୭୦ ଓଏଏସ୍ ଅଧିକାରୀଙ୍କ ବଦଳି

ଭୁବନେଶ୍ବର: ରାଜ୍ୟ ସରକାର ଓଏଏସ୍ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଓ କନିଷ୍ଠ ଅଧିକାରୀଙ୍କୁ ମିଶାଇ ମୋଟ୍ ୭୦ ଜଣଙ୍କୁ ବଦଳି କରାଯାଇଛି। ୧୧ଟି ଜିଲ୍ଲାରେ ନୂଆ ଅତିରିକ୍ତ ଜିଲ୍ଲାପାଳ ନିଯୁକ୍ତି ଦିଆଯିବା ସହ ୨୯ଟି ବ୍ଲକ୍‌ରେ ନୂଆ…

Continue reading
୩୧ ମାର୍ଚ୍ଚ ଯାଏଁ ବଢ଼ିଲା ଇ-କେୱାସି ଅବଧି

ଭୁବନେଶ୍ୱର: ଶନିବାର ରାଜ୍ୟ ସରକାର ଇ-କେୱାସି ଅବଧିକୁ ଆସନ୍ତା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହାକୁ ମିଶାଇ ସରକାର ମୋଯ ୫ଥର ଇ-କେୱାସି ଅବଧିକୁ ବୃଦ୍ଧି କରିଛନ୍ତି । ଇ-କେୱାସି ଅବଧି ବୃଦ୍ଧି ସମ୍ପର୍କରେ ଖାଦ୍ୟ ଯୋଗାଣ ମନ୍ତ୍ରୀ…

Continue reading
ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ବିଜ୍ଞପ୍ତିରେ ଉପରେ ରହିତାଦେଶ ଜାରି

ଭୁବନେଶ୍ୱର:ଆପାର୍ଟମେଣ୍ଟ ପଞ୍ଜୀକରଣ ବିଜ୍ଞପ୍ତି ଉପରେ ରୋକ । ଆପାର୍ଟମେଣ୍ଟ ପଞ୍ଜୀକରଣ ସମ୍ପର୍କିତ ବିଜ୍ଞପ୍ତିରେ ଉପରେ ରହିତାଦେଶ ଜାରି କରାଯାଇଛି । ମାନ୍ୟବର ହାଇକୋର୍ଟ ଏହି ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ଉନ୍ନୟନ ବିଭାଗ ଏନେଇ ପୂର୍ବରୁ ବିଜ୍ଞପ୍ତି…

Continue reading
କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀଙ୍କୁ ମିଳିବ ୧୨ ହଜାର ଟଙ୍କା

ଭୁବନେଶ୍ୱର: ରାଜ୍ୟରେ କାର୍ୟ୍ୟକାରୀ ହେଉଥିବା ମମତା ଯୋଜନା ସହିତ ପ୍ରଧାନମନ୍ତ୍ରୀ ମାତୃ ବନ୍ଦନା ଯୋଜନା ମିଳିତ ଭାବେ କାର୍ୟ୍ୟକାରୀ କରାଯିବ । ଏଥିରେ କନ୍ୟା ସନ୍ତାନ ଜନ୍ମ ପାଇଁ ଗର୍ଭବତୀମାନଙ୍କୁ ବର୍ଷକୁ ଅଧିକ ୨ ହଜାର ଟଙ୍କା ପ୍ରଦାନ କରାଯିବ ।…

Continue reading
ନବମ-ଦଶମ ଶ୍ରେଣୀକୁ ମିଳିବ ମଧ୍ୟାହ୍ନ ଭୋଜନ

କଟକ: ମଧ୍ୟାହ୍ନ ଭୋଜନ ଯୋଜନାରେ ସାମିଲ ହେବେ ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ଏନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଅଷ୍ଟମ ଶ୍ରେଣୀ ପର୍ୟ୍ୟନ୍ତ ଛାତ୍ରଛାତ୍ରୀ ଏହି ଯୋଜନାରେ ସ୍କୁଲରେ ମଧ୍ୟାହ୍ନ ଭୋଜନର ସୁବିଧା ପାଉଥିଲେ…

Continue reading
ରାଜ୍ୟ କ୍ୟାବିନେଟ: ୩୧୪ ବ୍ଲକରେ ନିର୍ମାଣ ହେବ ବ୍ଲକ ସ୍ତରୀୟ ଷ୍ଟାଡିୟମ

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ରୀଡା ଭିତ୍ତିଭୂମି ପାଇଁ ୩୧୪ ବ୍ଲକରେ ବ୍ଲକ ସ୍ତରୀୟ ଷ୍ଟାଡିୟମ ନିର୍ମାଣ ହେବ। ଏଥି ପାଇଁ ସରକାର ନୂଆ ଯୋଜନା କରିଛନ୍ତି । ୧୨ ରୁ ୧୫…

Continue reading
କ୍ୟାବିନେଟ: ଅନ୍ତୋଦ୍ୟୟ ଗୃହ ଯୋଜନାରେ ଲୋକଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ଦୁର୍ବଳ ଶ୍ରେଣୀର ଲୋକଙ୍କ ପାଇଁ ସରକାରଙ୍କ ଅନ୍ତୋଦୟ ଗୃହ ଯୋଜନାକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ୩ ବର୍ଷରେ ୨ ଲକ୍ଷ ୨୫ ହଜାର ଘର ଦେବେ ରାଜ୍ୟ…

Continue reading
ଆଜି ୨୭୬୭ ଜଣଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆଜି ଆୟୋଜିତ ହେବ ନିଯୁକ୍ତି ମେଳା ।…

Continue reading
ପୁନରୁଦ୍ଧାର ସହ ବିକଶିତ ହେବ ସତ୍ୟବାଦୀ ବକୁଳବନ

ଭୁବନେଶ୍ବର: ସୁରକ୍ଷିତ ହେବ ସତ୍ୟବାଦୀ ବକୁଳବନର ଐତିହ୍ୟ । ଏହାକୁ ସୁରକ୍ଷିତ ରଖାଯାଇ ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ । ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ…

Continue reading
ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଶୁକ୍ରବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ବୈଠକରେ ମନ୍ତ୍ରୀ ପରିଷଦ ସଭ୍ୟ ଓ ବିଭାଗୀୟ ସଚିବ ଉପସ୍ଥିତ…

Continue reading