୯ଟି ପ୍ରସ୍ତାବକୁ କ୍ୟାବିନେଟ୍ ମୋହର
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ୍ ବୈଠକରେ ୯ଟି ପ୍ରସ୍ତାବ ଉପରେ ମୋହର ବାଜିଛି। କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ…












