ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ,ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର; ୧୫/୧୦/୨୦୨୫: ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଅଧିନସ୍ତ ସମସ୍ତ ଯୋଜନା ଓ ପ୍ରକଳ୍ପ ଗୁଡିକ ତ୍ବରାନ୍ବିତ ପ୍ରକ୍ରିୟାରେ ସମ୍ପୁର୍ଣ୍ଣ କରିବା ସହ ଠିକ ସମୟରେ କାର୍ଯ୍ଯ ସମାପ୍ତ କରିବା ପାଇଁ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ…

Continue reading
ଭାରତ ସାମୁଦ୍ରିକ ସପ୍ତାହ ୨୦୨୫ ରେ ରାଜ୍ୟ ରଣନୈତିକ ଦୃଷ୍ଟିକୋଣ ପ୍ରଦର୍ଶନ କରିବ

ଭୁବନେଶ୍ବର,୧୫/୧୦/୨୦୨୫: ଆଜି ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଓଡ଼ିଶା ସାମୁଦ୍ରିକ ବୋର୍ଡ (ଓଏମବି) ର ଷଷ୍ଠ ବୋର୍ଡ ବୈଠକରେ ଓଡ଼ିଶା ନିଜର ସାମୁଦ୍ରିକ ଐତିହ୍ୟକୁ ପୁନରୁଦ୍ଧାର କରିବା ଏବଂ ଏକ ଅଗ୍ରଣୀ ଉପକୂଳ…

Continue reading
ଦୁଇ ଦିନିଆ ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ-୨୦୨୫; ସଶକ୍ତ ସହର, ସଶକ୍ତ ନାଗରିକ-ବିକାଶଶୀଳ ଓଡ଼ିଶା

ଭୁବନେଶ୍ବର,୧୫।୧୦ : ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଦ୍ଵାରା ଚଳିତ ଅକ୍ଟୋବର ୨୩ ଓ ୨୪ ତାରିଖରେ ଭୁବନେଶ୍ୱରର ଲୋକ ସେବା ଭବନ ପରିସରରେ ଥିବା କନଭେନସନ ସେଣ୍ଟର ଅଡିଟୋରିୟମରେ ଏକ ଦୁଇଦିନିଆ ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ-୨୦୨୫ ଆୟୋଜନ…

Continue reading
ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ସାଂସ୍କୃତିକ ପରିଷଦର ୧୧ତମ ବାର୍ଷିକ ଉତ୍ସବ, ମଞ୍ଚସ୍ଥ ହେଲା ନାଟକ ‘ସଳିତା’

ଭୁବନେଶ୍ୱର,୧୫/୧୦/୨୦୨୫: ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପ ଠାରେ ପାଳିତ ହୋଇଛି । ଏହି ଅବସରରେ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି…

Continue reading
ଶୀଘ୍ର ଦରମା ପାଇବେ ଗ୍ରାମୀଣ ଗୃହ ନିର୍ମାଣ ପିଏମ୍‌ୟୁ କର୍ମଚାରୀ

ଭୁବନେଶ୍ୱର,୧୫/୧୦/୨୦୨୫: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅନ୍ତର୍ଗତ ଗ୍ରାମୀଣ ଗୃହ ନିର୍ମାଣର ବିଭିନ୍ନ କାର୍ଯ୍ୟକ୍ରମରେ କାର୍ଯ୍ୟରତ ଆଉଟ୍‌ସୋର୍ସିଙ୍ଗ୍‌ କର୍ମଚାରୀଙ୍କୁ ଶୀଘ୍ର ମିଳିବ ବକେୟା ଦରମା । ଏହି ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଜରୁରୀ ହସ୍ତକ୍ଷେପ ଯୋଗୁଁ ଆଜି କେନ୍ଦ୍ର ସରକାରଙ୍କ…

Continue reading
ଆସନ୍ତା ୧୬ ରୁ ୧୯ ତାରିଖ ପର୍ଯ୍ୟନ୍ତ କଟକ ବକ୍ସି ବଜାରସ୍ଥିତ ରିଜର୍ଭ ପୋଲିସ ପଡିଆ ଠାରେ ୭୦ତମ ପୋଲିସ ବୃତ୍ତିଗତ ପ୍ରତିଯୋଗିତା

କଟକ,୧୫/୧୦/୨୦୨୫: ଓଡିଶା ପୋଲିସର କ୍ରାଇମବ୍ରାଞ୍ଚ ଶାଖା ଆନୁକୂଲ୍ୟରେ ଆସନ୍ତା ୧୬ ରୁ ୧୯ ତାରିଖ ପର୍ଯ୍ୟନ୍ତ କଟକ ବକ୍ସି ବଜାରସ୍ଥିତ ରିଜର୍ଭ ପୋଲିସ ପଡିଆ ଠାରେ ୭୦ତମ ପୋଲିସ ବୃତ୍ତିଗତ ପ୍ରତିଯୋଗିତା (Police Duty Meet) ଅନୁଷ୍ଠିତ ହେବାକୁ ଯାଉଛି। ରାଜ୍ୟର…

Continue reading
ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ଆସିଲା ନୂଆ SOP

ଭୁବନେଶ୍ବର,୧୪/୧୦:ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ SOP ଜାରି ହୋଇଛି । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ SOP…

Continue reading
ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନ ଅବଧି ଅକ୍ଟୋବର ୨୪କୁ ବୃଦ୍ଧି

ଭୁବନେଶ୍ବର,୧୪/୧୦: ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ବୃତ୍ତି ଆବେଦନର ତାରିଖ ବୃଦ୍ଧି ହେଲା । ଅକ୍ଟୋବର ୨୪ ଯାଏଁ ଅର୍ଥାତ୍ ଆହୁରି ୧୪ ଦିନ ବଢ଼ିଲା ଆବେଦନ ଅବଧି । ଉଚ୍ଚଶିକ୍ଷା ବିଭାଗ ଦ୍ୱାରା ୨୦୨୫-୨୬ ଶିକ୍ଷାବର୍ଷ ପାଇଁ ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର…

Continue reading
ଓଡ଼ିଶା ଭାରତୀୟ ଶିକ୍ଷା ଓ ସଂସ୍କୃତିର ନେତୃତ୍ୱ ଦାୟିତ୍ୱ ଗ୍ରହଣ କରିବ– ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୩ ଅକ୍ଟୋବର ୨୦୨୫: ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି…

Continue reading
ନିର୍ବାଚିତ ପ୍ରତିନିଧିଙ୍କ ଅଧିକାରର ସୁରକ୍ଷା ପାଇଁ ବିଜେଡି ସୁପ୍ରିମକୋର୍ଟ ଯିବ

ଭୁବନେଶ୍ୱର: ରାଜ୍ୟର ପ୍ରାୟ ପଚାଶରୁ ଅଧିକ ପଞ୍ଚାୟତ ସମିତିର ଅଧ୍ୟକ୍ଷମାନେ ଶନିବାର ନବୀନ ନିବାସଠାରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ପଂଚାୟତର ନିର୍ବାଚିତ ପ୍ରତିନିଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ ରାଜ୍ୟ…

Continue reading