ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ : ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର:ସୋମବାର ଭୁବନେଶ୍ୱରରେ ହୋଇଥିବା ଏକ ଉଚ୍ଚସ୍ତରୀୟ ବୈଠକ ପରେ ରାଜ୍ୟରେ ରାଜ୍ୟରେ ପେଟ୍ରୋଲ, ଡିଜେଲ କିମ୍ବା ଏଲପିଜିର କୌଣସି ଅଭାବ ନାହିଁ ବୋଲି କହିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। ଏହା ସହ ଲୋକଙ୍କୁ ଗୁଜବର ବିଶ୍ୱାସ ନ କରିବାକୁ…



