ କାର୍ୟ୍ୟକ୍ରମରେ ଜନବସତି ଅଞ୍ଚଳରେ ଏପରି ଗଛ ଲଗାଇବା ଉଚିତ ଯାହା ଲୋକଙ୍କୁ ଫଳ, ପୁଷ୍ପ ପ୍ରଦାନ କରୁଥିବା ସହିତ ଛାୟା ପ୍ରଦାନ କରିପାରିବ। ତେବେ ଯାଇ ଲୋକମାନେ ଏସବୁ ବୃକ୍ଷର ଉପଯୁକ୍ତ ଯତ୍ନ ନେବେ। ସେହିଭଳି ପଥପାର୍ଶ୍ୱ ବୃକ୍ଷରୋପଣ…

Continue reading
ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

ନୂଆଦିଲ୍ଲୀ: ଗଣ ଯୋଗାଯୋଗ କ୍ଷେତ୍ରରେ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ସୁଦୃଢ଼ କରିବା, ପ୍ରେସ୍ ସେବା ପୋର୍ଟାଲ୍ ଏବଂ ଇଣ୍ଡିଆ ସିନେ ହବ୍ର ପୂର୍ଣ୍ଣାଙ୍ଗ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ତଥା ଚଳଚ୍ଚିତ୍ର ଭିତ୍ତିଭୂମି ବିକାଶ ଓ ବିଭିନ୍ନ କ୍ଷେତ୍ରରେ ଭାରତର ସୃଜନଶୀଳ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହିତ…

Continue reading
ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

ଭୁବନେଶ୍ୱର: ନିଲମ୍ବିତ ହେଲେ ନିହାର ରଂଜନ ମହାନ୍ତି । ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତିଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଲମ୍ବିତ କରିଛି । କ୍ରାଇମ୍ ବ୍ରାଞ୍ଚ ଦ୍ବାରା ଗିରଫ ହେବା ପରେ ଏହି ବଡ଼ ପହକ୍ଷେପ ନେଇଛି ବିଭାଗ…

Continue reading