ହିମାଚଳରେ ଭୂସ୍ଖଳନରେ ଭୁଶୁଡ଼ିଲା ପାହାଡ଼ର ବିଶାଳ ଅଂଶ
ନୂଆଦିଲ୍ଲୀ,07/09: ହିମାଚଳପ୍ରଦେଶରେ ପୁଣି ଭୂସ୍ଖଳନ ଆତଙ୍କ ଖେଳାଇ ଦେଇଛି। ସିରମୌର ନୌହରାଧାର ଅଞ୍ଚଳ ଅଧୀନସ୍ଥ ଚୌକର ଗ୍ରାମରେ ଆଜି ବଡ଼ ଧରଣର ଭୂସ୍ଖଳନ ହୋଇ ଏକ ପର୍ବତର ବିଶାଳ ଅଂଶ ଭୁଶୁଡ଼ି ଯାଇଛି। ଏହି ଭୂସ୍ଖଳନ ଏବଂ ପାହାଡ଼ ଧସିବା ଯୋଗୁଁ…
ନୂଆଦିଲ୍ଲୀ,07/09: ହିମାଚଳପ୍ରଦେଶରେ ପୁଣି ଭୂସ୍ଖଳନ ଆତଙ୍କ ଖେଳାଇ ଦେଇଛି। ସିରମୌର ନୌହରାଧାର ଅଞ୍ଚଳ ଅଧୀନସ୍ଥ ଚୌକର ଗ୍ରାମରେ ଆଜି ବଡ଼ ଧରଣର ଭୂସ୍ଖଳନ ହୋଇ ଏକ ପର୍ବତର ବିଶାଳ ଅଂଶ ଭୁଶୁଡ଼ି ଯାଇଛି। ଏହି ଭୂସ୍ଖଳନ ଏବଂ ପାହାଡ଼ ଧସିବା ଯୋଗୁଁ…
ଲାଞ୍ଜିଗଡ,07/09: ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ପ୍ରାଥମିକ କୃଷି ସମବାୟ ସମିତିରେ ସାର ନପାଇ ଚାଷୀମାନେ ବିରକ୍ତ ହୋଇ ବିଶ୍ୱନାଥପୁରଠାରୁ ଲାଞ୍ଜିଗଡକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବରୋଧ କରିଥିଲେ । କଳାହାଣ୍ଡି ଜିଲାରେ ୟୁରିଆ ସାରର ବର୍ତ୍ତମାନ ଅଭାବ ଦେଖାଦେଇଛି ।…
ଭୁବନେଶ୍ୱର,06/09: ବିଭିନ୍ନ ଦାବି ନେଇ ଶିକ୍ଷକ ସଂଘର ଆନ୍ଦୋଳନ ଜାରି ରହିଛି । ଲୋୟର ପିଏମଜିରେ ଆନ୍ଦୋଳନରତ ଶିକ୍ଷକଙ୍କ ସହିତ ରାଜ୍ୟ ସରକାରଙ୍କ ଦୁଇ ମନ୍ତ୍ରୀ ଆଲୋଚନା କରିଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଆଇନ…
ଭୁବନେଶ୍ବର,04।09: ପୂଜାକୁ ନେଇ ବିଏମସିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଏଥର ରାଜଧାନୀରେ ପୂଜା ମେଲୋଡିରେ ଅଶ୍ଳୀଳ ନୃତ୍ୟକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଏହା ସହ ପୂଜା ପେଣ୍ଡାଲ ନିକଟରୁ…
ଭୁବନେଶ୍ୱର,04/09: ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଆଣିବାକୁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବ ଶୀଘ୍ର ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଅଣାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ଓ ରାଜ୍ୟ…
ଜି ଉଦୟଗିରି, 04।09: ଜି ଉଦୟଗିରି ବନ ବିଭାଗ ଆଉ ଏକ ପାଦ ଆଗକୁ ଯାଇ ରେଟୁଡି ଓ କୁର୍ମୀଙ୍ଗିଆ ଅଞ୍ଚଳରେ ଅଞ୍ଚଳବାସୀଙ୍କୁ ସଚେତନ କରାଇବା ପାଇଁ ଦୁଇଟି ସାଇରନ ଲଗାଇଛି। ବିବରଣୀରୁ ପ୍ରକାଶ ଯେ ହାତୀ ଉପଦ୍ରବ ଅଞ୍ଚଳରେ ହାତୀ…
ନାରାୟଣପାଟଣା,04/09 : ଗାଁକୁ ଡିଜିଟାଲ ସେବା ଅପହଞ୍ଚ ହୋଇଛି । ନେଟୱର୍କ ଖୋଜିବା ପାଇଁ ଲୋକେ ପାହାଡ଼ ଚଢ଼ୁଛନ୍ତି । ଆଉ କେଉଁଠି ମୋଟରସାଇକଲରେ ଲାପଟପ୍ ଧରି ଜଙ୍ଗଲ ରାସ୍ତାରେ ନେଟୱର୍କ ଖୋଜା ଚାଲିଛି । ସୀମାନ୍ତ ଆନ୍ଧ୍ର ନେଟୱର୍କରେ ଲୋକଙ୍କ…
କଟକ/ସମ୍ବଲପୁର,04/09:ସମ୍ବଲପୁର ମହାନଗର ନିଗମ (ଏସ୍ଏମସି) ନିର୍ବାଚନ ପାଇଁ ବାଟ ଫିଟିଛି। ୬ ସପ୍ତାହ ଭିତରେ ସାନି ନିର୍ବାଚନ ବିଜ୍ଞପ୍ତି ପ୍ରକାଶ କରିବାକୁ ରାଜ୍ୟ ସରକାରଙ୍କୁ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସଂରକ୍ଷଣ ନିୟମ ଆଧାରରେ ସରକାର ସାନି ବିଜ୍ଞପ୍ତି ପ୍ରକାଶ କରିବେ।…
ଭୁବନେଶ୍ୱର, ୦୩/୦୯: ଆଜି ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କୁ ଓଡ଼ିଶା ଗସ୍ତରେ ଆସିଥିବା ଭାରତୀୟ ବୈଦେଶିକ ସେବା ଅଧିକାରୀ ଶ୍ରୀ ମନୋଜ କୁମାର ମହାପାତ୍ର, ଶ୍ରୀ ଅମିତ ନାରଙ୍ଗ ଓ ଗ୍ଲୋରିଆ…
ନୂଆଦିଲ୍ଲୀ,03/09:ନୂଆଦିଲ୍ଲୀର ବିଜ୍ଞାନ ଭବନରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କ କରକମଳରେ ଗୋଟିଏ ସ୍ଥାନରେ ପ୍ରାଥମିକ ବିଦ୍ୟାଳୟ ସହିତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକର ସ୍ଥାପନା ପାଇଁ ଗାଇଡଲାଇନର ଶୁଭାରମ୍ଭ…