ଦେବଗଡ଼ରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଦେବଗଡ଼:ଦେବଗଡ଼ ଜ଼ିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୁକେଶ କୁମାର ଭୋଇଙ୍କ ତତ୍ତ୍ୱାବଧାନରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ପ୍ରସ୍ତୁତି ବୈଠକ ସ୍ଥାନୀୟ ବିକାଶ ଭବନ ସଭା ଗୃହରେ ଅନୁଷ୍ଠିତ…


