ଉତ୍କର୍ଷ ଓଡ଼ିଶା: ଆଜି ୩୦ଟି ଏମଓୟୁ କରିବେ ରାଜ୍ୟ ସରକାର

ଭୁବନେଶ୍ୱର: ବୁଧବାର ଉତ୍କର୍ଷ ଓଡ଼ିଶା ସମ୍ମିଳନୀର ଦ୍ୱିତୀୟ ବା ଶେଷ ଦିନ । ଦ୍ଵିତୀୟ ଦିନରେ ଆଉ ୩୦ ଟି ଏମଓୟୁ କରିବେ ରାଜ୍ୟ ସରକାର ଓ ରାଜ୍ୟ ସରକାର ୧୦୦ ରୁ ଅଧିକ ଏମଓୟୁ ଲକ୍ଷ୍ୟ ରଖିଥିବା ବେଳେ ସେ…

Continue reading
କଡ଼ା କାର୍ୟ୍ୟାନୁଷ୍ଠାନ: ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଭୁବନେଶ୍ୱର: ସରକାରୀ ନିର୍ଦ୍ଦେଶକୁ ଅବମାନନା । କଡ଼ା କାର୍ୟ୍ୟାନୁଷ୍ଠାନ ନେଲା ଉଚ୍ଚଶିକ୍ଷା ବିଭାଗ । ୬୩ କଲେଜ ଅଧ୍ୟକ୍ଷଙ୍କ ଦରମା ବନ୍ଦ । ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଧିବଦ୍ଧ ଭାବରେ ନିର୍ଦ୍ଦେଶ ଜାରି କରାଯାଇଛି । ସୂଚନା ମୁତାବକ, ସରକାରୀ…

Continue reading
୨୯ ଓ ୩୦ରେ ବ୍ୟାଙ୍କ ଯାଇ ଏନପିସିଆଇ ଯାଞ୍ଚ କର: ପ୍ରଭାତୀ ପରିଡା

ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ଆବେଦନ କରିଥିବା ଯେଉଁ ହିତାଧିକାରୀ ପ୍ରଥମ କିସ୍ତିର ଟଙ୍କା ପାଇନାହାନ୍ତି ସେମାନେ ଆସନ୍ତା ୨୯ ଓ ୩୦ରେ ବ୍ୟାଙ୍କ ଯାଇ ଏନପିସିଆଇ ଯାଞ୍ଚ କରିବାକୁ ପରାମର୍ଶ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଦୁଇ ଦିନ ବ୍ୟାଙ୍କଗୁଡ଼ିକ…

Continue reading
ମଧୁସୂଦନ ପାଢ଼ୀ ହେଲେ ରାଜ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକା ସେବାର ବରିଷ୍ଠ ଅବସରପ୍ରାପ୍ତ ଆଏଏସ ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂଆ ଦାୟିତ୍ୱ ପ୍ରଦାନ କରାଯାଇଛି। ମଧୁସୂଦନ ପାଢ଼ୀଙ୍କୁ ରାଜ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ଦିଆଯାଇଥିବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଆଦିତ୍ୟ…

Continue reading
ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ଅନୁଗୋଳ ଜିଲା ପାଲଲହଡ଼ା ବସ୍‌ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଉକ୍ତ ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା…

Continue reading
ମୁଖ୍ୟମନ୍ତ୍ରୀଙ୍କ ଉକ୍ରର୍ଷ ଓଡିଶା ଇନଭେଷ୍ଟର୍ସ ମିଟ୍ ପ୍ରସ୍ତୁତି ଅନୁଧ୍ୟାନ

ଭୁବନେଶ୍ୱର: ଆସନ୍ତା ୨୮-୨୯ ଦୁଇଦିନ ଧରି ଉକôର୍ଷ ଓଡିଶା- ମେକ୍ ଇନ୍ ଓଡିଶା କନକ୍ଲେଭ୍-୨୦୨୫ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସ୍ଥାନୀୟ ଜନତା ମଇଦାନରେ ଏହାର ପ୍ରସ୍ତୁତି ଅନୁଧ୍ୟାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ…

Continue reading
ପ୍ରାକ୍ ବଜେଟ୍ ପରାମର୍ଶ ସଭା:ଚଳିତ ବର୍ଷ ୪୦ ହଜାର ନିଯୁକ୍ତି:ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ଗତ ବର୍ଷ ପରି ବଜେଟ୍ ପ୍ରସ୍ତୁତି ପ୍ରକ୍ରିୟାକୁ ଲୋକାଭିମୁଖୀ କରିବା ପାଇଁ ଆମ ସରକାର ପ୍ରେସ୍ ଇସ୍ତାହାର ମାଧ୍ୟମରେ ଜନସାଧାରଣଙ୍କଠାରୁ ବହୁମୂଲ୍ୟ ମତାମତ ଆହ୍ୱାନ କରିଛନ୍ତି । ବିଭିନ୍ନ ମାଧ୍ୟମରେ ଆସୁଥିବା ଏହି ପରାମର୍ଶ ଗୁଡିକୁ ଅନୁଧ୍ୟାନ ଓ ତର୍ଜମା…

Continue reading
ଆଜି ବସିବ ପ୍ରାକ୍ ବଜେଟ୍ ବୈଠକ

ଭୁବନେଶ୍ୱର: ରାଜ୍ୟ ବଜେଟ୍ ଅଧିବେଶନ ପୂର୍ବରୁ ବସିବ ପ୍ରାକ୍ ବଜେଟ୍ ବୈଠକ। ଏହି ଗୁରୁତ୍ବପୂର୍ଣ୍ଣ ବୈଠକର ଅଧ୍ୟକ୍ଷତା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକସେବା ଭବନ କନଭେନସନ ହଲରେ ବସିବ ବୈଠକ। ୨୦୨୫-୨୬ଆର୍ଥିକ ବର୍ଷ ପାଇଁ ହେବ ବିଚାର ବିମର୍ଶ…

Continue reading
ରାଜ୍ୟରେ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ବର: ମେକ ଇନ କନକ୍ଲେଭ ୨୦୨୫ ପୂର୍ବରୁ ରାଜ୍ୟର ଶିଳ୍ପାୟନ ପ୍ରକ୍ରିୟାରେ ଲାଗିଛି ଡେଣା । ରାଜ୍ୟରେ ପ୍ରାୟ ୩୮୮୩ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବକୁ ସିଙ୍ଗଲ ୱିଣ୍ଡୋ କ୍ଲିଅରାନ୍ସ ଅଥରିଟି ବୈଠକରେ ମଞ୍ଜୁରୀ ମିଳିଛି । ମୁଖ୍ୟ ଶାସନ ସଚିବ…

Continue reading
କ୍ୟାବିନେଟ: ସବୁ ପଞ୍ଚାୟତରେ ଗୋଦାବରୀଶ ଆଦର୍ଶ ବିଦ୍ୟାଳୟ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ୧୦ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିଛି। ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ଆଇନ,…

Continue reading