ରାଜ୍ୟରେ ଶିଳ୍ପ ସ୍ଥାପନ କରିବେ ୨୫ କମ୍ପାନୀ, ବିନିଯୋଗ କରିବେ ୪୨୨୨.୨୪ କୋଟି

ଭୁବନେଶ୍ୱର:ରାଜ୍ୟରେ ଶିଳ୍ପ ସ୍ଥାପନ କରିବେ ୨୫ କମ୍ପାନୀ। ଏହି କମ୍ପାନିଗୁଡିକ ମିଳିତ ଭାବେ ଓଡ଼ିଶାରେ ୪୨୨୨.୨୪ କୋଟି ଟଙ୍କା ବିନିଯୋଗ କରିବେ । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା ୧୩୩ତମ ରାଜ୍ୟସ୍ତରୀୟ ସିଙ୍ଗଲ୍‌ୱିଣ୍ଡୋ ଅନୁମୋଦନ କର୍ତ୍ତୃପକ୍ଷ…

Continue reading
ଆୟୁଷ୍ମାନରେ ମହିଳାଙ୍କୁ ୧୦ ଲକ୍ଷ:ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଫେବୃଆରୀରେ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା । ଆଉ ଏହି ଯୋଜନାକୁ ନେଇ ଏବେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ଏହି ଯୋଜନାରେ ମହିଳାମାନଙ୍କୁ ୧୦ ଲକ୍ଷର ଚିକିତ୍ସା ସୁବିଧା…

Continue reading
ଜାନୁଆରୀ ୫ରୁ ‘ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା’

ଭୁବନେଶ୍ବର: ଜନଜାତି ଛାତ୍ରଛାତ୍ରୀଙ୍କୁ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭେଟି । ଜନଜାତି ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ ୫ ହଜାର ଟଙ୍କା । ‘ସହିଦ ମାଧୋ ସିଂହ ହାତ…

Continue reading
୪୦ ଲକ୍ଷ ଭୂତ ରାସନକାର୍ଡଧାରୀ

ଭୁବନେଶ୍ୱର: ରାଜ୍ୟରେ ଅଛନ୍ତି ୪୦ ଲକ୍ଷ ଭୂତ ରାସନକାର୍ଡଧାରୀ । ଶୁକ୍ରବାର ଏହି ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ ପ୍ରତି ଜିଲ୍ଲାରେ ଲକ୍ଷେରୁ ଦେଢ଼ ଲକ୍ଷ ଭୂତ ହିତାଧିକାରୀ ଅଛନ୍ତି । ବର୍ତ୍ତମାନ…

Continue reading
ବଢ଼ିଲା ମନୋଜ ଆହୁଜାଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ବିଜେପି ସରକାର ବୃଦ୍ଧି କରିଛନ୍ତି । ଶ୍ରୀ ଆହୁଜାଙ୍କ କାର୍ଯ୍ୟକାଳକୁ ରାଜ୍ୟ ସରକାର ଆଉ ବର୍ଷେ ବୃଦ୍ଧି କରିଛନ୍ତି । ଡିସେମ୍ବର ୩୧ ତାରିଖରେ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ ଶେଷ…

Continue reading
୧୩ ମନ୍ତ୍ରୀଙ୍କୁ ମୋଟ ୩୦ ଜିଲ୍ଲାର ଦାୟିତ୍ୱ ନ୍ୟସ୍ତ

ଭୁବନେଶ୍ୱର: ପ୍ରଶାସନକୁ ଅଧିକ କ୍ରିୟାଶୀଳ କରି ବିକାଶ କାର୍ୟ୍ୟକୁ ଆଗେଇ ନେବା ଓ ଲୋକଙ୍କ ସମସ୍ୟାର ତ୍ୱରିତ୍ ସମାଧାନ ପାଇଁ ନିଜ ମନ୍ତ୍ରିପରିଷଦ ସହଯୋଗୀଙ୍କୁ ଦାୟିତ୍ୱ ବାଂଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉପମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ‘ଜିଲ୍ଲା ପ୍ରଭାରୀ…

Continue reading
ବିନୋଦ କୁମାରଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଓଡ଼ିଶା ଗୃହନିର୍ମାଣ ଉନ୍ନୟନ ନିଗମ(ଓଆରଏଚଡିସି) ଦୁର୍ନୀତି ମାମଲାରେ ରିଟାର୍ଡ ଆଇଏଏସ୍ ଅଫିସର ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ସଶ୍ରମ ଜେଲ ଦଣ୍ଡାଦେଶ ହୋଇଛି। ୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ପୂର୍ବରୁ ଚାକିରିରୁ…

Continue reading
୪୦୦ ଯବାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ ଆଇନ୍‌ ମନ୍ତ୍ରୀ

ଭୁବନେଶ୍ୱର: ସିଆର୍‌ପିଏଫ୍‌ ଓଡିଶା ସେକ୍ଟର ପାଇଁ ୪୦୦ ଜଣ ଯବାନଙ୍କୁ ଚୟନ କରାଯାଇଛି । ସୋମବାର ଆଇନ୍‌ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସେମାନଙ୍କୁ ନିଯୁକ୍ତିପତ୍ର ବାଣ୍ଟିବେ । ସୋମବାର ଆଚାର୍ୟ୍ୟବିହାରସ୍ଥିତ କାଉନ୍‌ସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ଅଡିଟୋରିୟମରେ…

Continue reading
ଜଗତସିଂହପୁର ଆସିଷ୍ଟାଣ୍ଟ କଲେକ୍ଟର ନିଲମ୍ବିତ

ଭୁବନେଶ୍ୱର: ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଜଗତସିଂହପୁର ଜିଲ୍ଲାର ଆସିଷ୍ଟାଣ୍ଟ କଲେକ୍ଟର ଉମେଶ ଚନ୍ଦ୍ର ଲେଙ୍କାଙ୍କୁ ଚାକିରିରୁ ନିଲମ୍ବନ କରାଯାଇଛି। ଗତ ଏପ୍ରିଲ ୧୦ତାରିଖରେ ଜିଲ୍ଲାପାଳଙ୍କ କାର୍ୟ୍ୟାଳୟର ଜଣେ ମହିଳା କର୍ମଚାରୀ ଏହି ଅସଦାଚରଣ ଅଭିଯୋଗ ଆଣିଥିଲେ। ଜିଲ୍ଲା…

Continue reading
ଯନ୍ତ୍ରୀ ସ୍ତରରେ ବଡ଼ଧରଣର ଅଦଳବଦଳ

ଭୁବନେଶ୍ୱର, : ନିର୍ବାଚନ ପରେ ରାଜ୍ୟ ସରକାର ଯନ୍ତ୍ରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ଏକାଥରକରେ ୧୦୨ ଯନ୍ତ୍ରୀଙ୍କ ବଦଳି ହୋଇଛି । ୩୫ ଜଣ ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ପାହ୍ୟା (ଏସିଇ) ଅଧିକାରୀଙ୍କ ବଦଳି ହୋଇଥିବାବେଳେ ୬୭ ଜଣ…

Continue reading