ନୂଆ ରୂପ ରଙ୍ଗ ଓ ନୂଆ ଢଙ୍ଗରେ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ
ଢେଙ୍କାନାଳ: ନୂଆ ରୂପ ରଙ୍ଗ ଓ ନୂଆ ଢଙ୍ଗରେ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ । ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ । ଖୁବ ଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ କାର୍ଡ…
ଢେଙ୍କାନାଳ: ନୂଆ ରୂପ ରଙ୍ଗ ଓ ନୂଆ ଢଙ୍ଗରେ ହିତାଧିକାରୀଙ୍କୁ ମିଳିବ ରାସନ କାର୍ଡ । ରାଜ୍ୟରେ ୫ଲକ୍ଷ ୯୦ହଜାର ନୂଆ ହିତାଧିକାରୀ ପାଇବେ ରାସନ କାର୍ଡ । ଖୁବ ଶୀଘ୍ର ରାଜ୍ୟର ସବୁ ଜିଲ୍ଲାରେ ବଣ୍ଟାଯିବ ନୂଆ ରାସନ କାର୍ଡ…
ଭୁବନେଶ୍ୱର: ଓଡ଼ିଶା ଜଳବାୟୁ ସହନଶୀଳ କୃଷି ପାଇଁ ସମନ୍ୱିତ ଜଳସେଚନ ପ୍ରକଳ୍ପ (OIIPCRA) ଅଧୀନରେ ୨୮ ଜଣିଆ କୃଷକ ଏବଂ ଅଧିକାରୀଙ୍କ ପ୍ରଶିକ୍ଷଣ ଭିତ୍ତିକ ମାଲେସିଆ ଗସ୍ତକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି, ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ…
ଭୁବନେଶ୍ୱର: ଦିନକୁ ଦିନ ସାଇବର ଅପରାଧୀମାନେ ଅଧିକରୁ ଅଧିକ ସକ୍ରିୟ ହେଉଛନ୍ତି । ଲୋକମାନଙ୍କ କଷ୍ଟ ଉପାର୍ଜିତ ଟଙ୍କା ଆଖି ପିଛୁଳାକେ ଉଡିଯାଉଛି । ରାଜ୍ୟରେ ବୃଦ୍ଧି ପାଉଥିବା ସାଇବର ଓ ଅର୍ଥନୀତିକ ଅପରାଧକୁ ନିୟନ୍ତ୍ରଣ କରିବା ନିମନ୍ତେ ସାଇବର ଥାନା…
ଭୁବନେଶ୍ୱର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଆପୋଲ ଗ୍ରୀନ ଏନର୍ଜି ଲିମିଟେଡ଼ କମ୍ପାନୀ…
ଭୁବନେଶ୍ବର: ରାଜ୍ୟ ସରକାର ସୁବିଧାରେ ଶବ ପରିବହନ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରିବାକୁ ଯାଉଛନ୍ତି। ଏଥି ପାଇଁ ସରକାର କଲ ସେଣ୍ଟର ପ୍ରତିଷ୍ଠା କରିବାକୁ ଲକ୍ଷ୍ୟ ରଖିଛନ୍ତି। କଲ ସେଣ୍ଟର ମାଧ୍ୟମରେ ରୋଗୀ ପରିବାର ଓ ଡାକ୍ତରଖାନା କର୍ତ୍ତୃପକ୍ଷଙ୍କ ମଧ୍ୟରେ ଉତ୍ତମ…
ଭୁବନେଶ୍ୱର: ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟ ସରକାର ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ମାନଙ୍କ ପାଇଁ ସୁଧ ମୁକ୍ତ ୠଣ ବ୍ୟବସ୍ଥାକୁ ଜାରି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ସୂଚନା ଯୋଗ୍ୟ…
ଭୁବନେଶ୍ୱର : ମୁଖ୍ୟତଃ ଆଇନ ଶୃଙ୍ଖଳା ବଜାୟ ରଖିବା, ଅପରାଧ ରୋକିବା ଏବଂ ଜନସାଧାରଣଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ପୁଲିସ ବହୁମୁଖୀ ଭୂମିକା ନିର୍ବାହ କରିଥାଏ। ଏଥିରେ ଅପରାଧର ତଦନ୍ତ, ଅପରାଧୀଙ୍କୁ ଧରିବା ଏବଂ ଆଇନ ଶୃଙ୍ଖଳାକୁ ବଜାୟ ରଖିବା…
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଗସ୍ତରେ ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପାଟି । ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟା ସ୍ଥିତ ଋଷିକୂଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡିଲେ ଶାବକଙ୍କୁ ବୁଲି ଦେଖିଲେ ରାଜ୍ୟପାଳ । ବର୍ତ୍ତମାନ ଅଣ୍ଡାରୁ ଛୁଆ ଫୁଟିବା ପରେ…
ଭୁବନେଶ୍ୱର: ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪ । ଶନିବାର ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ନିକଟରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ-୨୦୨୪କୁ ସ୍ୱୀକୃତି ପ୍ରଦାନ କରିବା ପରେ ଏହା ସରକାରୀ ଭାବେ ଲାଗୁ କରାଯାଇଛି…