ଓଡ଼ିଶା ପୋଲିସର ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ”

୦୫/୦୩/୨୦୨୬,ଭୁବନେଶ୍ୱର: ନୂତନ ଅପରାଧିକ ଆଇନରେ ଐତିହାସିକ ସଂଶୋଧନ ଓ ନୂତନ ନ୍ୟାୟ ବ୍ୟବସ୍ଥା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ୟୁନିଟ–III ସ୍ଥିତ ପ୍ରଦର୍ଶନୀ ପଡିଆ, ଭୁବନେଶ୍ୱରଠାରେ “ନ୍ୟାୟ ସଂହିତା ପ୍ରଦର୍ଶନୀ” ଆୟୋଜନ କରାଯାଉଛି। ଆସନ୍ତା…

Continue reading
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ

୦୫/୦୩/୨୦୨୬,ଭୁବନେଶ୍ଵର:ରାଜ୍ୟ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ପୂର୍ବାହ୍ନରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜ୍ୟର ଆର୍ଥିକ ସ୍ଥିତି ଏବଂ ୨୦୨୬ ଫେବୃଆରୀ ମାସ ଶେଷ ସୁଦ୍ଧା…

Continue reading
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ୦୫/୦୩/୨୦୨୬:ଆଧୁନିକ ଓଡ଼ିଶାର ଅନ୍ୟତମ ନିର୍ମାତା ତଥା ଓଡ଼ିଆ ସ୍ୱାଭିମାନର ପ୍ରତୀକ ବିଜୁବାବୁ ଜଣେ କିମ୍ବଦନ୍ତୀ ପୁରୁଷ । ସ୍ୱତନ୍ତ୍ରତା ଓ ସଫଳତାପୂର୍ଣ୍ଣ ବୈପ୍ଳବିକ ଜୀବନଶୈଳୀ ଦ୍ୱାରା ଉତ୍କଳ ଜନନୀର ‘ବୀରପ୍ରସବିନୀ’ ନାମକୁ ସେ ଯଥାର୍ଥରେ ପ୍ରତିପାଦିତ କରିପାରିଛନ୍ତି । ଜାତିର…

Continue reading
ଓଡ଼ିଶାରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜି ଭୁବନେଶ୍ୱରସ୍ଥିତ ଲାଇଫ୍ ହୋଟେଲରେ ‘ଗୋ-ହୋମଷ୍ଟେ’ ପୋର୍ଟାଲର ଶୁଭାରମ୍ଭ କରି ଓଡ଼ିଶାରେ ସମୁଦାୟ-ନେତୃତ୍ୱାଧୀନ ପର୍ଯ୍ୟଟନକୁ ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ସ୍ଥାପନ କରିଛନ୍ତି। ଅଂଶୀଦାରମାନଙ୍କୁ ସଚେତନ କରିବା ଏବଂ ‘ଓଡ଼ିଶା ହୋମଷ୍ଟେ ସ୍କିମ୍…

Continue reading
ଜାରି ହେଲା ବିଜ୍ଞପ୍ତି ସରକାରୀ ଚାକିରୀ ପାଇଁ କମ୍ପ୍ୟୁଟର ବାଧ୍ୟତାମୂଳକ

ଭୁବନେଶ୍ୱର,୦୩/୦୨: ରାଜ୍ୟରେ ସରକାରୀ, ଅର୍ଦ୍ଧ-ସରକାରୀ ଓ ପିଏସୟୁ ନିଯୁକ୍ତିରେ କମ୍ପ୍ୟୁଟର ଯୋଗ୍ୟତା ସମ୍ପର୍କିତ ନିୟମକୁ ସଠିକ୍ ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାର କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ବିଭାଗ, ବିଭାଗୀୟ ମୁଖ୍ୟ, ରେଭେନ୍ୟୁ ଡିଭିଜନାଲ୍ କମିଶନର ଓ ଜିଲ୍ଲାପାଳମାନଙ୍କୁ…

Continue reading
ପଞ୍ଚାୟତିରାଜ ବିଭାଗର ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା ବୈଠକ

ଭୁବନେଶ୍ୱର, ୨୨/୦୧/୨୦୨୬: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନସ୍ଥ ଉନ୍ନୟନ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ, ପ୍ରକଳ୍ପ-ଭିତ୍ତିକ ବଜେଟ୍ ବ୍ୟବହାର ଓ ସାମ୍ପ୍ରତିକ ସ୍ଥିତି ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଆଜି ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ ବ୍ୟୟ ସମୀକ୍ଷା…

Continue reading
୨୦୩୧ ପର୍ଯ୍ୟନ୍ତ ବଢିଲା ଅଟଳ ପେନସନ ଯୋଜନା ଅବଧି

ନୂଆଦିଲ୍ଲୀ,୨୧/୦୧/୨୦୨୬: କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୩୦-୩୧ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ଅଟଳ ପେନ୍‌ସନ ଯୋଜନା (ଏପିୱାଇ)କୁ ଜାରି ରଖାଯିବ। ଏହି ଯୋଜନାର ପ୍ରଚାରପ୍ରସାର ଓ ବିକାଶମୂଳକ କାର୍ଯ୍ୟକଳାପ ପାଇଁ ପାଣ୍ଠି ସହାୟତାର ସମ୍ପ୍ରସାରଣ କରାଯିବା ସହିତ ନିଅଣ୍ଟ ଭରଣା ଲାଗି ମଧ୍ୟ…

Continue reading
ଲକ୍ଷ୍ନ ଠାରେ ବିଧାନସଭାର ସଚିବମାନଙ୍କର ସର୍ବଭାରତୀୟ ସମ୍ମିଳନୀ

ଭୁବନେଶ୍ୱର,୨୧/୦୧/୨୬:ଲକ୍ଷ୍ନେଠାରେ ଆୟୋଜିତ 86 ତମ ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀ ସହ 62ତମ ବିଧାନସଭାର ସଚିବମାନଙ୍କର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଯୋଗଦେଇ ଓଡ଼ିଶା ବିଧାନସଭାର ସଚିବ ଶ୍ରୀ ସତ୍ଯବ୍ରତ ରାଉତ ବିଧାନସଭାର କାର୍ଯ୍ୟଭାର ଓ ପରିସର ବୃଦ୍ଧି ସହ…

Continue reading
‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୬’ ଉପଲକ୍ଷେ ୱାକାଥନ୍

ଭୁବନେଶ୍ୱର,୨୧/୦୧/୨୬: ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬ ଉପଲକ୍ଷେ ଆଜି ସକାଳ ୬.୩୦ ମିନିଟ୍ ସମୟରେ ଏକ ସଚେତନତା ପଦଯାତ୍ରା (ୱାକାଥନ) ଅନୁଷ୍ଠିତ ହୋଇଯାଇଛି । ଏହି ୱାକାଥନକୁ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ…

Continue reading
ମହାନଦୀ ରିଭରଫ୍ରଣ୍ଟ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ ପାଇଁ ନଗର ଉନ୍ନୟନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୧/୦୧/୨୦୨୬: ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର କଟକର ମହାନଦୀ ରିଭରଫ୍ରଣ୍ଟ ଉନ୍ନୟନ ପ୍ରକଳ୍ପର ସମୀକ୍ଷା କରିଛନ୍ତି। ପ୍ରାୟ ୧୫୦ କୋଟି ଟଙ୍କା ବ୍ୟୟ ଅଟକଳରେ ମହାନଦୀ କୂଳର ୪୨୬ ଏକର ପରିମିତ…

Continue reading