ଡେପୁଟି କଲେକ୍ଟର ନିଲମ୍ବିତ

ଭବାନୀପାଟଣା : କଳାହାଣ୍ଡିର ଡେପୁଟି କଲେକ୍ଟର ଚିତ୍ତ ରଂଜନ ପିଲ୍ଲାଙ୍କୁ ଆଜି ରାଜ୍ୟ ସରକାର କାର୍ୟ୍ୟରୁ ନିଲମ୍ବିତ କରିଛନ୍ତି। ୨୦୨୦ ରୁ ୨୦୨୨ମସିହାରେ ଭୁବନେଶ୍ୱର ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କ ବିରୁଦ୍ଧରେ ଦୁର୍ନୀତି କରିଥିବା ଅଭିଯୋଗ ହେଇଥିଲା। ଏହାର ତଦନ୍ତ କରି…

Continue reading
୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ୭ଟି ବିଭାଗର ୧୨୪୮ ଜଣ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ଭୁବନେଶ୍ଵର ଚନ୍ଦ୍ରଶେଖରପୁରସ୍ଥିତ ରେଳ ଅଡିଟୋରିୟମରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗରେ ୮୨୬, ସ୍ବାସ୍ଥ୍ୟ ଓ ପରିବାର…

Continue reading
ସୁସ୍ଥ ଓ ସ୍ବଚ୍ଛ ପରିବେଶ ବଜାୟ ରଖିବା ପାଇଁ ସଂକଳ୍ପ ନେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ଆଜି ଭୁବନେଶ୍ବର ସ୍ଥିତ ଓୟୁଏଟି କୃଷି ଶିକ୍ଷା ସଦନ ଠାରେ ରାଜ୍ୟସ୍ତରୀୟ ବିଶ୍ୱ ପରିବେଶ ଦିବସ ମହାସମାରୋହରେ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ରାଜ୍ୟ ସରକାର, ଗୋଟିଏ…

Continue reading
ଜୁନ୍‌ରେ ସରିବ ରାସନ କାର୍ଡ E-KYC

ଭୁବନେଶ୍ୱର : ଜୁନ୍‌ରେ ସରିବ ରାସନ କାର୍ଡ E-KYC ପ୍ରକ୍ରିୟା । ଏଥିରୁ ବାଦ୍‌ ପଡିପାରନ୍ତି ୨୦ ଲକ୍ଷ ହିତାଧିକାରୀ । ବର୍ତ୍ତମାନ ସୁଦ୍ଧା ୯୫ ପ୍ରତିଶତ ହିତାଧିକାରୀ E-KYC କରିଛନ୍ତି । ଯେଉଁମାନେ E-KYC କରିନାହାନ୍ତି ସେମାନଙ୍କୁ ବାଦ୍‌ ଦିଆଯିବ…

Continue reading
ଢେଙ୍କାନାଳ ଗସ୍ତରେ ମୁଖ୍ୟମନ୍ତ୍ରୀ, ୪ ହଜାର କୋଟି ଟଙ୍କାର ୨୩ ପ୍ରକଳ୍ପର କଲେ ଶିଳାନ୍ୟାସ

ଢେଙ୍କାନାଳ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳକୁ ଏକ ଦିନିକିଆ ଗସ୍ତରେ ଯାଇ ଢେଙ୍କାନାଳବାସୀଙ୍କୁ ୪ ହଜାର କୋଟି ଟଙ୍କା ଅଟକଳର ୨୩ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଭୁବନେଶ୍ୱରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଗସ୍ତ କରିଥିଲେ ।…

Continue reading
ଓଡିଶାରେ କେହି ବି ଭୂମିହୀନ ରହିବେ ନାହିଁ :ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର…

Continue reading
ଆରମ୍ଭ ହେଲା ‘ଶୂନ ଦୁର୍ଘଟଣା ଦିବସ’

ଭୁବନେଶ୍ୱର: ଦୁର୍ଘଟଣା କେବଳ ପରିବାର କି ରାଜ୍ୟ ନୁହେଁ ସମଗ୍ର ଅର୍ଥନୀତି ଉପରେ ଗଭୀର ପ୍ରଭାବ ପକାଇଥାଏ । ଏହା କୌଣସି ବ୍ୟକ୍ତିଗତ କ୍ଷତି ନୁହେଁ ବରଂ ସାମଗ୍ରୀକ କ୍ଷତି । ତେଣୁ ମୋର ସମସ୍ତଙ୍କୁ ଅନୁରୋଧ, ଘରୁ ବାହରିବାଠୁଁ ନେଇ…

Continue reading
ନିଖିଲ ପବନ କଲ୍ୟାଣ ରାଜ୍ୟ ଜନଗଣନା ନିର୍ଦ୍ଦେଶକ

ଭୁବନେଶ୍ବର: ରାଜ୍ୟ ଜନଗଣନା ନିର୍ଦ୍ଦେଶକ ତଥା ନାଗରିକ ପଞ୍ଜିକରଣ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି ୨୦୧୨ ବ୍ୟାଚର ଆଇଏଏସ ନିଖିଲ ପବନ କଲ୍ୟାଣ । କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟର ନିର୍ଦ୍ଦେଶକ ସାକ୍ଷୀ ମିତ୍ତଲ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖି…

Continue reading
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ ଲିଟର ପିଛା ୩ ଟଙ୍କା ଅଧିକ ଦାମ ଦିଆଯିବ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକସେବା ଭବନ ସମ୍ମେଳନ କକ୍ଷଠାରେ ରାଜ୍ୟସ୍ତରୀୟ ବିଶ୍ଵ ଦୁଗ୍ଧ ଦିବସ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଓମଫେଡ଼ ଦୁଗ୍ଧ ଉତ୍ପାଦକମାନଙ୍କୁ…

Continue reading
ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ୧୨ରେ ଆବୁଧାବିକୁ ଉଡ଼ିବ ବିମାନ

ଭୁବନେଶ୍ୱର: ଆସନ୍ତା ଜୁନ୍‌ ୧୨ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରୁ ସିଧା ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ରାଜଧାନୀ ଆବୁଧାବିକୁ ବିମାନ ଉଡ଼ିବ । ଦୁବାଇ, ସିଙ୍ଗାପୁର, ବ୍ୟାଙ୍କକ୍‌ ଓ କୁଆଲାଲାମ୍ପୁର ପରେ ଅନ୍ୟ ଏକ ଦେଶ ସହ ବିମାନ ସେବା ଯୋଡ଼ି…

Continue reading