ପି.ଏମ୍. ଜନମନ୍ ଯୋଜନାର ଅଗ୍ରଗତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ରାଜ୍ୟବ୍ୟାପୀ କାର୍ଯ୍ୟକାରୀ ହେଉଥିବା ପି. ଏମ୍. ଜନମନ୍ ଯୋଜନାର ପ୍ରଗତି ସମୀକ୍ଷା କରିଛନ୍ତି । ଏହି ସମୀକ୍ଷା ବୈଠକରେ ଉପସ୍ଥିତ ସମସ୍ତ ସଚିବ ମାନଙ୍କୁ, ରାଜ୍ୟର ୧୪ଟି ଜିଲ୍ଲାରେ କାର୍ଯ୍ୟକାରୀ…
















