ଅଫିସରଙ୍କୁ ଦେବାକୁ ପଡ଼ିବ ଗାଡ଼ି ଉପଯୋଗ ପାଇଁ ବର୍ଦ୍ଧିତ ଦର

ଭୁବନେଶ୍ୱର: ଅଫିସରମାନେ ଉପଯୋଗ କରୁଥିବା ଗାଡ଼ିର ଭଡ଼ା ପରିମାଣକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି । ତେଲ ଦର ବଢ଼ିଥିବାରୁ ୮ବର୍ଷ ପରେ ଏହି ଭଡ଼ାରେ ସଂଶୋଧନ ଆବଶ୍ୟକତା ପଡ଼ିଛି ବୋଲି ଅର୍ଥ ବିଭାଗ କହିବା ସହ ଫେବୃୟାରୀ ପହିଲାରୁ ଅଫିସରମାନଙ୍କୁ…

Continue reading
ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର

ଭୁବନେଶ୍ୱର: ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ । ଓଡ଼ିଶା ସରକାର ଏହି ସହାୟତା ରାଶି ଘୋଷଣା କରିଛନ୍ତି…

Continue reading
ଓଏଏସ୍‌, ଓଆରଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ପ୍ରାଶାସନିକ ସ୍ତରରେ ଅଦଳବଦଳ କରିଛନ୍ତି । ୩୨ ଜଣ ଅଧିକାରୀ ବଦଳିଛନ୍ତି । ଏଥିରେ୧୩ଜଣ ଓଡ଼ିଶା ପ୍ରଶାସନିକ ସେବା ଅଧିକାରୀ(ଓଏଏସ୍‌) ଥିବାବେଳେ ୧୭ଜଣ ଓଡ଼ିଶା ରାଜସ୍ୱ ସେବା(ଓଆରଏସ୍‌) ଅଧିକାରୀ ଓ ଦୁଇ ଜଣ ଓଡ଼ିଶା ମ୍ୟୁନିସିପାଲ ସେବା…

Continue reading
‘ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ସେବାକୁ ସୁନିଶ୍ଚିତ କର’

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ବିଭାଗ ଦ୍ୱାରା ଓଡ଼ିଶା ଲୋକସେବା ଅଧିକାର ଅଧିନିୟମରେ ଅନ୍ତର୍ଭୁକ୍ତ ଗୁରୁତ୍ୱପୂର୍ଣ୍ଣ ସେବା ପ୍ରଦାନର କାର୍ୟ୍ୟକାରିତା ସୁନିଶ୍ଟିତ କରିବାକୁ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ନିର୍ଦ୍ଦେଶ ଦେଇଛନ୍ତି। ଏହି ମର୍ମରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଭାଗୀୟ…

Continue reading
ଏମ୍‌ଏସ୍‌ପି ବାବଦକୁ ୫୮୬୨ କୋଟି ପାଇଲେଣି ଚାଷୀ

ଭୁବନେଶ୍ୱର: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନକିଣା ପ୍ରକ୍ରିୟା ବ୍ୟାପକ ହୋଇଛି। ପଞ୍ଜୀକୃତ ଚାଷୀମାନେ ଯେଭଳି ଏଥିରୁ ବାଦ୍‌ ନ ପଡ଼ନ୍ତି, ଏଥିଲାଗି ସରକାରୀ ସ୍ତରରେ ବିହିତ ପଦକ୍ଷେପ ଗ୍ରହଣ କରାଯାଇଥିବା ସୂଚନା ଦିଆଯାଇଛି। ଏକ ପ୍ରେସ୍‌ ବିଜ୍ଞପ୍ତି ଜରିଆରେ ରାଜ୍ୟ…

Continue reading
୧୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର : ଆସନ୍ତା ଜାନୁଆରୀ ୧୩ ତାରିଖ(ସୋମବାର) ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ୟ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Continue reading
ବଦଳିଲେ ୧୪୮ ଓଏଏସ୍ ଅଫିସର

ଭୁବନେଶ୍ୱର: ରାଜ୍ୟ ସରକାର ଏକକାଳୀନ ୧୪୮ଜଣ ବରିଷ୍ଠ ଓଏଏସ୍ ଅଫିସରଙ୍କୁ ବଦଳି କରିଛନ୍ତି । ଏଥିରେ ୬୯ଟି ବ୍ଲକରେ ନୂଆ ବିଡିଓଙ୍କୁ ଅବସ୍ଥାପିତ କରିଥିବାବେଳେ ବହୁ ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କର ମଧ୍ୟ ବଦଳି ହୋଇଛି । ମଙ୍ଗଳବାର ଏନେଇ ସାଧାରଣ ପ୍ରଶାସନ…

Continue reading
ଆରମ୍ଭ ହେଲା ସହିଦ ମାଧୋ ସିଂ ହାତ ଖର୍ଚ୍ଚ

ଭୁବନେଶ୍ୱର: ଆରମ୍ଭ ହୋଇଛି ସହିଦ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନା। ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆରେ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଯୋଜନାରେ ନବମ ଓ ଏକାଦଶ ଶ୍ରେଣୀର ଜନଜାତି ଛାତ୍ରଛାତ୍ରୀଙ୍କୁ…

Continue reading
ମନୋଜ ସାହୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଯୁକ୍ତ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ସଚିବ ସ୍ଥରରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ମନୋଜ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ସାଧାରଣ ପ୍ରଶାସନ ଓ ଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ୨୦୦୬ ବ୍ୟାଚର ଆଇଏଏସ…

Continue reading
ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶନିବାର ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ଲୋୟର ପିଏମ୍‌ଜିରୁ ରାମ ମନ୍ଦିର ଯାଏ ସଚେତନତା ପଦଯାତ୍ରା ଆରମ୍ଭ ହୋଇଛି। ଓଡ଼ିଶା ଯାତ୍ରୀ ଆପ୍‌ର ମଧ୍ୟ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ।…

Continue reading