ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ
ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍…












