ଏଣିକି ସରକାରୀ ସାର୍ଟିଫିକେଟ ପାଇଁ ଆଧାର ବାଧ୍ୟତାମୂଳକ
ଭୁବନେଶ୍ୱର: ଏଣିକି ବିଭିନ୍ନ ପ୍ରକାରର ସରକାରୀ ସାର୍ଟିଫିକେଟ୍ ପାଇଁ ‘ଆଧାର’ ବାଧ୍ୟତାମୂଳକ । ଜାତି, ଆୟ, ଆଇନଗତ ଉତ୍ତରାଧିକାରୀ, ଜମିଜମା ରେକର୍ଡ ଓ ରେଜିଷ୍ଟ୍ରେସନ ନିମନ୍ତେ ଆଧାର ନମ୍ବର ଦେବା ଅବା ଆଧାର ସତ୍ୟପାଠ କରିବା ବାଧ୍ୟତାମୂଳକ ହେବ । ଏହାଛଡା…
















