‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମର ଶୁଭାରମ୍ଭ

ଖୋର୍ଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଖୋର୍ଦ୍ଧାରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ୟ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ୟ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ…

Continue reading
ସଚିବମାନଙ୍କୁ ନିର୍ଦ୍ଦେଶ :ଦୁଇ ମାସରେ ଦୁଇ ଦିନ ନିଶ୍ଚିତ ଜିଲ୍ଲା ଗସ୍ତରେ ଯିବେ

ଭୁବନେଶ୍ୱର, ୦୫/୦୨ : ଆଇଏଏସ୍‌ ବାବୁମାନେ ଦୁଇ ମାସରେ ଦୁଇ ଦିନ ନିଶ୍ଚିତ ଜିଲ୍ଲା ଗସ୍ତରେ ଯିବେ । ପଞ୍ଚାୟତକୁ ଯାଇ ସରକାରୀ ଯୋଜନା ଓ କାର୍ୟ୍ୟକ୍ରମର ଅନୁଧ୍ୟାନ କରିବେ । ସ୍କୁଲରେ ମଧ୍ୟାହ୍ନଭୋଜନ ହେଉ ଅବା ଆହାର କେନ୍ଦ୍ରରେ ନିଶ୍ଚୟ…

Continue reading
ଏହି ବଜେଟ୍ ସାଧାରଣ ଜନତାଙ୍କ ପାଇଁ ନୁହେଁ:ପଞ୍ଚାନନ

ଭୁବନେଶ୍ବର : କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗତକାଲି ଲୋକସଭାରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଥିଲେ। ଏହି ବଜେଟ ଉପରେ ଆଜି ପ୍ରତିକ୍ରିୟା ରଖି ବରିଷ୍ଠ କଂଗ୍ରେସ ନେତା ତଥା ଓଡ଼ିଶାର ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ…

Continue reading
୮ରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ’ସୁଭଦ୍ରା ଯୋଜନା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ଆଗାମୀ ଫେବ୍ରୁଆରି ୮ ତାରିଖରେ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଣୁ ଯେଉଁମାନଙ୍କ ପାଖକୁ ବ୍ୟାଙ୍କରୁ ଫୋନ୍ ଯିବ,…

Continue reading
ଉତ୍କର୍ଷ ଓଡିଶା କନକ୍ଲେଭ : ୧୪୫ ଏମଓୟୁ ସ୍ବାକ୍ଷର

ଭୁବନେଶ୍ବର : ଦୁଇ ଦିନିଆ ଉତ୍କର୍ଷ ଓଡିଶା କନକ୍ଲେଭ-୨୦୨୫ ଶେଷ ହୋଇଛି। ଏଥିରେ ରାଜ୍ୟ ସରକାରଙ୍କ ଆଶା ଠାରୁ ଅଧିକ ପୁଞ୍ଜିନିବେଶର ପ୍ରତିଶ୍ରୁତି ମିଳିଛି। ୧୪୫ଟି ଏମଓୟୁ ସ୍ବାକ୍ଷର ହୋଇଛି। ସେହିପରି ୧୨ ଲକ୍ଷ ୮୯ ହଜାର କୋଟି ଟଙ୍କାର ପୁଞ୍ଜି…

Continue reading
ବର୍ଜ୍ୟ ପରିଚାଳନା କ୍ଷେତ୍ରରେ ୪୦୭୫ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ଯ

ଭୁବନେଶ୍ୱର: “ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୫” ର ଦ୍ୱିତୀୟ ଦିନର ଦ୍ୱିତୀୟ ଅଧିବେଶନର ବିଷୟବସ୍ତୁ ହେଉଛି “ସର୍କୁଲାର ଇକୋନୋମି”। ଏହି ଅଧିବେଶନରେ ବିଭିନ୍ନ କମ୍ପାନୀ ମାନଙ୍କ ଦ୍ୱାରା ମୋଟ ୪୦୭୫ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରତିଶ୍ରୁତି ଦିଆଯାଇଛି।…

Continue reading
୧୭ଟି ଏମ୍‌ଓୟୁ ଓ ୧୨୭୯ କୋଟି ଟଙ୍କାର ନିବେଶ ପାଇଁ ସହମତି

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଦୁଇଦିନ ଧରି ଚାଲିଥିବା ଉତ୍କର୍ଷ ଓଡ଼ିଶାର ଦ୍ୱିତୀୟ ଦିବସର ପ୍ରଥମ ଅଧିବେଶନରେ ‘କୃଷି ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ- ଓଡ଼ିଶାରେ ନିରନ୍ତର ଖାଦ୍ୟ ଓ ଅଭିବୃଦ୍ଧି’ ଶୀର୍ଷକ ଆଲୋଚନା ହୋଇଯାଇଛି । ଏହି ଅଧିବେଶନରେ ମୋଟ…

Continue reading
ଓଡ଼ିଶାର ସବୁଜ ଶକ୍ତିର ଭବିଷ୍ୟତର ସଂରକ୍ଷଣ ଓ ଅକ୍ଷୟ ଶକ୍ତିର ଆକାଂକ୍ଷା ପୂରଣ କରିବା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭାରତର ବୃହତ ପୁଞ୍ଜିନିବେଶ ସମ୍ମିଳନୀ ଉତ୍କର୍ଷ ଓଡ଼ିଶା ସମ୍ମିଳନୀ 2025 ର ଆଜି ଦ୍ବିତୀୟ ଦିନ । ଦ୍ବିତୀୟ ଦିନରେ ବିକଶିତ ଓଡ଼ିଶା ପାଇଁ ଅକ୍ଷୟ ଶକ୍ତି ଏବଂ ଅକ୍ଷୟ ଶକ୍ତି ପାଇଁ ଉପକରଣ ଉତ୍ପାଦନ ନିମନ୍ତେ ଇକୋସିଷ୍ଟମ ସୃଷ୍ଟି…

Continue reading
ବୟନ, ପୋଷାକ, ରେଶମ ଶିଳ୍ପ ଓ ହସ୍ତତନ୍ତରେ ଆସିବ ସମୃଦ୍ଧି

ଭୁବନେଶ୍ଵର: ବୟନଶିଳ୍ପ, ପୋଷାକ ଶିଳ୍ପ, ରେଶମ ଶିଳ୍ପ ଏବଂ ହସ୍ତତନ୍ତ କ୍ଷେତ୍ରରେ ବିକାଶ ଓ ସମୃଦ୍ଧି ପାଇଁ ଅପାର ସମ୍ଭାବନା ଆଣିଛି ଉତ୍କର୍ଷ ଓଡ଼ିଶା- ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ -୨୦୨୫ । ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଶିଳ୍ପ…

Continue reading
ମହିଳା ଉଦ୍ୟୋଗୀଙ୍କ ଅର୍ଥନୈତିକ ନେତୃତ୍ୱରେ ବିକଶିତ ଓଡ଼ିଶାର ସ୍ୱପ୍ନ ସାକାର ହେବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୀବନର ଯେକୌଣସି କ୍ଷେତ୍ରରେ ସଫଳ ମହିଳାମାନଙ୍କୁ ସେମାନଙ୍କ ପୁରୁଷ ପ୍ରତିପକ୍ଷଙ୍କ ସହିତ ସମକକ୍ଷ ହେବା ଆନନ୍ଦର ବିଷୟ ବୋଲି ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ କୃଷି କ୍ଷେତ୍ରରେ କାମ କରିବା ଠାରୁ ଆରମ୍ଭ…

Continue reading