ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
ଭୁବନେଶ୍ୱର: ବିଏମସି ଅରିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ ଦାବିରେ କାର୍ୟ୍ୟବନ୍ଦ ରଖିଥିବା ଓଏଏସ(ଓଡ଼ିଶା ପ୍ରଶାସନିକ ସେବା) ସଂଘ ଗୁରୁବାର ଆନ୍ଦୋଳନରୁ ଓହରିଛି। ଗୁରୁବାର ରାତିରେ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି କୁହାଯାଉଥିବା ଅଭିଯୁକ୍ତ ବିଜେପି…
















