କୋଶଳୀକୁ ମିଳିବନି ରାଜ୍ୟ ଭାଷା ମାନ୍ୟତା
ଭୁବନେଶ୍ୱର: ସମ୍ବଲପୁରୀ-କୋଶଳୀ ଭାଷାକୁ ରାଜ୍ୟ ଭାଷାର ମାନ୍ୟତା ଦାବି ସଂକ୍ରାନ୍ତୀୟ କୌଣସି ପ୍ରସ୍ତାବ ସରକାରଙ୍କ ହସ୍ତଗତ ହୋଇନାହିଁ ବୋଲି ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ କହିଛନ୍ତି। ଶୁକ୍ରବାର ଗୃହରେ ବିିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ୟ୍ୟଙ୍କ…














