ଆସନ୍ତା ମାସରେ ୧ ଲକ୍ଷ ଘର ବଣ୍ଟନ ହେବ

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା ନେଇ ବଡ଼ ଘୋଷଣା କରିଛନ୍ତି । ସରକାରଙ୍କ ଘୋଷଣା ମୁତାବକ ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ଆଉ ୫ ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ବଣ୍ଟନ କରାଯିବ…

Continue reading
ରାଜ୍ୟରେ ୪୬ ନୂଆ ସିଭିଲ୍ ଜଜ୍ କୋର୍ଟ ଗଠନ

ଭୁବନେଶ୍ବର : ରାଜ୍ୟରେ ଗଠନ ହେଲା ୪୬ ନୂଆ ସିଭିଲ୍ ଜଜ୍‌ କୋର୍ଟ । ହାଇକୋର୍ଟଙ୍କ ପରାମର୍ଶରେ ସିଭିଲ୍ ଜଜ କୋର୍ଟ ଗଠନ କରିଛନ୍ତି ରାଜ୍ୟ ସରକାର । ଏନେଇ ପ୍ରସ୍ତାବରେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବିଜ୍ଞପ୍ତି ପ୍ରକାଶ ପାଇଛି ।…

Continue reading
୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ପୁରୀ: ପୁରୀର ତାଳବଣିଆଠାରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ୬ ଲକ୍ଷ ରାସନ କାର୍ଡ ବାଣ୍ଟିଛନ୍ତି। ଏହି କାର୍ୟ୍ୟକ୍ରମରେ ଷଷ୍ଠ ପର୍ୟ୍ୟାୟରେ ସୁଭଦ୍ରା ଯୋଜନାର ୨ ଲକ୍ଷରୁ ଅଧିକ ନୂତନ ହିତାଧିକାରୀଙ୍କୁ ୨୦୦…

Continue reading
ଆଗାମୀ ୫ ବର୍ଷ ପାଇଁ ଇଏମଏଏସ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ

ଭୁବନେଶ୍ୱର: ଓଡ଼ିଶା କ୍ୟାବିନେଟ୍ ୨୦୨୩-୨୪ ରୁ ୨୦୨୭-୨୮ ପର୍ୟ୍ୟନ୍ତ କାର୍ୟ୍ୟକାରୀ କରିବା ପାଇଁ ଜରୁରୀକାଳୀନ ଚିକିତ୍ସା ଆମ୍ବୁଲାନ୍ସ ସେବା (ଇଏମଏଏସ) ଯୋଜନାକୁ ଅନୁମୋଦନ କରିଛନ୍ତି। ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଏବଂ ଓଡ଼ିଶା ସରକାରଙ୍କ ମିଳିତ ପ୍ରୟାସରେ…

Continue reading
ଆଜିଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା

ଭୁବନେଶ୍ବର: ଆଜିଠାରୁ ସ୍କୁଲ ପିଲାଙ୍କ ପାଇଁ ଖରା ଛୁଟି ଘୋଷଣା। ଅଙ୍ଗନବାଡି, ଶିଶୁବାଟିକାଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ୟ୍ୟନ୍ତ, ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟରେ ବର୍ତ୍ତମାନ ଭିଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି…

Continue reading
ରାଜ୍ୟରେ ଗଠିତ ହେଲା ୩ଟି ସିଭିଲ୍‌ ଜଜ୍ କୋର୍ଟ

ଭୁବନେଶ୍ବର: ରାଜ୍ୟରେ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ (ଜୁନିୟର ଡିଭିଜନ୍)। ଏହି କୋର୍ଟ ଗୁଡିକ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା, ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ସ୍ଥାପନ କରାଯାଇଛି। ଓଡିଶା ଉଚ୍ଚ ନ୍ୟାୟାଳୟ ସହିତ…

Continue reading
ଶ୍ରୀମନ୍ଦିର ରତ୍ନ ଭଣ୍ଡାର ମରାମତି ହୋଇ ନଥିଲେ ଭୁଶୁଡ଼ି ପଡ଼ିଥାଆନ୍ତା : ଆଇନ ମନ୍ତ୍ରୀ

ଭୁବନେଶ୍ବର : ରତ୍ନଭଣ୍ଡାର ମରାମତି ପ୍ରସଙ୍ଗରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ବୟାନ । ରତ୍ନ ଭଣ୍ଡାର ମରାମତି ହୋଇ ନଥିଲେ ଭୁଶୁଡ଼ି ପଡ଼ିଥାଆନ୍ତା ବୋଲି ଆଇନ ମନ୍ତ୍ରୀ କହିଛନ୍ତି । ରତ୍ନ ଭଣ୍ଡାରକୁ ସମ୍ପୂର୍ଣ୍ଣ ରୂପେ ଶହେରୁ ଦୁଇ…

Continue reading
୨୪ରେ ମିଳିବ “ସୁଭଦ୍ରା’ ଟଙ୍କା

ଭୁବନେଶ୍ୱର: ସୁଭଦ୍ରା ଟଙ୍କା ପାଇନଥିବା ମହିଳାଙ୍କ ପାଇଁ ଆସିଛି ବଡ଼ ଖବର । ଆସନ୍ତା ୨୪ ତାରିଖ ପଞ୍ଚାୟତିରାଜ ଦିବସ ଅବସରରେ ବାକିଥିବା ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଉପମମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଘୋଷଣା କରିଛନ୍ତି ।…

Continue reading
ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ: ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି । ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା…

Continue reading
ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ ପାଇଁ ଆଉ ଏକ ବାଟାଲିୟନ

ଭୁବନେଶ୍ବର : ରାଜ୍ୟରେ ‘ଓଡ଼ିଶା ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସ’ର ଆଉ ଏକ ବାଟାଲିୟନ ଗଠନ କରାଯିବ। ଏ ସମ୍ପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଞ୍ଜୁର କରିଛନ୍ତି। ଏହି ନୂତନ ବାଟାଲିୟନ ପାଇଁ ସମୁଦାୟ ୧୦୪୦ଟି ପଦ ସୃଷ୍ଟି କରାଯାଇଛି।…

Continue reading