ଆଇଏଏସସ୍ତରରେ ଅଦଳବଦଳ

ଭୁବନେଶ୍ୱର: ଶୁକ୍ରବାର ରାଜ୍ୟ ସରକାର ଆଇଏଏସସ୍ତରରେ ଏକ ଛୋଟଧରଣର ଅଦଳବଦଳ କରିଛନ୍ତି । ତେବେ କାହାକୁ କେଉଁ ଦାୟିତ୍ୱ ମିଳିଛି ଆସନ୍ତୁ ଜାଣିବା: ୧-ବିଜୟ ଅମୃତ କୁଲାଙ୍ଗେ-ପ୍ରାଣୀ ପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ୨- ଅଞ୍ଜନା ପଣ୍ଡା- ଆୟୁଷ…

Continue reading
ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକ: ସିଡି ରେସିଓକୁ ଉନ୍ନତ କରିବା ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର:ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ( ଏସଏଲବିସି) ର ୧୮୦ତମ ବୈଠକ ଓଡ଼ିଶା ସରକାରଙ୍କ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଏବଂ ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଏବଂ ସିଇଓ ଅଶ୍ଵିନୀ କୁମାରଙ୍କ ସହ-ଅଧ୍ୟକ୍ଷତାରେ ଅନୁଷ୍ଠିତ…

Continue reading
ଓଏଏସ୍‌ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ୪ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ,ଉଚ୍ଚଶିକ୍ଷା ବିଭାଗ ଯୁଗ୍ମ ସଚିବ ଦୁଃଖବନ୍ଧୁ ନାୟକଙ୍କୁ ମୟୂରଭଞ୍ଜ ଅତିରିକ୍ତ ଜିଲାପାଳ ରୂପେ ବଦଳି…

Continue reading
ଏଫଏମ ଛାତ୍ରୀ ସୌମ୍ୟାଶ୍ରୀ ବିଶି ଆତ୍ମଦାହ ମାମଲା‌ରେ ୫୦୪ ପୃଷ୍ଠାର ଚାର୍ଜସିଟ୍‌ ଦାଖଲ କଲା କ୍ରାଇମବ୍ରାଞ୍ଚ

ବାଲେଶ୍ଵର,10/09: ମଙ୍ଗଳବାର ଦିନ ବହୁଚର୍ଚ୍ଚିତ ବାଲେଶ୍ବର ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମଦାହ ମାମଲା‌ରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଡିଜେଏମ୍‌ କୋର୍ଟରେ ମାମଲାର ତଦନ୍ତକାରୀ ଅଧିକାରୀ କ୍ରାଇମବ୍ରାଞ୍ଚ ଡିଏସ୍‌ପି ଇମନ୍‌ କଲ୍ୟାଣ ନାୟକ ଚାର୍ଜସିଟ୍‌ ଦାଖଲ କରିଛନ୍ତି। ଏହି ମାମଲାରେ ଗିରଫ ୪ ଅଭିଯୁକ୍ତଙ୍କ ମଧ୍ୟରୁ…

Continue reading
ସୁକିନ୍ଦା ଓ ଟମକା ବନାଞ୍ଚଳରେ ୧୧ ଦିନ ଧରି ବେଧଡ଼କ ବୁଲୁଛନ୍ତି ୨ ଦନ୍ତା

ସୁକିନ୍ଦା।ଟମକା,08।09: କଟକ ବନଖଣ୍ଡ ସୁକିନ୍ଦା ଓ ଟମକା ବନାଞ୍ଚଳରେ ୧୧ ଦିନ ଧରି ୨ ଗୋଠଛଡ଼ା ଦନ୍ତା ବିଭିନ୍ନ ଗାଁଗଣ୍ଡାରେ ବେଧଡ଼କ ବୁଲୁଛନ୍ତି। ଗତକାଲି ରାତିରେ ଦନ୍ତା ଦ୍ବୟ ଟମକା ବନାଞ୍ଚଳରୁ କେନ୍ଦୁଝରଜିଲ୍ଲା ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ଡର ବ୍ରାହ୍ମଣୀପାଳ ବନାଞ୍ଚଳ ହୋଇ…

Continue reading
ହାତୀ ପଲ ଆକ୍ରମଣରେ ଜଣେ ମୃତ, ୩ ଜଣ ଆହତ, ବର୍ତ୍ତିଲେ ୪ଯାତ୍ରୀ

ମୟୂରଭଞ୍ଜ,07।09: ମୟୂରଭଞ୍ଜ ଜିଲ୍ଲା ବାରମାଇଲ-ଚିତ୍ରଡ଼ା ରାସ୍ତାର ଅସ୍ତିଆବନ୍ଧ ନିକଟରେ ଏକ ଅଟୋକୁ ହାତୀ ପଲ ଆକ୍ରମଣ କରିଛନ୍ତି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଅନ୍ୟ ୪ ଜଣ ଯାତ୍ରୀ ଅଳ୍ପକେ…

Continue reading
ପ୍ରସିଦ୍ଧ ଶକ୍ତିପୀଠ ମା’ ଭଟ୍ଟାରିକାଙ୍କ ମନ୍ଦିରରେ ପଶିଲା ବନ୍ୟାଜଳ

କଟକ,07।09: ମହାନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା ହୋଇଛି ଫଳରେ ମହାନଦୀର ତଳ ମୁଣ୍ଡରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି । ଯାହାଦ୍ୱାରା କଟକ ଜିଲ୍ଲା ବଡମ୍ବାର ବିଭିନ୍ନ ସ୍ଥାନ ଜଳାର୍ଣ୍ଣବ ହୋଇଯାଇଛି। ପ୍ରସିଦ୍ଧ ଶକ୍ତିପୀଠ ମା’ ଭଟ୍ଟାରିକାଙ୍କ ମନ୍ଦିର ବେଢାରେ…

Continue reading
ରାୟଗଡ଼ା ସହରର ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆ ନାମଫଳକ ନଥିଲେ ଦୈନିକ ୫୦୦ ଟଙ୍କା ଜରିମାନା

ରାୟଗଡ଼ା,07।09: ରାୟଗଡ଼ା ପୌରାଂଚଳରେ ବ୍ୟବସାୟିକ ପ୍ରତିଷ୍ଠାନରେ ଓଡ଼ିଆରେ ନାମଫଳକ ଲେଖିବାକୁ ବାଧ୍ୟତାମୂଳକ କରିଛି ପୌର ପରିଷଦ। ଏନେଇ ପୌର ନିର୍ବାହୀ ଅଧିକାରୀ କୁଲଦୀପ କୁମାରଙ୍କ ନେତୃତ୍ୱରେ ଏକ ଟିମ୍ ଶନିବାର ରାୟଗଡ଼ା ସହରର ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନକୁ ବୁଲି ଓଡ଼ିଆ ନାମଫଳକ…

Continue reading
ନକ୍ସଲ ଅମିତ ହାଂସଦା ଓରଫ ଆପ୍ତନ ନିହତ, ଅସ୍ତ୍ରଶସ୍ତ୍ର ଉଦ୍ଧାର

ରାଉରକେଲା,07।09: ଆଜି ସକାଳେ ପଶ୍ଚିମ ସିଂହଭୂମି ଜିଲ୍ଲାର ସରଣ୍ଡା ଜଙ୍ଗଲରେ ସୁରକ୍ଷା ବାହିନୀ ଏବଂ ନକ୍ସଲ ମଧ୍ୟରେ ଏକ ଭୟଙ୍କର ଗୁଳିବିନିମ ହୋଇଥିଲା। ଏହି ଗୁଳିବିନିମରେ ସିପିଆଇ ମାଓବାଦୀର ପୁରସ୍କାରପ୍ରାପ୍ତ ନକ୍ସଲ ଅମିତ ହାଂସଦା ଓରଫ ଆପ୍ତନ ନିହତ ହୋଇଛି। ଅମିତ…

Continue reading
ଗୁଜରାଟର କାଳିକା ମାତାପୀଠରେ ରୋପୱେ ଭୁଶୁଡ଼ି ୬ ଜଣଙ୍କର ମୃତ୍ୟୁ

ଗାନ୍ଧୀନଗର,07/09: ଗୁଜରାଟର ପାବାଗଡ଼ରେ ପ୍ରସିଦ୍ଧ କାଳିକା ମାତା ପୀଠରେ ଆଜି ଏକ ରୋପ୍‌ୱେ ଭୁଶୁଡ଼ି ପଡ଼ିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ରୋପ୍‌ୱେ ଜିନିଷପତ୍ର ନେବାଆଣିବା ପାଇଁ ବ୍ୟବହାର କରାଯାଏ। ପ୍ରାଥମିକ ସୂଚନାରୁ ଜଣାପଡ଼ିଛି ଯେ ଦଉଡ଼ି ଛିଣ୍ଡିଯିବା ଫଳରେ…

Continue reading