ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ପ୍ରଶିକ୍ଷଣ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ
ଭୁବନେଶ୍ୱର: “ଅତ୍ୟାଧୁନିକ ସମନ୍ଵିତ ମତ୍ସ୍ୟ ଚାଷୀ ତାଲିମ କେନ୍ଦ୍ର”ର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ କାର୍ୟ୍ୟକ୍ରମ ଭୁବନେଶ୍ଵର କୌଶଲ୍ୟାଗଙ୍ଗ ସରକାରୀ ମାଛ ଯାଆଁଳ ଉତ୍ପାଦନ କେନ୍ଦ୍ରଠାରେ ଆଜି ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର…
















