ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ : ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଅବସର ଗ୍ରହଣ ଦିନ ହିଁ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ କରାଯିବ। ଏଭଳି କିଛି ନିୟମ କରି ଗତ ୨୦୧୯ ମସିହାରେ ରାଜ୍ୟ ସରକାର ବିଜ୍ଞପ୍ତି ଜାରି କରିବା ସହ ବିଭିନ୍ନ ବିଭାଗକୁ ଏହା ପାଳନ କରିବାକୁ…




