ବନ୍ୟା ସ୍ଥିତି ନେଇ ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ରାଜ୍ୟର ନଦୀଗୁଡ଼ିକରେ ବନ୍ୟା ସ୍ଥିତି ନେଇ ସମୀକ୍ଷା କରିଛନ୍ତି। ସମ୍ବଲପୁର ଜିଲ୍ଲାପାଳଙ୍କ ଭିସି ଚ୍ୟାମ୍ବରରେ ରାଜ୍ୟରେ ବନ୍ୟାସ୍ଥିତି ନେଇ ସମୀକ୍ଷା ବୈଠକରେ କହିଛନ୍ତି, ରାଜ୍ୟର ବିଭିନ୍ନ ନଦୀରସ୍ଥିତି ଉପରେ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ…

Continue reading
ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

ଭୁବନେଶ୍ୱର: ସୁଭଦ୍ରା ଟଙ୍କା ମିଳିବା ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ନିଜର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଆସନ୍ତା ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ସୁଭଦ୍ରା କିସ୍ତି ମିଳିବ ।…

Continue reading
ମନ୍ତ୍ରୀମାନଙ୍କୁ ସିଏମ ମାଗିଲେ ପରଫର୍ମାନ୍ସ ରିପୋର୍ଟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସବୁ ମନ୍ତ୍ରୀ ଓ ବିଭାଗଗୁଡ଼ିକୁ ନିର୍ଦ୍ଧାରିତ ଫର୍ମାଟରେ ନିଜର ପରଫର୍ମାନ୍ସ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ସମସ୍ତ ବିଭାଗ ୨୦୨୪-୨୫ ଆର୍ଥିକ ବର୍ଷ ଓ ଚଳିତ ଆର୍ଥିକବର୍ଷର ପ୍ରଥମ ଦୁଇମାସ(ଏପ୍ରିଲ-ମେ’)ରେ ନିଜର…

Continue reading
ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ପାଇଁ ୧୦୦୦ ଜଣଙ୍କ ଅନଲାଇନ୍ ପଞ୍ଜୀକରଣ ଶେଷ

ଭୁବନେଶ୍ୱର: ଆସନ୍ତା ସୋମବାର ଜୁଲାଇ ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନ୍ ଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି । ଏହି ଅନଲାଇନ ପଞ୍ଜୀକରଣ ଆଜି…

Continue reading
ଏଣିକି ଜବ୍‌କାର୍ଡଧାରୀ କରିବେ e-KYC

ଭୁବନେଶ୍ବର : ଆଉ ଖସିପାରିବେନି ନକଲି ଜବ୍‌କାର୍ଡଧାରୀ । ଓଡ଼ିଶାରେ ଜବ୍‌କାର୍ଡ ଠକେଇ ନେଇ ଲୋକସଭାରେ କେନ୍ଦ୍ରମନ୍ତ୍ରୀ କମଲେଶ ପାସଓ୍ବାନଙ୍କ ମନ୍ତବ୍ୟ ପରେ କଠୋର ହୋଇଛନ୍ତି ରାଜ୍ୟ ସରକାର । ନକଲି ଜବ୍‌ କାର୍ଡ ଧରିବାକୁ ଆରମ୍ଭ ହେବ ଇ-କେୱାଇସି ।…

Continue reading
୪୯୮୨.୬୬ କୋଟିର ୨୩ଟି ପୁଞ୍ଜିନିବେଶ ପ୍ରସ୍ତାବକୁ ମଂଜୁରୀ

ଭୁବନେଶ୍ବର : ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷକତାରେ ଗୁରୁବାର ବସିଥିବା ୧୩୮ତମ ରାଜ୍ୟ ସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୪,୯୮୨.୬୬ କୋଟି ଟଙ୍କାର ୨୩ଟି ନୂତନ ନିବେଶ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି । ଏହି ପ୍ରସ୍ତାବଗୁଡ଼ିକ…

Continue reading
ପୁଣି ଅଦଳବଦଳ: ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର ରାଜ୍ୟ ସରକାର ଆଜି ପୁଣିଥରେ ଆଇଏଏସ୍ ଅଫିସରସ୍ତରରେ ଅଦଳବଦଳ କରିବା ସହ ୧୩ଜଣ ଆଇଏଏସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି । ଗତ ଦୁଇଦିନ ତଳେ ଜାରି ହୋଇ ୪୭ଜଣିଆ ଆଇଏଏସ୍ ଅଫିସରଙ୍କ ବଦଳି ତାଲିକାର ଏହା ସଂଶୋଧିତ ସଂସ୍କରଣ ବୋଲି…

Continue reading
ମହାନଦୀ ଜଳବିବାଦକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଭୁବନେଶ୍ୱର: ଦୀର୍ଘବର୍ଷ ଧରି ଛତିଶଗଡ଼ ସହ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ କେନ୍ଦ୍ର ସରକାରଙ୍କ ସହଯୋଗରେ କରିବା ନିମନ୍ତେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ୨୦୧୬ ମସିହାରେ ତତକାଳୀନ କେନ୍ଦ୍ର ଜଳସମ୍ପଦ ମନ୍ତ୍ରୀ ଉମା ଭାରତୀଙ୍କ ମଧ୍ୟସ୍ଥତାରେ ଓଡ଼ିଶା…

Continue reading
ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ । ୨୦୦୬ ମସିହା…

Continue reading
ମା’ ତାରିଣୀ ପୀଠ, ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ୟ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘଟଗାଁ ମା’ ତାରିଣୀ ପୀଠ, ଯାଜପୁର ମା’ ବିରଜା ମନ୍ଦିର ପରିକ୍ରମା ପ୍ରକଳ୍ପ ଏବଂ ଏକାମ୍ର କ୍ଷେତ୍ର ବିକାଶ କାର୍ୟ୍ୟର ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରୁ ଜଣାପଡ଼ିଛି ଯେ,…

Continue reading